ବର୍ଷାଦିନ ପୂର୍ବରୁ ଏହି ରାସ୍ତା ଶୋଚନୀୟ ଅବସ୍ଥାରେ ରହିଥିଲେ ମଧ୍ୟ ଜାତୀୟ ରାଜପଥ ଓ ପୂର୍ତ୍ତ ବିଭାଗ କୌଣସି ପଦକ୍ଷେପ ନେଇନଥିଲା। ଫଳରେ ଏଭଳି ସ୍ଥିତି ଉପୁଜିଥିବା ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି।
ସମ୍ବଲପୁର ମାଲତୀଜୋର ବ୍ରିଜ୍ ଉପରେ ପାଣି ଚାଲୁଛି । ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ୟାଜଳ ଗାଁ ଓ ସହରମୁହାଁ ।
ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୦ଟି ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ । ରେଡ୍ ଓ୍ୱାର୍ଣ୍ଣିଂ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ବର୍ଷା ହୋଇପାରେ । ପ୍ରବଳରୁ ପ୍ରବଳ ବର୍ଷା ପାଇଁ ୧୧ଟି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ।
ଉପରମୁଣ୍ଡରେ ପ୍ରବଳ ବର୍ଷାରୁ ମହାନଦୀରେ ଆସୁଛି ବନ୍ୟା । ହୀରାଦୁଦରୁ ୩୪ ଗେଟ୍ରେ ହେଉଛି ବନ୍ୟାଜଳ ନିଷ୍କାସନ । ଆଜି ମୁଣ୍ଡଳୀ ଅତିକ୍ରମ କରିବ ମହାନଦୀର ବନ୍ୟାଜଳ ।
ଗୋଟିଏ ପଟେ ମହାନଦୀ ଫୁଲୁଛି, ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମେ ଘନୀଭୂତ ହୋଇ କାଲି ସୁଦ୍ଧା ଅବପାତର ରୂପ ନେବାକୁ ଯାଉଛି। ଫଳରେ କାଲି ଯାଏ ୭ ଜିଲ୍ଲା ଓ ତା’ ପରଦିନ ସକାଳ ଯାଏଁ ୧୦ ଜିଲ୍ଲାକୁ ଦିଆଯାଇଛି ରେଡ୍ ଓ୍ୱାର୍ଣ୍ଣିଂ। ଏହାର ପ୍ରଭାବରେ ପ୍ରବଳ ବର୍ଷା ହୋଇ ଫ୍ଳାସ୍ ଫ୍ଳଡ୍, ଭୂ-ସ୍ଖଖଳନ ସ୍ଥିତି ଉପୁଜିବାର ଆଶଙ୍କା ରହିଛି।
କୂଳ ଲଂଘୁଛି ମହାନଦୀ। ଜଳସ୍ତର ବଢିବାରେ ଲାଗିଥିବାରୁ ବନ୍ୟା ଆଶଙ୍କା ଦେଖାଦେଇଛି। ଭୟରେ ରହିଛନ୍ତି ନଈକୂଳିଆ ଲୋକେ। ତଳମୁଣ୍ଡରେ ହୀରାକୁଦ, ସୁବର୍ଣ୍ଣପୁର, ବୌଦ୍ଧ ଓ କଟକର ମୁଣ୍ଡଳୀରେ ମହାନଦୀର ଜଳସ୍ତର ବଢିବାରେ ଲାଗିଛି।
ଏପରିକି ଏସବୁ ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ; ଅକସ୍ମାତ ବନ୍ୟା ଆଶଙ୍କା ଉପୁଜିପାରେ।
ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ଓ ଜଳକା ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଭଦ୍ରକ ଜିଲ୍ଲାର ଆଖୁଆପଦାଟାରେ ବୈତରଣୀ ନଦୀ ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି।
ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ଓ ଜଳକା ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ସେପଟେ ଛତିଶଗଡ଼ରେ ପ୍ରବଳ ବର୍ଷା ପରେ ଏବେ ମହାନଦୀରେ ବନ୍ୟା ଆଶଙ୍କା ଦେଖା ଦେଇଛି।
ପ୍ରବଳ ବର୍ଷା ପରେ ଧରମପୁରୀ ତହସିଲ ଅଞ୍ଚଳ କୋଠିଦାରେ କାରମ ନଦୀ ଉପରେ ଥିବା ଡ୍ୟାମ୍ରୁ ଘଳିଆ ପଡ଼ିଥିଲା ।
ରାଜ୍ୟରେ ବନ୍ୟା ନିୟନ୍ତ୍ରଣ ପାଇଁ ଓଡ଼ିଶାକୁ ସହଯୋଗ କରୁନି ଛତିଶଗଡ଼ । ଏଭଳି ଗୁରୁତର ଅଭିଯୋଗ ଆଣିଛନ୍ତି ହୀରାକୁଦ ଡ୍ୟାମ୍ ମୁଖ୍ୟ ଯନ୍ତ୍ରୀ ଆନନ୍ଦ ସାହୁ ।
ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଚଳିତ ବର୍ଷ ବହୁତ ଚେଷ୍ଟା କରିବା ସତ୍ତ୍ୱେ ସମନ୍ୱୟ ବୈଠକକୁ ଏଡ଼ାଇ ଯାଇଛି ଛତିଶଗଡ଼ । ଗତ ଜୁଲାଇ ୧୩ରେ ବୈଠକ କରିବାକୁ କହି ପୁଣି ଓହରି ଯାଇଛି ।
ପାହାଡ଼ିଆ ଅଞ୍ଚଳରେ ଭୁସ୍ଖଳନ ହୋଇପାରେ
ସମ୍ଭାବ୍ୟ ବର୍ଷାକୁ ଦେଖି ୧୩ରୁ ୧୫ ତାରିଖ ଯାଏଁ ସବୁ ଜିଲ୍ଲାକୁ ଆଲର୍ଟ କରିଛି ପାଣିପାଗ ବିଭାଗ ।
ହୀରାକୁଦର ୨୦ଟି ଗେଟ୍ରେ ହେଉଛି ଜଳ ନିଷ୍କାସନ । ଅବିଶ୍ରାନ୍ତ ବର୍ଷାରେ ଭୂସ୍ଖଳନ, ଜଳବନ୍ଦୀ ଆଶଙ୍କା ।
ଲଗାତର ଦୁଇ ଦିନ ଧରି ବର୍ଷା ଲାଗି ରହିଥିବାରୁ ଆହୁରି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ମହାନଦୀର ଉପର ଓ ତଳମୁଣ୍ଡରେ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟିର ଆଶଙ୍କା ରହିଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ପରେ ହୀରାକୁଦ ଜଳଭଣ୍ଡାରର ୧୦ଟି ଗେଟ୍ ଖୋଲିଛି।
ଲଘୁଚାପ ପ୍ରଭାବରେ ରାଜ୍ୟରେ ଏବେ ବର୍ଷା ଲାଗି ରହିଛି। ୧୩ରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ଓ କାଲି ପ୍ରବଳ ବର୍ଷା ହୋଇପାରେ
ଟିକିଏ ଛାଡୁଛି ତ ପୁଣି ଘଣ୍ଟାଏ କାଚୁଛି । ୪ଦିନ ହେଲା ଛାଡ଼ିବାର ନାଁ ନେଉନି ବର୍ଷା । ଦକ୍ଷିଣରୁ ପଶ୍ଚିମ ରାଜ୍ୟରେ କେଉଁଠି କେମିତି କୋପ ଦେଖାଇଛି ଅବିଶ୍ରାନ୍ତ ବର୍ଷା ।
ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି ଆଦି ଜିଲ୍ଲା ପ୍ରବଳ ବର୍ଷିବ ।
ଗତକାଲି ସଂଧ୍ୟା ଧୂପଠାରୁ ସମସ୍ତ ନୀତିକାନ୍ତି ବନ୍ଦ, ଆଜି ପୂଜା ହେବା ନେଇ ଉପୁଜିଛି ଆଶଙ୍କା...
ଜାଣନ୍ତୁ କେଉଁ କେଉଁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ମାଲକାନଗିରି-ନବରଙ୍ଗପୁର-ଗଜପତିର ବହୁ ଗାଁ ଜଳବନ୍ଦୀ, ଯୋଗାଯୋଗ ଠପ୍ । ଅବପାତରେ ପରିଣତ ହେଲା ଲଘୁଚାପ ।
ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶଃ ଲଘୁଚାପ କ୍ଷେତ୍ର କ୍ରମଶଃ ଘନୀଭୂତ ହେବାରେ ଲାଗିଛି। ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।