Advertisment

ଡ୍ରେନ୍ ପାଣିରେ ଭାସିଲା ରାଜଧାନୀ, ସ୍ଥିତି ଦେଖି ଖୋଦ୍ ମେୟର ଅସହାୟ

ବର୍ଷର ପ୍ରଥମ ଲଗାଣ ବର୍ଷାରେ ବେହାଲ ରାଜଧାନୀ ଭୁବନେଶ୍ୱର। କେଉଁଠି ରାସ୍ତା ନଦୀର ଭ୍ରମ ସୃଷ୍ଟି କରୁଛି ତ’ ଆଉ କେଉଁଠି ଡ୍ରେନ୍ ପାଣି ରାସ୍ତାକୁ ଉଛୁଳୁଛି । ଅନ୍ୟ କେଉଁଠି ଘରେ ପାଣି ପଶି ଲୋକଙ୍କ ରହିବା ମୁସ୍କିଲ କଲାଣି। ବର୍ଷା ଯୋଗୁଁ ଉପୁଜୁଥିବା ବିଭିନ୍ନ ସମସ୍ୟାକୁ ଭୁବନେଶ୍ୱର ମେୟର ସ୍ୱୀକାର କରିବା ସହ ସମସ୍ୟାର ସମାଧାନ ଲାଗି ପଦକ୍ଷେପ ନିଆଯାଉଛି ବୋଲି କହିଛନ୍ତି। ଏପଟେ ପାଣିପାଗ ବିଭାଗ କହିଛି, ଆସନ୍ତା ଦୁଇ ଦିନ ବି ଭୁବନେଶ୍ୱରରେ କାଚିବ ବର୍ଷା। ତଳିଆ ଅଞ୍ଚଳରେ ଉପୁଜିପାରେ ଜଳବନ୍ଦୀ ସ୍ଥିତି।

author-image
Sarbeswar

Bhubaneswar Waterlogging
Advertisment
Advertisment