• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weather Updates

Yellow Alert
ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, କିଛି ଘଣ୍ଟା ଘରୁ ନ ବାହାରିବାକୁ ପରାମର୍ଶ

ଭୁବନେଶ୍ୱର କଟକରେ ମଧ୍ୟ ହାଲୁକା ବର୍ଷା ସହିତ ମେଘୁଆ ପାଗ ରହିଛି । ଅନେକ ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ମାରୁଥିବାରୁ ଆସନ୍ତା କିଛି ଘଣ୍ଟା ଘରୁ ନ ବାହାରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

Heatwave
କଲବଲ କରିବ ତାତି..ଡହଡହ ଖରାରୁ ମିଳିବନି ତ୍ରାହି

ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକା ବର୍ଷା ଲାଗି ରହିଛି। ବଲାଙ୍ଗୀର, ନୂଆପଡା ଏବଂ ବରଗଡ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇଛି।

Rain Alert
ପୁଣି ଆସୁଛି ବଡ଼ ବର୍ଷା ! ୧୧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ...

ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକା ବର୍ଷା ଲାଗି ରହିଛି । ଆଜି ପାଇଁ ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାଣ୍ଣିଂ ଜାରି ହୋଇଛି । 

Weather Update
ଆସୁଛି ବର୍ଷା... ୧୧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ

ବଦଳିଛି ପାଗର ମିଜାଜ୍ । ତାତିରୁ ମିଳିଛି ସାମୟିକ ମୁକ୍ତି । ଏବେ ସ୍ୱାଭାବିକରୁ ତାପମାତ୍ରା ୫ରୁ ୭ ଡିଗ୍ରୀ କମ ରହିଛି ।

Weather
ଆଶ୍ୱସ୍ତି ଆଣିଲା ବର୍ଷା, ଆକାଶରୁ ଅଗ୍ନିବର୍ଷାରେ ଲାଗିଲା ବ୍ରେକ୍

ଆକାଶରୁ ଅଗ୍ନିବର୍ଷାରେ ଲାଗିଲା ବ୍ରେକ୍ । ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା । ଆଜି ବି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ । ଗତକାଲି ଅପେକ୍ଷା ଆଜି ବର୍ଷାର ପରିମାଣ ବଢିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ପାଇଁ ୧୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

Rain
ତାତିରୁ ମିଳିଲା ତ୍ରାହି, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଆଣିଲା ଆଶ୍ୱସ୍ତି

ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ଆସନ୍ତା ୨ ଦିନ ରାଜ୍ୟର କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

Weather
ଖସିବ ତାପମାତ୍ରା, ତାତିରୁ ମିଳିବ ଆଶ୍ୱସ୍ତି; ଝଡବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି

ଅସହ୍ୟ ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି । ଆଜିଠୁ ତିନି ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ଖସିବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

heat wave
ଆଜି ବି ରାଜ୍ୟବ୍ୟାପି ଅଗ୍ନିବର୍ଷା ସ୍ଥିତି

ତତଲା କଡ଼େଇରେ ସିଝୁଛି ସାରା ଓଡ଼ିଶା। ଗୁଳୁଗୁଳିରେ ଦହଗଞ୍ଜ କରୁଛି, ଟାଣ ଖରାରେ ମୁଣ୍ଡ ଘୁରାଇ ଦେଉଛି। ଖାଲି ସେତିକି ନୁହେଁ, ଗତକାଲି ଗୋଟିଏ ଦିନରେ ୮ଜଣ ଅଂଶୁଘାତର ଶିକାର ହୋଇଛନ୍ତି ।

heat wave
ରାଜ୍ୟବ୍ୟାପି ଅଗ୍ନିବର୍ଷା; ୪ ସହରରେ ୪୩ ଛୁଇଁଲା ପାରଦ, ବଢିଲା ଅଂଶୁଘାତ ଡର...

ଆଜି ବି ରାଜ୍ୟବ୍ୟାପି ଅଗ୍ନିବର୍ଷା ସ୍ଥିତି । ୪ ସହରରେ ୪୩ ଛୁଇଁଲା ପାରଦ । ୪୩.୫ ଡିଗ୍ରୀ ତାପମାତ୍ରା ସହ ଅନୁଗୁଳ ସବୁଠୁ ଉତ୍ତପ୍ତ ସହର ।ଆଜି ୪୦ ଡିଗ୍ରୀ ଉପରେ ରାଜ୍ୟର ୨୨ ସହର ।

Thunderstorm
ତାତିରୁ ମିଳିବ ଆଶ୍ୱସ୍ତି; କାଲି ଏବଂ ପରଦିନ ଘଡ଼ଘଡ଼ି ସାଙ୍ଗକୁ କୁଆପଥର ବର୍ଷା !

କାଲି ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ଘଡ଼ଘଡ଼ି ଜନିତ ବର୍ଷା ସାଙ୍ଗକୁ କୁଆପଥର ବର୍ଷା ନେଇ ଆଲର୍ଟ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Heat wave
ଖରାତାତିର ତାଉରେ ଅସ୍ତବ୍ୟସ୍ତ ଜନଜୀବନ, ନିଆଁ ମାଡ଼ରେ ଅସୁସ୍ଥ ହେଲେଣି ୮

ରାଜ୍ୟରେ ତାତି ବଢିବା ସହ ବଢୁଛି ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅଂଶୁଘାତରେ ଅସୁସ୍ଥ ହେଲେଣି ୮ ଜଣ । ଅସୁସ୍ଥଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅସୁସ୍ଥଙ୍କ ମଧ୍ୟରେ ଅଛନ୍ତି ଅନୁଗୁଳରୁ ୫ ଜଣ ।

Heat Wave
କଲବଲ କରୁଛି ଖରା, ଆଜି ୧୪ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ରାଜ୍ୟରେ ବଢିଛି ଅଂଶୁଘାତ ଆଶଙ୍କା । ତେବେ ସରକାର ଏଥିପାଇଁ ପ୍ରସ୍ତୁତ ଥିବା କହିଛନ୍ତି ।

Heat wave
ଡହ ଡହ ଖରା..କାନମୁଣ୍ଡ ଝାଇଁ ମାରିଯାଉଛି

ଏପ୍ରିଲ ଆରମ୍ଭରେ ତାପମାତ୍ରା ୪୩ ଡେଇଁଛି। ଆଜି ରାଜଧାନୀରେ ପାରଦ ୪୩.୫ ଡିଗ୍ରୀ ରହିଥିଲା। ସେହିପରି ୯ଟି ସ୍ଥାନରେ ୪୨ ଉପରେ ତାପମାତ୍ରା ରେକର୍ଡ ହୋଇଛି। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ସହ ବଢିଛି ଅଂଶୁଘାତ ଆଶଙ୍କା। ସେପଟେ ଆସନ୍ତାକାଲି ଯାଏଁ ୧୪ଟି ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Heat wave
ରେକର୍ଡ କଲା ରାଜଧାନୀ ତାତି; ଏସିଆର ୬ଷ୍ଠ ଉତ୍ତପ୍ତ ସହର ପାଲଟିଲା ଭୁବନେଶ୍ୱର

ଭୁବନେଶ୍ୱରରେ ଡହ ଡହ ଖରା। କାନମୁଣ୍ଡ ଝାଇଁ ମାରିଯାଉଛି। ଅସହ୍ୟ ତାତି, ଅସମ୍ଭାଳ ଗରମ। ରାଜଧାନୀ ଭୁବନେଶ୍ୱରରେ ସକାଳୁ ସକାଳୁ ମିଳିସାରିଥିଲା ପ୍ରଚଣ୍ଡ ତାତିର ଆଭାସ।

SRC Advisory
ତାତିକୁ ଦେଖି SRC ଙ୍କ କଡ଼ା ନିର୍ଦ୍ଦେଶ, ପର୍ଯ୍ୟାପ୍ତ ଜଳଛତ୍ର ଖୋଲ..

ଆଗକୁ ଗ୍ରୀଷ୍ମ ପ୍ରବାହ ଆହୁରି ତୀବ୍ର ହୋଇପାରେ। ତେଣୁ ଖରା ବଢୁଥିବାରୁ ପର୍ଯ୍ୟାପ୍ତ ଜଳଛତ୍ର ଖୋଲିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର।

Heat Wave
ରାଜଧାନୀରେ ନିଆଁ ବର୍ଷା ! ଘରୁ ବାହାରିଲେ ଦେହ ଜଳିଯାଉଛି

ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଗୁଳୁଗୁଳିର ପ୍ରଭାବ ଅଧିକ ରହିବ। ଗତକାଲି ଦିନର ତାପମାତ୍ରା ୪୨ ଡିଗ୍ରୀକୁ ଛୁଇଁବା ସହ ପ୍ରବଳ ଖରାରେ ସିଝିଥିଲା ସାରା ଓଡ଼ିଶା।

Heatwave
ଅସହ୍ୟ ଗରମ ଓ ଗୁଳୁଗୁଳିରେ ଆଉଟୁପାଉଟୁ ଲୋକେ; ଆହୁରି ବଢିବ ତାତି!

ଦିନ ତାପମାତ୍ରା ସାଧାରଣ ତାପମାତ୍ରାରୁ ଅଧିକ ୩ରୁ ୫ ଡିଗ୍ରୀ ରହିବ। ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଗୁଳୁଗୁଳିର ପ୍ରଭାବ ଅଧିକ ରହିବ। ଗତକାଲି ଦିନର ତାପମାତ୍ରା ୪୨ ଡିଗ୍ରୀକୁ ଛୁଇଁବା ସହ ପ୍ରବଳ ଖରାରେ ସିଝିଥିଲା ସାରା ଓଡ଼ିଶା।

Heat Wave
ଆହୁରି ତାତିବ ! ୧୧ ଜିଲ୍ଲାରେ ହେବ ଭୀଷଣ ଗ୍ରୀଷ୍ମ ପ୍ରବାହ

ସମ୍ଭାବ୍ୟ ସ୍ଥିତିକୁ ଦେଖି ଆଜିଠୁ ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ହିଟୱେଭ୍ ସହ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

hwatwave
ଆହୁରି ବଢିବ ତାତି !

ଗତକାଲି ୪୨ ଡିଗ୍ରୀ ପାଖରେ ପହଞ୍ଚିଥିଲା ତାତି । ୭ ସହରର ତାପମାତ୍ରା ୪୧ ଡିଗ୍ରୀ ଉପରେ ରହିଥିଲା । ଏଥର ଏପ୍ରିଲ ଅଧିକ ତତଲା ହେବ ବୋଲି ପୂର୍ବରୁ ଚେତାବନୀ ଦେଇସାରିଛି ପାଣିପାଗ ବିଭାଗ ।

Heat Wave
ଫୁଟୁଛି ଓଡ଼ିଶା, ୪୨ ଡିଗ୍ରୀ ପାଖରେ ତାତି

ଆଜି ରାଜ୍ୟର ୭ ସହରର ତାପମାତ୍ରା ୪୧ ଉପରେ । ୪୧.୭ ଡିଗ୍ରୀ ସହ ମାଲକାନଗିରି ସର୍ବାଧିକ ଉତ୍ତପ୍ତ ।

Heatwave
ଅସମ୍ଭାଳ ହେବ ଗ୍ରୀଷ୍ମ ପ୍ରବାହ, ରେକର୍ଡ ପରେ ରେକର୍ଡ ଭାଙ୍ଗିପାରେ ପାରଦ

ଆଗାମୀ ୨ ଦିନ ଭିତରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବା ସମ୍ଭାବନା ରହିଛି।  ଏପ୍ରିଲ ୪ରୁ ୬ ତାରିଖ ଯାଏଁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ।

Heat Wave
ଫୁଟୁଛି ଅଧା ଓଡ଼ିଶା ! ପ୍ରବଳ ତାତିରେ ଫୁଟୁଛି ରାଜ୍ୟର ଅଧିକାଂଶ ଅଞ୍ଚଳ

ଆଜି ରାଜ୍ୟର ୮ଟି ସହର ୪୦ ଡିଗ୍ରୀ ଛୁଇଁଲା । ୪୦.୪ ଡିଗ୍ରୀ ସହ ବାରିପଦା ଓ ଝାରସୁଗୁଡ଼ା ସର୍ବାଧିକ ଉତ୍ତପ୍ତ ।

Weather Update
ଜଳୁଛି ପୂରା ରାଜ୍ୟ !

ମାର୍ଚ୍ଚ ଶେଷ ହେଉ ହେଉ ଖରାରେ ଜଳିଲାଣି ପୂରା ରାଜ୍ୟ । ପ୍ରାୟ ସବୁ ସ୍ଥାନର ତାପମାତ୍ରା ବଢ଼ି ୩୫ ଡିଗ୍ରୀ ସେଲସିୟସରୁ ଅଧିକ ରହିଛି ।

Weather Update
ତତଲା କଢ଼େଇରେ ଭାଜି ହେଉଛି ପୂରା ଓଡ଼ିଶା, ମାଲକାନଗିରି ସବୁଠୁ ଉତ୍ତପ୍ତ

ମାର୍ଚ୍ଚ ଶେଷ ହେଉ ହେଉ ଖରାରେ ଜଳିଲାଣି ପୂରା ରାଜ୍ୟ । ପ୍ରାୟ ସବୁ ସ୍ଥାନର ତାପମାତ୍ରା ବଢ଼ି ୩୫ ଡିଗ୍ରୀ ସେଲସିୟସରୁ ଅଧିକ ରହିଛି ।

Weather Update
ତାତିରୁ ନାହିଁ ତ୍ରାହି, ଆଭ୍ୟନ୍ତରୀଣ-ଉପକୂଳ ଓଡ଼ିଶାରେ ତାତି ସହ ଗୁଳୁଗୁଳି

ରାଜ୍ୟରେ ବିଭିନ୍ନ ସ୍ଥାନରେ ବଢିଛି ତାପମାତ୍ରା । ଆଗାମୀ ୩ରୁ ୪ ଦିନ ଯାଏଁ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ୩୮ରୁ ୪୦ ଡିଗ୍ରୀ ଏବଂ ଉପକୂଳବର୍ତ୍ତୀ ଜିଲ୍ଲା ମାନଙ୍କରେ ୩୬ ରୁ ୩୮ ଡିଗ୍ରୀ ତାପମାତ୍ରା ରହିବା ସମ୍ଭାବନା ।