• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weather Updates

Baitarani And Jalaka River Crosses Danger Mark
ମହାନଦୀରେ ବନ୍ୟା ଆଶଙ୍କା: ବିପଦ ସଙ୍କେତ ଟପିଲା ବୈତରଣୀ, ଜଳକା

ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ଓ ଜଳକା ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ସେପଟେ ଛତିଶଗଡ଼ରେ ପ୍ରବଳ ବର୍ଷା ପରେ ଏବେ ମହାନଦୀରେ ବନ୍ୟା ଆଶଙ୍କା ଦେଖା ଦେଇଛି।

Dam
ଭୁଶୁଡ଼ିବ ଡ୍ୟାମ ବନ୍ଧ ! ଦକ୍ଷିଣ ପାର୍ଶ୍ୱରୁ ଧସିଲାଣି ମାଟି

ପ୍ରବଳ ବର୍ଷା ପରେ ଧରମପୁରୀ ତହସିଲ ଅଞ୍ଚଳ କୋଠିଦାରେ କାରମ ନଦୀ ଉପରେ ଥିବା ଡ୍ୟାମ୍‌ରୁ ଘଳିଆ ପଡ଼ିଥିଲା ।

Mahanadi
ଛତିଶଗଡ଼ କରୁନି ସହଯୋଗ ! ରାଜ୍ୟରେ ଦେଖାଦେଲାଣି ବନ୍ୟା ଆଶଙ୍କା, ବଢ଼ୁଛି ଜଳସ୍ତର

ରାଜ୍ୟରେ ବନ୍ୟା ନିୟନ୍ତ୍ରଣ ପାଇଁ ଓଡ଼ିଶାକୁ ସହଯୋଗ କରୁନି ଛତିଶଗଡ଼ । ଏଭଳି ଗୁରୁତର ଅଭିଯୋଗ ଆଣିଛନ୍ତି ହୀରାକୁଦ ଡ୍ୟାମ୍ ମୁଖ୍ୟ ଯନ୍ତ୍ରୀ ଆନନ୍ଦ ସାହୁ ।

A Fresh Low Pressure System Likely Form Over North Bay Of Bengal Next 12 hours
୧୨ ଘଣ୍ଟାରେ ଲଘୁଚାପ ! ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। 

Hirakud Dam
ଚିନ୍ତାର ବିଷୟ ! ଏପଟେ ବର୍ଷା ଛାଡ଼ିବାର ନାଁ ଧରୁନି, ସେପଟେ ଛତିଶଗଡ଼ ସହଯୋଗ କରୁନି

ଚଳିତ ବର୍ଷ ବହୁତ ଚେଷ୍ଟା କରିବା ସତ୍ତ୍ୱେ ସମନ୍ୱୟ ବୈଠକକୁ ଏଡ଼ାଇ ଯାଇଛି ଛତିଶଗଡ଼ । ଗତ ଜୁଲାଇ ୧୩ରେ ବୈଠକ କରିବାକୁ କହି ପୁଣି ଓହରି ଯାଇଛି ।

Special story
୩ ଦିନ ଅବିଶ୍ରାନ୍ତ ବର୍ଷା : ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଆଶଙ୍କା

ପାହାଡ଼ିଆ ଅଞ୍ଚଳରେ ଭୁସ୍ଖଳନ ହୋଇପାରେ

Flood
ଆସୁଛି ଲଘୁଚାପ ଜନିତ ବଡ଼ବର୍ଷା । ସାଂଘାତିକ ପ୍ରଭାବିତ ହୋଇପାରେ ସାରା ରାଜ୍ୟ

ସମ୍ଭାବ୍ୟ ବର୍ଷାକୁ ଦେଖି ୧୩ରୁ ୧୫ ତାରିଖ ଯାଏଁ ସବୁ ଜିଲ୍ଲାକୁ ଆଲର୍ଟ କରିଛି ପାଣିପାଗ ବିଭାଗ ।

Flood
ଆସୁଛି ଆଉ ଏକ ଲଘୁଚାପ, ବଢ଼ିଲା ବନ୍ୟା ଆଶଙ୍କା ! ୧୫ ଯାଏଁ ରାଜ୍ୟବ୍ୟାପୀ ପ୍ରବଳ ବର୍ଷା 

ହୀରାକୁଦର ୨୦ଟି ଗେଟ୍‌ରେ ହେଉଛି ଜଳ ନିଷ୍କାସନ । ଅବିଶ୍ରାନ୍ତ ବର୍ଷାରେ ଭୂସ୍ଖଳନ, ଜଳବନ୍ଦୀ ଆଶଙ୍କା  ।

Jalaka River
ଫୁଲୁଛି ଜଳକା: ୭ ପଞ୍ଚାୟତ ପାଇଁ ବଢୁଛି ବିପଦ

ଲଗାତର ଦୁଇ ଦିନ ଧରି ବର୍ଷା ଲାଗି ରହିଥିବାରୁ ଆହୁରି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

  • Friday, 12 August 2022
Heavy Rainfall
ଆସୁଛି ଝଡ଼-ବର୍ଷା, ୬୫ କିମି ବେଗରେ ବହିବ ପବନ

ମହାନଦୀର ଉପର ଓ ତଳମୁଣ୍ଡରେ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟିର ଆଶଙ୍କା ରହିଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ପରେ ହୀରାକୁଦ ଜଳଭଣ୍ଡାରର ୧୦ଟି ଗେଟ୍ ଖୋଲିଛି।

Met Dept forecasts another Low Pressure Area
ପୁଣି ଆସୁଛି ଲଘୁଚାପ ! ଏହି ୨ ଦିନ ପ୍ରବଳ ବର୍ଷା ସମ୍ଭାବନା

ଲଘୁଚାପ ପ୍ରଭାବରେ ରାଜ୍ୟରେ ଏବେ ବର୍ଷା ଲାଗି ରହିଛି। ୧୩ରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ଓ କାଲି ପ୍ରବଳ ବର୍ଷା ହୋଇପାରେ

Weather
କନ୍ଦାଉଛି ଲଘୁଚାପ ବର୍ଷା, କେଉଁଠି ଭୂସ୍ଖଳନ ତ କେଉଁଠି ଭାସୁଛି ପୋଲ..

ଟିକିଏ ଛାଡୁଛି ତ ପୁଣି ଘଣ୍ଟାଏ କାଚୁଛି । ୪ଦିନ ହେଲା ଛାଡ଼ିବାର ନାଁ ନେଉନି ବର୍ଷା । ଦକ୍ଷିଣରୁ ପଶ୍ଚିମ ରାଜ୍ୟରେ କେଉଁଠି କେମିତି କୋପ ଦେଖାଇଛି ଅବିଶ୍ରାନ୍ତ ବର୍ଷା ।

Heavy Rain
ଆଉ ଏକ ଲଘୁଚାପ ! ୧୩ରୁ ଅତି ପ୍ରବଳ ବର୍ଷା

ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି ଆଦି ଜିଲ୍ଲା ପ୍ରବଳ ବର୍ଷିବ ।

Special story
ଉପବାସରେ ରହିବେ କି ବାବା ଲିଙ୍ଗରାଜ ? ବଡୁ ନିଯୋଗ ଓ ପୂଜାପଣ୍ଡା ନିଯୋଗ ମଧ୍ୟରେ ପୁଣି ବିବାଦ

ଗତକାଲି ସଂଧ୍ୟା ଧୂପଠାରୁ ସମସ୍ତ ନୀତିକାନ୍ତି ବନ୍ଦ, ଆଜି ପୂଜା ହେବା ନେଇ ଉପୁଜିଛି ଆଶଙ୍କା...

Special story
ଆଜି ବି ବର୍ଷିବ : ୧୨ରେ ବର୍ଷାର ପରିମାଣ ସାମାନ୍ୟ କମି ୧୩ରୁ ପୁଣି ବଢିବ

ଜାଣନ୍ତୁ କେଉଁ କେଉଁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Heavy Rain
ଲଗାଣ ବର୍ଷାରେ ବେହାଲ ଦକ୍ଷିଣ ଓଡ଼ିଶା ! ରାସ୍ତା ଘାଟ ବନ୍ଦ, ଉଛୁଳୁଛି ନଈ ନାଳ

ମାଲକାନଗିରି-ନବରଙ୍ଗପୁର-ଗଜପତିର ବହୁ ଗାଁ ଜଳବନ୍ଦୀ, ଯୋଗାଯୋଗ ଠପ୍ । ଅବପାତରେ ପରିଣତ ହେଲା ଲଘୁଚାପ ।

Heavy To Very Heavy Rainfall Likely In 4 Districts Of Odisha
ଘନୀଭୂତ ହେଉଛି ସୁଦୃଶଃ ଲଘୁଚାପ କ୍ଷେତ୍ର: ୪ ଜିଲ୍ଲାବାସୀ ସତର୍କ ରୁହନ୍ତୁ, ପ୍ରବଳରୁ ଅତି ପ୍ରବଳ ବର୍ଷିବ !

ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶଃ ଲଘୁଚାପ କ୍ଷେତ୍ର କ୍ରମଶଃ ଘନୀଭୂତ ହେବାରେ ଲାଗିଛି। ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

Heavy Rain
ନନ୍‌ଷ୍ଟପ ବର୍ଷାରେ ବେହାଲ ପଶ୍ଚିମରୁ ଦକ୍ଷିଣ ଓଡ଼ିଶା, ପାଣିପାଗ ବିଭାଗ କହିଲା ଆହୁରି ୫ ଦିନ ବର୍ଷିବ

ରାୟଗଡ଼ା ଓ କଳାହାଣ୍ଡିରେ ଧୋଇଗଲା ରାସ୍ତା, ଚାଷଜମିରେ ପାଣି । ନୃସିଂହନାଥରେ ଫସିଲେ କାଉଡ଼ିଆ । ବନ୍ୟା ଆଶଙ୍କାକୁ ଏଡ଼ାଇ ହେବନି କହିଲା ପାଣିପାଗ ବିଭାଗ ।

special report
ନନଷ୍ଟପ ବର୍ଷାରେ ବେହାଲ ପଶ୍ଚିମରୁ ଦକ୍ଷିଣ ଓଡ଼ିଶା

ରାୟଗଡ଼ା ଓ କଳାହାଣ୍ଡିରେ ଧୋଇଗଲା ରାସ୍ତା, ଚାଷଜମି ପାଣି ପାଣି...ନୃସିଂହନାଥରେ ଫ୍ଲାସ ଫ୍ଲଡ଼ରୁ ବର୍ତ୍ତିଲେ କାଉଡ଼ିଆ, ପାଣିପାଗ ବିଭାଗ କହିଲା ଆହୁରି ୫ ଦିନ ବର୍ଷିବ, ବନ୍ୟା ଆଶଙ୍କା ଏଡ଼ାଇ ହେବନି...

Low Pressure now lies as a Well Marked Low Pressure
୪୮ ଘଣ୍ଟାରେ ଡିପ୍ରେସନର ରୂପ ନେଇପାରେ ସୁଦୃଶ୍ୟ ଲଘୁଚାପ, ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବା ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ପର୍ଯ୍ୟନ୍ତ ୧୦ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Wooden Bridge
ବର୍ଷାରେ ବିଗିଡ଼ିଲାଣି ସ୍ଥିତି ! ଭାସିଗଲା କାଠପୋଲ ଯାତାୟତ ଠପ୍‌, ଦେଖନ୍ତୁ ଭିଡିଓ..

ବିରିନ୍ଦାପଡ଼ା ଓ ଗୁଞ୍ଜିବାଡ଼ିକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି ।

Weather Update
୨୦ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ! ଆହୁରି ୩ ଦିନ ପ୍ରବଳ ବର୍ଷିବ

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ପ୍ରଭାବରେ ଆସନ୍ତା ୧୦ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ।

Heavy Rainfall
ଲଗାଣ ବର୍ଷାରେ ଉବୁଟୁବୁ ସହର: ସ୍ମାର୍ଟ ସିଟିରେ ପୁଣି ବନ୍ୟା ସ୍ଥିତି

ଘୂର୍ଣ୍ଣିବଳୟ ପ୍ରଭାବରେ ଜାରି ରହିଛି ବର୍ଷା।

  • Saturday, 06 August 2022
Special story
ପ୍ରବଳ ବର୍ଷା ଯୋଗୁଁ ବୁଡ଼ିଗଲା ମୋ ବସ୍‌ : ଯାତ୍ରୀଙ୍କୁ ଉଦ୍ଧାର କଲେ ସ୍ଥାନୀୟ ଲୋକ

ଅଣ୍ଡରପାସରେ ୧୫ ଫୁଟ୍ ଉଚ୍ଚର ପାଣି ଲହଡ଼ି ଭାଙ୍ଗୁଛି ।

Heavy Rain In Odisha
ତୁହାକୁ ତୁହା ବର୍ଷାରେ ବେହାଲ ସାରା ରାଜ୍ୟ

ଭୁବନେଶ୍ୱର, କଟକ, ପୁରୀ ସମେତ ବିଭିନ୍ନ ସ୍ଥାନରେ ଢାଳୁଛି ବର୍ଷା...