• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weather Updates

Weather Update
କାଳବୈଶାଖୀ ବର୍ଷାରେ ବେହାଲ ମାଲକାନଗିରି

ମାଲକାନଗିରି ଜିଲ୍ଲାର ଏକାଧିକ ଅଞ୍ଚଳରେ କାଳବୈଶାଖୀ ବର୍ଷାର ତାଣ୍ଡବ ଦେଖିବାକୁ ମିଳିଛି । ଘର ଛାତ ଉଡ଼ି ଯାଇଛି, କାନ୍ଥ ଭୁସୁଡ଼ିଛି ।

Weather Update
ରାଜ୍ୟରେ କୋହଲା ପାଗ, ତାତିରୁ ସାମାନ୍ୟ ଆଶ୍ୱସ୍ତି

ଉତ୍ତରପୂର୍ବ ମଧ୍ୟପ୍ରଦେଶ ଓ ସମୀବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ । ଏନେଇ କେନ୍ଦ୍ରୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ ଧରଣର ଝଡ଼ବର୍ଷା ସମ୍ଭାବନା ରହିଛି ।

Weather Update
ସୀମାବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ, ଓଡ଼ିଶାରେ ୧୨ ଜିଲ୍ଲାକୁ ଝଡ଼ବର୍ଷା ୱାର୍ଣ୍ଣିଂ

ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ବର୍ଷା ସମ୍ଭାବନା । ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା ଥିବାରୁ ଚାଷୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

Odisha Latest Weather Update |
ତାତିରେ ଆଉଟୁପାଉଟୁ ସାରା ରାଜ୍ୟ; ୪୦ ଡିଗ୍ରୀ ପାର୍‌ କଲା ୧୯ ସହରର ତାପମାତ୍ରା

ତାତିରେ ଆଉଟୁପାଉଟୁ ସାରା ରାଜ୍ୟ । ଗତକାଲି ୧୯ଟି ସହରରେ ପାରଦ ୪୦ ଡିଗ୍ରୀ ଉପରେ ରହିଥିଲା । ସେହିପରି ୬ଟି ସ୍ଥାନରେ ଦିନ ତାପମାତ୍ରା ୪୩ ଡିଗ୍ରୀ କିମ୍ବା ତାଠାରୁ ଅଧିକ ରେକର୍ଡ କରାଯାଇଛି ।

Hot Wave
ତାପମାତ୍ରାରେ ରେକର୍ଡ କଲା ସୋନପୁର, ସବୁଠୁ ଉତ୍ତପ୍ତ ସହର

ଏବର୍ଷ ରାଜ୍ୟରେ ସର୍ବାଧିକ ତାପମାତ୍ରାରେ ସୋନପୁରର ରେକର୍ଡ । 

Weather Update
ପାଣିପାଗ ବିଭାଗର ସତର୍କ ସୂଚନା; ଆଜିଠୁ ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା

ଆଜିଠୁ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଭିନ୍ନ ଭିନ୍ନ ସ୍ଥାନରେ ତାଣ୍ଡବ ରଚିପାରେ କାଳବୈଶାଖୀ ।

thunder
୪ ଦିନ ଯାଏଁ ବର୍ଷିବ, ୧୨ ଜିଲ୍ଲାକୁ ସତର୍କ ସୂଚନା

ଅନ୍ୟପଟେ ଏବେ ବି ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଉପାନ୍ତରୁ ଉପକୂଳ, ଆଭ୍ୟନ୍ତରୀଣରୁ ଓ ପଶ୍ଚିମ ସବୁଠି ଅଗ୍ନିବର୍ଷା । ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପାରଦ ୪୦ରୁ ଖସୁନଥିବା ବେଳେ, ପ୍ରଥମ ଥର ପାଇଁ ଟ୍ୱିନ୍ ସିଟରେ ତାପମାତ୍ରା ୪୦ ପାର କରିଛି ।

Tempreture
ରାଜ୍ୟରେ ଜାରି ରହିଛି ଅଗ୍ନିବର୍ଷା; ୨୧ଟି ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ପାର୍‌

ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଉପାନ୍ତରୁ ଉପକୂଳ, ଆଭ୍ୟନ୍ତରୀଣରୁ ଓ ପଶ୍ଚିମ ସବୁଠି ଅଗ୍ନିବର୍ଷା । ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପାରଦ ୪୦ରୁ ଖସୁନଥିବା ବେଳେ, ପ୍ରଥମ ଥର ପାଇଁ ଟ୍ୱିନ୍ ସିଟରେ ତାପମାତ୍ରା ୪୦ ପାର କରିଛି ।

Thunderstorm, lightning warning for Odisha
୫ ଜିଲ୍ଲାରେ ଝଡ଼ବର୍ଷା, ବଜ୍ରପାତ ଆଶଙ୍କା

ଝଡ଼ବର୍ଷା ଓ ବଜ୍ରପାତ ଆଶଙ୍କା ନେଇ ଆଜି ୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ କିଛିଦିନ ପୂର୍ବେ ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିଲା।

weather-report-of-today
୪୦ ଡିଗ୍ରୀ ଉପରେ ରାଜ୍ୟର ୧୨ ସହରର ତାପମାତ୍ରା

ରାଜ୍ୟର ଉତ୍ତପ୍ତ ସହର ଭାବେ ସୋନପୁର ରେକର୍ଡ କରିଛି

assam
ପ୍ରକୃତିର କୋପ : ବର୍ଷା,ବିଜୁଳି ଓ ଘଡ଼ଘଡ଼ି ଯୋଗୁଁ ୧୪ ମୃତ

ଆସାମରେ ପ୍ରକୃତିର ତାଣ୍ଡବ । ବିଗିଡ଼ି ଯାଇଛି ପାଗ । ଏ‍ବେ ସୁଦ୍ଧା ବର୍ଷା, ପବନ, ଘଡ଼ଘଡ଼ି ଯୋଗୁଁ ୧୪ ଜଣ ପ୍ରାଣ ହରାଇଛନ୍ତି ।

Hot wave
ଆହୁରି ତାତିବ ! ୧୫ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ

ଝାରସୁଗୁଡ଼ାରେ ୪୨.୬ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ବୌଦ୍ଧ ଓ ସୁନ୍ଦରଗଡ଼ରେ ୪୨.୫ ଡିଗ୍ରୀ ।

Weather Forecast- Rain Alert For Several Parts Of Odisha
ତାତିରୁ ମିଳିବ କି ଆଶ୍ୱସ୍ତି ? ଆଗାମୀ ୩ ଦିନ ଭିତରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଆଗାମୀ ୩ ଦିନ ଭିତରେ ଦକ୍ଷିଣ ସହ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ଅନୁମାନ କରାଯାଉଛି ।

Temperature
ରାଜ୍ୟରେ ଅସହ୍ୟ ହେଲାଣି ତାତି

ଆକାଶରୁ ଖସୁଛି ନିଆଁ ଝୁଲ। ତତଲା ତାଓ୍ୱାରେ ଜୀବନ କଲବଲ। ପ୍ରଚଣ୍ଡ ରୌଦ୍ରତାପରେ ସିଝୁଛି ପଶ୍ଚିମ ଓଡ଼ିଶା। ୪୪ଡିଗ୍ରୀ ତାମମାତ୍ରା ସହ ବୁଧବାର ଝାରସୁଗୁଡ଼ା ଦେଶର ସବୁଠୁ ଉତ୍ତପ୍ତ ସ୍ଥାନ ହୋଇଥିଲା ହେଲେ ଗଲା କାଲି ରେକର୍ଡ ୪୪.୨ ଡିଗ୍ରୀ ସହ ସୋନପୁର ପାଲିଟିଗଲା ସବୁଠୁ ଉତ୍ତପ୍ତ।

Weather Forecast
ପାଣିପାଗ ବିଭାଗର ନାସ୍ତିବାଣୀ: ଏବେ ତାତିରେ ହଠାତ୍ ଲାଗିବନି ବ୍ରେକ୍ !

ଗୋଟିଏ ପଟେ ଅସହ୍ୟ ଗରମ ତ ଅନ୍ୟପଟେ ଅଘୋଷିତ ବିଦ୍ୟୁତ୍ କାଟ୍

Yellow Warning Alert
ବଜ୍ରାଘାତ, ଝଡ଼ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଚଳିତ ସିଜିନରେ ତାତିର ସବୁ ରେକର୍ଡ ପାର୍ କରିଛି ପଶ୍ଚିମ ଓଡ଼ିଶାର ପ୍ରମୁଖ ସହର।

Weather Report | Temperature Shoots Up, Sonepur Hottest In Odisha
ଖରାରେ ସିଝୁଛି ସାରା ଓଡ଼ିଶା; ଦେଶର ଉତ୍ତପ୍ତ ସହର ପାଲଟିଛି ସୋନପୁର

ଗତ କିଛି ଦିନ ଧରି ରାଜ୍ୟରେ ବଢ଼ିଥିବା ଗରମ ସମସ୍ତଙ୍କୁ ଆଉଟୁପାଉଟୁ କରୁଛି । ସ୍ଥିତି ଏପରି ହୋଇଛି କି ସୋନପୁର ଦେଶର ସବୁଠୁ ଉତ୍ତପ୍ତ ସହର ପାଲଟିଛି ।

Weather Alert In Odisha
କାଳବୈଶାଖୀ ସମ୍ଭାବନା: ଆଜି ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ ଜଳୁଛି ପଶ୍ଚିମ ଓଡ଼ିଶା। ତତଲା ତାଓ୍ୱା ପାଲଟିଛି ଝାରସୁଗୁଡ଼ା। ଆଜି ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ। ଆଜି ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି।

thunder-flash
ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା : ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା,କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ

Odisha Latest Weather Update |
ଜାରି ରହିଛି ଗ୍ରୀଷ୍ମ ପ୍ରଭାବ; ୪୦ ଡିଗ୍ରୀ ପାର୍‌ କଲା ୧୧ଟି ସହରର ତାପମାତ୍ରା

ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ଲହରୀ । ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଲଗାତାର ଭାବେ ବଢୁଛି ତାପମାତ୍ରା ।

Heat Wave
ଗ୍ରୀଷ୍ମ ତାତିରୁ ରକ୍ଷା ପାଇବା ପାଇଁ ଚେଷ୍ଟାରେ ଲୋକେ...

ଅସହ୍ୟ ଗ୍ରୀଷ୍ମ ପ୍ରଭାବରେ ସିଝୁଛନ୍ତି ଲୋକେ । ଗରମରୁ ମୁକ୍ତି ପାଇବା ପାଇଁ ଲୋକେ ବିଭିନ୍ନ ଉପାୟ ଆପଣାଉଛନ୍ତି । ଯାହା ଫଳରେ ଲୋକେ ଅସହ୍ୟ ତାତିରୁ କିଛିମାତ୍ରାରେ ତ୍ରାହି ପାଉଛନ୍ତି...ଦେଖନ୍ତୁ ଲୋକେ କିପରି ଭାବେ ନିଜକୁ ଖରା ଦାଉରୁ ରକ୍ଷା କରୁଛନ୍ତି...

Mansoon
ଆସୁଛି ମୌସୁମୀ ! ଏଥର ସ୍ୱାଭାବିକ୍ ବର୍ଷା, ଚାଷୀଙ୍କୁ ହେବ ଫାଇଦା

ସ୍କାଏମେଟ୍‌ ପକ୍ଷରୁ ଆକଳନ କରାଯାଇଛି ଯେ, ଏଥର ଭାରତରେ ୬୫ ପ୍ରତିଶତ ବର୍ଷା ହେବ । ନୂଆ ଦିଲ୍ଲୀରେ ସାଧାରଣ ଭାବେ ବର୍ଷା ହେବ । 

Weather Update । 3 Places In Odisha Record Temperature Over 40 Degree Celsius
ଅସହ୍ୟ ହେଉଛି ରୌଦ୍ର ତାପ; ୧୨ ଜିଲ୍ଲାରେ ୪୦ ପାର୍‌ ତାପମାତ୍ରା

ଦିନ ୧୦ ଟା ହେଲେ ଆକାଶରୁ ଯେପରି ନିଆଁ ଝରୁଛି । ଲୋକେ ଅତି ଜରୁରୀ କାମ ନହେଲେ ଘରୁ ବାହାରୁ ନଥିବା ଦେଖିବାକୁ ମିଳିଛି। ଅଂଶୁଘାତରୁ ରକ୍ଷା ପାଇବା ପାଇଁ ମୁଣ୍ଡରେ ଓଦା ଲୁଗା କିମ୍ବା ଛତା ବ୍ୟବହାର କରୁଛନ୍ତି ଲୋକେ ।

Yellow Warning For Several Districts
ରାଜ୍ୟର ୧୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣି; ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଦକ୍ଷିଣ ପୂର୍ବ ମଧ୍ୟପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।ଏହାର ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି ।