ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିପାରେ ବୋଲି ପୂର୍ବାନୁମାନ କରାଯାଇଛି।
ବର୍ଷା ସୁଅରେ କିଛି ତୀର୍ଥଯାତ୍ରୀ ଶିବିର ମଧ୍ୟ ଭାସି ଯାଇଥିବା ସୂଚନା ମିଳିଛି।
ବର୍ଷା ଯୋଗୁଁ ବାଧାପ୍ରାପ୍ତ ହେଲା ସାଧାରଣ ଜନଜୀବନ । ୨୪ ଘଣ୍ଟା ପାଇଁ ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ।
ଆଜିଠୁ ୫ ଦିନ ଯାଏଁ ଗଂଜାମ, ନୟାଗଡରେ ଭାରି ବର୍ଷା ସମ୍ଭାବନା । କନ୍ଧମାଳ, ବୌଦ୍ଧର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ସମ୍ଭାବନା । ଦକ୍ଷିଣ ଝାଡ଼ଖଣ୍ଡ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ଯୋଗୁଁ ବର୍ଷା ସମ୍ଭାବନା ।
ଘଣ୍ଟାଧିକ କାଳ ଧରି ହୋଇଥିବା ବର୍ଷାରେ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଥିଲା । ରାଜରାସ୍ତାରେ ପାଣି ଜମିଥିବା ବେଳେ, ଯାତାୟତ ବାଧାପ୍ରାପ୍ତ ହୋଇଥିଲା ।
ଆସନ୍ତା କିଛି ଦିନ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇପାରେ । ଏବେ ସାରା ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ତେଣୁ ବର୍ଷାର ପରିମାଣ ବଢ଼ିପାରେ ବୋଲି ଅନୁମାନ କରାଯାଉଛି ।
ଆଜି ଉତ୍ତର ଓଡିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।
ବର୍ଷା ଅଭାବରୁ ୯ ଜିଲ୍ଲାରେ ସ୍ଥିତି ସଂଗୀନ । ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, ନବରଙ୍ଗପୁର, ଖୋର୍ଦ୍ଧା, ଭଦ୍ରକ ଓ ବଲାଙ୍ଗିରରେ ୫୦ ପ୍ରତିଶତରୁ କମ୍ ବର୍ଷା ।
୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୪ ଦିନ ଯାଏ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସହ ଉତ୍ତର ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି...
କେତେକ ସ୍ଥାନରେ ବର୍ଷା ସାଙ୍ଗକୁ ବଜ୍ରପାତ ନେଇ ପୂର୍ବାନୁମାନ
ଆସୁଛି ଲଘୁଚାପ । ଚାଷୀଙ୍କୁ ଆଶ୍ୱସ୍ତି ମିଳିପାରେ ।
ଆଜି ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାବେଳେ ଏଥିମଧ୍ୟରୁ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଆଜି ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଆଜି ଓ ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିବ। ଆଜି ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ମଧ୍ୟ ଆଜି ବର୍ଷା ସମ୍ଭାବନା ରହିଛି।
୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଗତ ୨ ଦିନ ହେବ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହୋଇଛି। ଏଥିପାଇଁ ଆଜି ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲା ସମେତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ରାଜ୍ୟରେ ଆସନ୍ତା ୫ ଦିନ ବର୍ଷା ଲାଗି ରହିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସାରା ଓଡ଼ିଶାକୁ ଛୁଇଁଲା ମୌସୁମୀ ବାୟୁ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।
ଆସନ୍ତା ୫ ଦିନ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ। ପ୍ରାକ୍ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଥିବାରୁ ଏହା ପ୍ରଭାବରେ ବର୍ଷା ଲାଗି ରହିବ।
ଆକାଶରୁ ଖସିଲା ମୃତ୍ୟୁ, ନେଲା ୪ ଜୀବନ। ନୂଆପଡା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ମଲ୍ଲିକମୁଣ୍ତା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି।
ବର୍ଷାକୁ ଚାତକ ଭଳି ଚାହିଁ ରହିଛି ଚାଷୀ।
ପାଣିପାଗ ବିଭାଗର ସୂଚନା ଅଧିକାଂଶ ଜିଲ୍ଲା ଛୁଇଁବାକୁ ଆହୁରି ୨/୩ ଦିନ । ଜୁନ୍ରେ ଏଯାଏଁ ୬୪ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ।
ବିପର୍ଯ୍ୟୟ ପରିଚାଳନା ନେଇ ରାଜ୍ୟସ୍ତରୀୟ ବୈଠକ ପରେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ । ଭିଡିଓ କନଫରେନ୍ସିଂରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିଲା ଏହି ବୈଠକ ।