ଅକ୍ଟୋବର ଭଳି ବାତ୍ୟାପ୍ରବଣ ମେ ମାସରେ ଦକ୍ଷିଣ-ଆଣ୍ଡାମାନ ସାଗରରେ ୪ ତାରିଖରେ ହେବାକୁ ଥିବା ଘୂର୍ଣ୍ଣିବଳୟକୁ ନେଇ ଆଶଙ୍କାରେ ରାଜ୍ୟବାସୀ । ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ମଡେଲ୍ ମୁତାବକ ଏବେ ଆଉ ଲଘୁଚାପ ନେଇ ସନ୍ଦେହ ନାହିଁ । କିନ୍ତୁ ଲଘୁଚାପ ପରେ ଏହା କେତେ ଘନୀଭୂତ ହେବ, କେଉଁ ରୂପ ନେବ, ବାତ୍ୟା ହେଲେ ତା’ର ପ୍ରଭାବ କ’ଣ ରହିବ, କେଉଁଠି ଲ୍ୟାଣ୍ଡ୍ଫଲ୍ କରିବ, ସେଥିପାଇଁ ଆଉ ୩-୪ ଦିନ ଅପେକ୍ଷା କରିବାକୁ ପଡ଼ିବ ।
Published: Satyendu Shekher Mishra
Last updated: 02 May 2022, 09:18 PM IST
ରାଜ୍ୟରେ ପୁଣି ବଢିବ ଶୀତ। ଉପାନ୍ତରୁ ଉପକୂଳ ସବୁଠି ଥରାଇବ ଜାଡ। ତେବେ ଆସନ୍ତା ୧୭ ପରଠାରୁ ତାପମାତ୍ରା କମିବା ସହିତ ପୁଣି ଥରେ ଶୀତ ଥରାଇବ। ତାପମାତ୍ରା ସ୍ବାଭାବିକ ଠାରୁ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।