ହୀରାକୁଦର ୨୦ଟି ଗେଟ୍ରେ ହେଉଛି ଜଳ ନିଷ୍କାସନ । ଅବିଶ୍ରାନ୍ତ ବର୍ଷାରେ ଭୂସ୍ଖଳନ, ଜଳବନ୍ଦୀ ଆଶଙ୍କା ।
ଲଗାତର ଦୁଇ ଦିନ ଧରି ବର୍ଷା ଲାଗି ରହିଥିବାରୁ ଆହୁରି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ମହାନଦୀର ଉପର ଓ ତଳମୁଣ୍ଡରେ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟିର ଆଶଙ୍କା ରହିଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ପରେ ହୀରାକୁଦ ଜଳଭଣ୍ଡାରର ୧୦ଟି ଗେଟ୍ ଖୋଲିଛି।
ଲଘୁଚାପ ପ୍ରଭାବରେ ରାଜ୍ୟରେ ଏବେ ବର୍ଷା ଲାଗି ରହିଛି। ୧୩ରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ଓ କାଲି ପ୍ରବଳ ବର୍ଷା ହୋଇପାରେ
ଟିକିଏ ଛାଡୁଛି ତ ପୁଣି ଘଣ୍ଟାଏ କାଚୁଛି । ୪ଦିନ ହେଲା ଛାଡ଼ିବାର ନାଁ ନେଉନି ବର୍ଷା । ଦକ୍ଷିଣରୁ ପଶ୍ଚିମ ରାଜ୍ୟରେ କେଉଁଠି କେମିତି କୋପ ଦେଖାଇଛି ଅବିଶ୍ରାନ୍ତ ବର୍ଷା ।
ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି ଆଦି ଜିଲ୍ଲା ପ୍ରବଳ ବର୍ଷିବ ।
ଗତକାଲି ସଂଧ୍ୟା ଧୂପଠାରୁ ସମସ୍ତ ନୀତିକାନ୍ତି ବନ୍ଦ, ଆଜି ପୂଜା ହେବା ନେଇ ଉପୁଜିଛି ଆଶଙ୍କା...
ଜାଣନ୍ତୁ କେଉଁ କେଉଁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ମାଲକାନଗିରି-ନବରଙ୍ଗପୁର-ଗଜପତିର ବହୁ ଗାଁ ଜଳବନ୍ଦୀ, ଯୋଗାଯୋଗ ଠପ୍ । ଅବପାତରେ ପରିଣତ ହେଲା ଲଘୁଚାପ ।
ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶଃ ଲଘୁଚାପ କ୍ଷେତ୍ର କ୍ରମଶଃ ଘନୀଭୂତ ହେବାରେ ଲାଗିଛି। ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ରାୟଗଡ଼ା ଓ କଳାହାଣ୍ଡିରେ ଧୋଇଗଲା ରାସ୍ତା, ଚାଷଜମିରେ ପାଣି । ନୃସିଂହନାଥରେ ଫସିଲେ କାଉଡ଼ିଆ । ବନ୍ୟା ଆଶଙ୍କାକୁ ଏଡ଼ାଇ ହେବନି କହିଲା ପାଣିପାଗ ବିଭାଗ ।
ରାୟଗଡ଼ା ଓ କଳାହାଣ୍ଡିରେ ଧୋଇଗଲା ରାସ୍ତା, ଚାଷଜମି ପାଣି ପାଣି...ନୃସିଂହନାଥରେ ଫ୍ଲାସ ଫ୍ଲଡ଼ରୁ ବର୍ତ୍ତିଲେ କାଉଡ଼ିଆ, ପାଣିପାଗ ବିଭାଗ କହିଲା ଆହୁରି ୫ ଦିନ ବର୍ଷିବ, ବନ୍ୟା ଆଶଙ୍କା ଏଡ଼ାଇ ହେବନି...
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବା ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ପର୍ଯ୍ୟନ୍ତ ୧୦ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ବିରିନ୍ଦାପଡ଼ା ଓ ଗୁଞ୍ଜିବାଡ଼ିକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି ।
ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ପ୍ରଭାବରେ ଆସନ୍ତା ୧୦ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ।
ଘୂର୍ଣ୍ଣିବଳୟ ପ୍ରଭାବରେ ଜାରି ରହିଛି ବର୍ଷା।
ଅଣ୍ଡରପାସରେ ୧୫ ଫୁଟ୍ ଉଚ୍ଚର ପାଣି ଲହଡ଼ି ଭାଙ୍ଗୁଛି ।
ଭୁବନେଶ୍ୱର, କଟକ, ପୁରୀ ସମେତ ବିଭିନ୍ନ ସ୍ଥାନରେ ଢାଳୁଛି ବର୍ଷା...
ଲଘୁଚାପ ପ୍ରଭାବରେ ୧୦ ଯାଏ ରାଜ୍ୟରେ ବିସ୍ତାରିତ ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୮ ଏବଂ ୯ ତାରିଖ ମଧ୍ୟରେ କିଛ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ରାଜ୍ୟରେ ସକ୍ରିୟ ଥିବା ମୌସୁମୀ ବାୟୁ ପ୍ରଭାବରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଉପକୂଳରେ ବର୍ଷା ଆରମ୍ଭ ହୋଇଛି।
୬ ତାରିଖରୁ ଦକ୍ଷିଣ ଓଡିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ ।
କେଉଁଠି ବନ୍ୟା ତ କେଉଁଠି ମରୁଡ଼ି ପରିସ୍ଥିତି। ଇଏ ହେଉଛି ଓଡ଼ିଶାର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲ୍ଲାର ଦୃଶ୍ୟ। ବର୍ଷା ଅଭାବରୁ ଫାଟି ଆଁ କଲାଣି ଚାଷଜମି। କେଉଁଠି କେଉଁଠି ରୁଆ ବେଉଷଣ ଆରମ୍ଭ ହୋଇପାରୁନି। ଏହା ହେଉଛି ବରଗଡ଼ ସଦର ବ୍ଲକର ଏକ ଧାନଜମିର ଦୃଶ୍ୟ...
ଦୁର୍ବଳ ହୋଇଯାଇଥିବା ମୌସମୀ ସ୍ୱାଭାବିକ ଅବସ୍ଥାକୁ ଫେରୁଛି। ଏହାଫଳରେ ଅଗଷ୍ଟ ୫ ତାରିଖ (ଶୁକ୍ରବାର)ଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।
ଇ-ଅଟୋରେ ସାଙ୍ଗ ହୋଇ ଏୟାରପୋର୍ଟ ଗଲେଣି ମେୟର ଆଉ କମିଶନର...
୬/୭ରେ ହେବାକୁ ଥିବା ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା...