Advertisment

ସୁବର୍ଣ୍ଣପୁର ଜିଲ୍ଲାରେ ପହଞ୍ଚିଛି ହାଡଭଙ୍ଗା ଶୀତ

ଆରମ୍ଭ ହୋଇଛି ଶୀତର ରାଜୁତି । ଘନ କୁହୁଡି ସହ ଶୀତରେ ଥରୁଛି ସାରା ଓଡ଼ିଶା । ଠିକ୍‌ ସେହିପରି ସୁବର୍ଣ୍ଣପୁର ଜିଲ୍ଲାରେ ମଧ୍ୟ ପହଞ୍ଚିଛି ହାଡଭଙ୍ଗା ଶୀତ । ବିଳମ୍ୱରେ ଆସିଛି ସତ ହେଲେ ଥରାଇ ଦେଉଛି ଜନଜୀବନ ।

author-image
Otv Khabar Bureau

ଆରମ୍ଭ ହୋଇଛି  ଶୀତର ରାଜୁତି । ଘନ କୁହୁଡି ସହ ଶୀତରେ ଥରୁଛି ସାରା ଓଡ଼ିଶା । ଠିକ୍‌ ସେହିପରି ସୁବର୍ଣ୍ଣପୁର ଜିଲ୍ଲାରେ ମଧ୍ୟ ପହଞ୍ଚିଛି ହାଡଭଙ୍ଗା ଶୀତ । ବିଳମ୍ୱରେ ଆସିଛି ସତ ହେଲେ ଥରାଇ ଦେଉଛି ଜନଜୀବନ ।

Advertisment
Odisha Sonepur Winter Chill
Advertisment
Advertisment