Advertisment

ହିଟ୍ ୱେଭ୍ ଓ ଗୁଳୁଗୁଳିକୁ ନେଇ ସତର୍କ କାରଇଲେ ଏସଆରସି...

ଜଳୁଛି, ଜାଳୁଛି ଏଥରର ଖରା। ଚଳିତ ଗ୍ରୀଷ୍ମରେ ଏବେ ସୁଦ୍ଧା ରାଜ୍ୟରେ ଆସିଲାଣି ୯୬ଟି ଅଂଶୁଘାତ ଜନିତ ମୃତ୍ୟୁ ଅଭିଯୋଗ। ମେ ୩୦ ସୁଦ୍ଧା ୪୨ଟି ଅଭିଯୋଗ ଆସିଥିବା ବେଳେ, ଗତ ୪୮ଘଣ୍ଟାରେ ଅଂଶୁଘାତରେ ୫୪ ଜଣଙ୍କ ମୃତ୍ୟୁ ଅଭିଯୋଗ ହୋଇଛି।

Weather Update Heat Wave
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ