ଯେଉଁ ସମୟରେ ଲଗାଣ ବର୍ଷା ହେବା କଥା ସେହି ସମୟରେ ଖରାର ତାଉ ଲୋକଙ୍କୁ କଲବଲ କରୁଛି। ଟାଣ ଖରାରେ ଲୋକେ ଡହଳବିକଳ ହେଉଛନ୍ତି।
୭ ପ୍ରବାସୀ ଏସୀୟଙ୍କ ମୃତ୍ୟୁ । ଜଳବାୟୁ ପରିବର୍ତ୍ତନ ଓ ଜଳ ନିଷ୍କାସନ ଭିତ୍ତିଭୂମିର ଅଭାବରୁ ବନ୍ୟା ।
ଆଜିିଠୁ ୨୬ ତାରିଖ ସକାଳ ଯାଏ ରାଜ୍ୟର ସବୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। ୧୦ ଜିଲ୍ଲାରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।
ରାଜ୍ୟରେ ତୁହାକୁ ତୁହା ଲାଗି ରହିଛି ବର୍ଷା ।
ସକ୍ରିୟ ସୌମୁମୀ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା....
ରାଜ୍ୟରେ ଆହୁରି ତିନିଦିନ ବର୍ଷା ଲାଗି ରହିବ...ଘୂର୍ଣ୍ଣିବଳୟ ପ୍ରଭାବରେ ୨୪ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା...
ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ଆକଳନ ଅନୁସାରେ, ରାଜ୍ୟରେ ଆଜିଠାରୁ ୨୪ ତାରିଖ ପର୍ଯ୍ୟନ୍ତ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି।
ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ମଧ୍ୟ ରହିଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୯ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା...
ମୋଟୁ ଅଞ୍ଚଳର ବିନାୟକପୁର ଗାଁର ୩ ପଟେ ପାଣି, ଗୋଟିଏ ପଟେ ପାହାଡ଼ । ଆଜିକୁ ୪ଦିନ ହେବ ସମସ୍ତଆ ଜଳବନ୍ଦୀ ହୋଇଛନ୍ତି
ବର୍ଷାରେ ଭିଜୁଛି ସାରା ଓଡ଼ିଶା... ଲଗାଣ ବର୍ଷାରେ ବଢ଼ୁଛି ଲୋକଙ୍କ ଦୁର୍ଦ୍ଦଶା...
ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଲଗାଣ ବର୍ଷା । ୧୦ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି...
ନଈ କୂଳରେ ଥିବା ଜଙ୍ଗଲ ଓ ଶହ ଶହ ଏକର ଚାଷଜମିରେ ବି ପାଣି ମାଡ଼ିଯାଇଛି।
ଭୟଙ୍କର ସ୍ଥିତି...ବୁଡ଼ିଯାଇଛି ବାସଘର...କ୍ଷେତରେ ମାଡ଼ିଯାଇଛି ବନ୍ୟା ପାଣି । ଯୁଆଡ଼େ ଚାହିଁବେ ଖାଲି ପାଣି ଆଉ ପାଣି ।
ଲଗାଣ ବର୍ଷା ଓ ଘଡ଼ଘଡ଼ି ପାଇଁ ଟ୍ୱିନ୍ସିଟି କଟକ ଓ ଭୁବନେଶ୍ୱରକୁ ଆଲର୍ଟ ଜାରି କରାଯାଇଛି। କାମ ନଥିଲେ ଘର ବାହାରକୁ ନବାହାରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।
ଲଘୁଚାପ ପ୍ରଭାବରେ କଟକ, ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି। ଘଣ୍ଟା ପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ହେଉଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ମୋଟୁ ରାସ୍ତାରେ ପାଣି, ତେଲେଙ୍ଗାନା ଓ ଆନ୍ଧ୍ରକୁ ଯାତାୟତ ବନ୍ଦ ।
ଗୋଦାବରୀରର ପଛୁଆ ପାଣି ମାଲକାନଗିରି ଦେଇ ପ୍ରବାହିତ ସିଲେରୁ ଓ ସାବେରୀ ନଦୀରେ ପ୍ରବେଶ କରିବା ଦ୍ୱାରା ଭୟଙ୍କର ସ୍ଥିତି ସୃଷ୍ଟି ହୋଇଛି ।
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି...ଆହୁରି ୩-୪ ଦିନ ଯାଏ ଲାଗିରହିବ ସ୍ଥିତି....ସତର୍କ କରାଇଲା ପାଣିପାଗ ବିଭାଗର ..
ବିପଦରେ ଉଦ୍ୟାନ ପରିସରରେ ଥିବା କ୍ୟାଣ୍ଟିନ । ଧସୁଛି ମାଟି ଅତଡ଼ା, ମାଡିବସୁଛି ଗଛ ।
ମାଲକାନଗିରିରୁ ଆନ୍ଧ୍ରପ୍ରଦେଶ, ଛତିଶଗଡ଼ ଓ ତେଲଙ୍ଗାନାକୁ ୩ ଦିନ ହେବ ଯୋଗାଯୋଗ ବିଚ୍ଛିନ୍ନ ରହିଛି
ରାଜ୍ୟରେ ଆହୁରି ୪ ଦିନ ଯାଏ ବର୍ଷା ଲାଗି ରହିବ। ଆଜି ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି।
୧୮ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ
ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଦକ୍ଷିଣ ଓଡିଶା ଉପକୂଳ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି।
ମାଟି ଅତଡା ଖାଇଛି। ମାଟିରେ ମିଶିଛି ବାସସ୍ଥଳ। ଜୀବନ ବିକଳରେ ଘର ଛାଡି ପଳାଇଛନ୍ତି ଗାଁ ଲୋକେ। ଲଗାଣ ବର୍ଷା ଫଳରେ ଉପରମୁଣ୍ଡରେ ଥିବା ପାହାଡରୁ ମାଟି ଧସି ବର୍ଷା ପାଣି ସହ ଗାଁ ଭିତରେ ପଶିଛି।