ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଓଡ଼ିଶା ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ପ୍ରଭାବିତ ହେବାକୁ ଥିବା ଜିଲ୍ଲାମାନଙ୍କୁ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ୨୩ରୁ ୨୫ ପର୍ଯ୍ୟନ୍ତ କର୍ମଚାରୀଙ୍କୁ ହେଡକ୍ୱାର୍ଟର୍ସ ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି।
ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଓଡ଼ିଶା ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ବାତ୍ୟା ଆସିବା ପୂର୍ବରୁ କେମିତି ପ୍ରସ୍ତୁତ ରହିବେ ? କ'ଣ ସବୁ କରିବା ଉଚିତ୍ ଓ କ'ଣ ସବୁ କରିବା ଅନୁଚିତ୍, ଜାଣନ୍ତୁ...
ଆସୁଛି ବାତ୍ୟା । ପାଣପାଗ ବିଭାଗର ସୂଚନା ପରେ ବାତ୍ୟା ଆଶଙ୍କା ବଢ଼ିଲା।
ଏଣେ ଅକ୍ଟୋବରରେ ପୁଣି ବାତ୍ୟା ଆସୁଥିବା ଶୁଣି ଛାନିଆ ହେଲେଣି ସମୁଦ୍ର ଦାଢ଼ରେ ଚାଷ-ବାସ କରୁଥିବା ଲୋକମାନେ।
ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ୨୦ ତାରିଖରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି।
୨୦ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।
ଲଘୁଚାପକୁ ନେଇ ଦେଖା ଦେଲାଣି ସନ୍ଦେହ। ବାତ୍ୟାକୁ ନେଇ ମନରେ ଆଶଂକା ଆସିଲାଣି।
ଏପଟେ ଅକ୍ଟୋବର ମାସ ସାରା ତୁହାକୁ ତୁହା ବର୍ଷାରେ କ୍ଷତିଗ୍ରସ୍ତ ଫସଲକୁ ନେଇ ଚିନ୍ତାରେ ଥିବା ଚାଷୀ, ବାତ୍ୟା ଆଶଙ୍କାକୁ ନେଇ ଛାନିଆ।
୧୮ ତାରିଖ ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହାର ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମକୁ ମୁହାଁଇବ।
ଆସୁଛି ଲଘୁଚାପ, ବଢ଼ୁଛି ବର୍ଷା ଭୟ । ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୁର୍ଣ୍ଣିବଳୟ
ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୁର୍ଣ୍ଣିବଳୟ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ପୂର୍ବାନୁମାନ ଅନୁସାରେ ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି ।
୨୦ରେ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ସମ୍ଭାବନା ଥିବାବେଳେ କ୍ରମଶଃ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହା ଆକଳନ କରାଯାଇଛି।
ଆନ୍ଧ୍ରପ୍ରଦେଶର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ପରିସ୍ଥିତି ଏଭଳି ହୋଇଛି ଯେ, ପ୍ରଖର ସ୍ରୋତରେ ଗାଡ଼ିମଟର ସବୁ ଭାସିଯାଇଛି। ଏପରିକି ଏକ କଣ୍ଟେନର ମଧ୍ୟ ଭାସି ଯାଉଥିବା ଲକ୍ଷ୍ୟ କରାଯାଉଛି।
ବାତ୍ୟାକୁ ନେଇ ଛାନିଆ ହେଲେଣି ଉପକୂଳିଆ ଲୋକ। କେଉଁଠି ମାଡ ହେବ? କେତେ ଆସିବ? ବଢୁଛି ନାନା କଳ୍ପନାଜଳ୍ପନା...ବାତ୍ୟା ଆସିବ ପୁଣି ଆସିବନିକୁ ନେଇ ବଢିଲା ଚର୍ଚ୍ଚା
୧୭ରେ ଆଉ ଏକ ଘୂର୍ଣ୍ଣିବଳୟ, ୧୮ ବେଳକୁ ସ୍ପଷ୍ଟ ହେବ ଚିତ୍ର
ଆଗାମୀ ୭ ଦିନ ମଧ୍ୟରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ନାହିଁ। ଓଡ଼ିଶା ପାଇଁ କିଛି ବିପଦ ସମ୍ଭାବନା ନାହିଁ’ ବୋଲି IMD ଡିଜି କହିଛନ୍ତି।
ବାତ୍ୟା ସମ୍ଭନ୍ଧରେ ପାଣିପାଗ ବିଭାଗ ପକ୍ଷରୁ କୌଣସି ସୂଚନା କିମ୍ବା ପୂର୍ବାନୁମାନ ଜାରି ହୋଇନାହିଁ। ଏନେଇ ଓଡ଼ିଶା ଆଞ୍ଚଳିକ ପାଣିକେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି।
ଉପକୂଳ ଓଡ଼ିଶାରେ ଆଜି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଆଜି ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ବର୍ଷା ଲାଗି ରହିବାରୁ ଦଶହରା ଓ ଭସାଣି ଉତ୍ସବ ଫିକା ପଡ଼ିଥିବା ବେଳେ ଆସନ୍ତା ୯ ତାରିଖ ଯାଏ ବର୍ଷା ଲାଗି ରହିବ। ଅର୍ଥାତ୍ ଗଜଲକ୍ଷ୍ନୀ ପୂଜାରେ କିଛି ସ୍ଥାନରେ ବର୍ଷା ହୋଇପାରେ।
ଆଗାମୀ କିଛି ଘଣ୍ଟା ପାଇଁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁରର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଲଘୁଚାପ ପ୍ରଭାବରେ ଗତକାଲିଠୁ ରାଜ୍ୟ ଅନେକ ସ୍ଥାନରେ ବର୍ଷା ଲାଗି ରହିଥିବାରୁ ପୂଜା ମଉଜ ଫିକା ପଡ଼ିଯାଇଛି
ସାରା ରାଜ୍ୟରେ ଲଗାଣ ବର୍ଷା ଜାରି, ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ
୧୧ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।