ଜାଡ଼ ପରେ ଏବେ ଓଡ଼ିଶାକୁ କଲବଲ କରୁଛି ଘନକୁହୁଡ଼ି।
ହିମ ଚାଦରରେ ଢାଙ୍କି ହୋଇଛି ହୋଇଗଲାଣି ପ୍ରସିଦ୍ଧ ବଦ୍ରିନାଥ ଧାମ।
ଜାନୁଆରୀରେ ଭାଙ୍ଗିପାରେ ଚଳିତ ଶତାବ୍ଦୀର ରେକର୍ଡ
ଦୁଇ ଦିନରେ ୨ରୁ ୩ ଡିଗ୍ରୀ ବଢ଼ିପାରେ ରାତିର ତାପମାତ୍ରା
ରାଜ୍ୟରେ ଏବେ ଶୀତ ଲହରି ଜାରି ରହିଛି। ଫୁଲବାଣୀ, କୋରାପୁଟ ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ରାତି ତାପମାତ୍ରା କମିବା ଯୋଗୁଁ ବିଲବାଡ଼ି ଓ ଗାଡ଼ି ମଟର ଉପରେ ବରଫ ଜମି ଯାଉଛି।
ଆହୁରି ୨ ଦିନ ପର୍ଯ୍ୟନ୍ତ ଜାଡ କୋପ ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାତି ଓ ପାହାନ୍ତା ସମୟରେ ଘରେ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।
ଅସହ୍ୟ ଥଣ୍ଡାରୁ ନାହିଁ ନିସ୍ତାର: ୧୦ ଡିଗ୍ରୀ ତଳେ ରାଜ୍ୟର ୨୧ ସହର, ୨ ଡିଗ୍ରୀ ସହ ସେମିଳିଗୁଡ଼ା ସବୁଠୁ ଥଣ୍ଡା...ଦାରିଙ୍ଗିବାଡ଼ିରେ ତୁଷାରପାତ, ୫ ଜିଲ୍ଲାକୁ କାଲି ପାଇଁ ୟେଲୋ ଓ୍ୱାର୍ଣ୍ଣି ଦେଲା ପାଣିପାଗ ବିଭାଗ, ରାତିରେ ଘରୁ ନବାହାରିବାକୁ ପରାମର୍ଶ
ସୁନ୍ଦରଗଡ଼ ବଣାଇରେ ମଧ୍ୟ ଶୀତ ଲହରୀ । ପ୍ରବଳ ଶୀତ ସହ ଘନ କୁହୁଡ଼ି ମଧ୍ୟ ଦେଖିବାକୁ ମିଳୁଛି । ସକାଳୁ ସକାଳୁ ଶୀତର ପ୍ରକୋପ ବଢ଼ୁଥିବାରୁ ଘରୁ ବାହାରିବା ଅସମ୍ଭବ ହୋଇପଡ଼ିଛି ।
ଜାଡ଼ ପାଇଁ ଆଜି ଓ କାଲି କିଛି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ବି ଜାରି ହୋଇଛି।
ଆସନ୍ତା ୨ରୁ ୩ ଦିନ ଯାଏ ପାଗ ଶୁଖିଲା ରହିବା ସହ ପାଣିପାଗରେ ପରିବର୍ତ୍ତନ ନଥିବା କହିଛି ପାଣିପାଗ କେନ୍ଦ୍ର ।
କାଶ୍ମୀରରେ ଏବେ ଏମିତି ସ୍ଥିତି ଉପୁଜିଛି । ପାଇପ୍ରୁ ପାଣି ବଦଳରେ ବାହାରୁଛି ବରଫ ।
ପଞ୍ଜାବ, ହରିୟାଣା ଓ ଉତ୍ତରାଖଣ୍ଡରେ ବି ପ୍ରବଳ ଶୀତ(Cold wave)
ଘନ କୁହୁଡ଼ିର ଚାଦରରରେ ଆଚ୍ଛାଦିତ ରାଜଧାନୀ ଭୁବନେଶ୍ୱର
ସମୁଦ୍ର ଅଶାନ୍ତ ରହିବା ସାଙ୍ଗକୁ ତାପମାତ୍ରା ମାଇନସ୍ ୪୫ରୁ ମାଇନସ୍ ୪୮ ଡିଗ୍ରୀ ସେଲସିୟସକୁ ଖସି ଆସିଛି
ଭୟଙ୍କର ବରଫ ଝଡ଼ କୋପରେ ଗଲାଣି ୨୦ ଜୀବନ।
ମୟୁରଭଂଜରେ ହାଡ଼ଭଙ୍ଗା ଜାଡ଼ । ଶିମିଳିପାଳ ଅଭୟାରଣ୍ୟ ସମୁଦ୍ର ପତନ ଠାରୁ ସର୍ବାଧିକ ଉଚ୍ଚତାରେ ରହୁଥିବା କାରଣରୁ ଏବେ ସେଠାରେ ପ୍ରବଳ ଶୀତ ଅନୁଭୂତ ହେଉଛି ।
ଖୋଲା ଆକାଶ ତଳେ ବାସହୀନ
ଜି.ଉଦୟଗିରିରେ ୫ ଡିଗ୍ରୀକୁ ଖସିଲା ପାରଦ
ଆଗାମୀ ୨୪ ଘଣ୍ଟା ଭିତରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।
ପରବର୍ତ୍ତୀ ୪ ଦିନ ଭିତରେ ପାରଦ ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ଖସିବ।
ଆସନ୍ତା ୪-୫ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ମଧ୍ୟ ସ୍ଥିର ରହିବ। ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି।
ଘୁଘୁ ପବନ... ତୁହାକୁ ତୁହା ବର୍ଷା। ତାମିଲନାଡୁର ମାମଲାପୁରମ ନିକଟରେ ବାତ୍ୟା ମାଣ୍ଡୋସ ସ୍ଥଳଭାଗ ଛୁଇଁବା ପରେ ଉପୁଡି ପଡିଛି ବର୍ଷ ବର୍ଷ ଧରି ଠିଆ ହୋଇଥିବା ବିରାଟ ଗଛ କେଉଁଠି ଗାଡି ଉପରେ ବିଶାଳ ଗଣ୍ଡି ମାଡି ବସିଛି ତ କେଉଁଠି ଗଛ ପଡି ରାସ୍ତା ବନ୍ଦ ଗାଡିମୋଟର। କାନ୍ଥ ଭୁଶୁଡି ମାଟି ତଳେ ଚାପି ହୋଇରହିଛି ଏକାଧିକ ଗାଡି ମୋଟର ପବନ ମାଡରେ ଉଡିଯାଇଛି। ପେଟ୍ରୋଲ ପମ୍ପର ଛାତ ବଡ ବଡ ବିଲଡିଂ ବି କ୍ଷତିଗ୍ରସ୍ତ ହୋଇଛି
ବାତ୍ୟା ମାଣ୍ଡୋସ୍ର ପ୍ରଭାବ ଦେଖିବାକୁ ମିଳିଛି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ।
ଆଜି ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। ବାକି ଅଞ୍ଚଳରେ ପାଗ ଶୁଖିଲା ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି।