ଆସନ୍ତା ୧୨ ତାରିଖ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବା ଆଶଙ୍କା କମ୍ ।
ଜଳୁଛି ପଶ୍ଚିମ ଓଡ଼ିଶା । ଉପକୂଳ ଅପେକ୍ଷା ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରଭାବ ଥିବାର ରେକର୍ଡ କରାଯାଇଛି ।
କଟକ ତାପମାତ୍ରା ୩୫.୮ ଡିଗ୍ରୀ ରହିଥିବା ବେଳେ ଭୁବନେଶ୍ୱର ତାପମାତ୍ରା ୩୫.୬ ଡିଗ୍ରୀ ରହିଥିଲା ।
କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ଏହିସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି।
ଆଇଏମଡି ବୁଲେଟିନରେ ଅନୁସାରେ ଦକ୍ଷିଣ ପଶ୍ଚିମ ମୌସୁମୀ ସମଗ୍ର କେରଳକୁ ଆଚ୍ଛାଦନ କରିଛି
ଜୁନରେ ଓଡ଼ିଶାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ । ଏନେଇ IMD ପକ୍ଷରୁ ଆକଳନ କରାଯାଇଛି ।
ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ୧୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା...
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟର ୩ ଦିନ ପୂର୍ବରୁ କେରଳରେ ପହଞ୍ଚିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଆଜିଠୁ ୩ ଦିନ ଯାଏଁ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।
ରାଜ୍ୟରେ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି।
ଆଉ ୨ରୁ ୩ ଦିନ ବିଳମ୍ବରେ କେରଳ ଛୁଇଁବ ମୌସୁମୀ ଏନେଇ ଭାରତୀୟ ପାଣିପାଗ ବିଭାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।
ରାଜ୍ୟରେ ଆଗାମୀ ଦିନରେ ଆହୁରି ବଢ଼ିବ ତାତି...
ରାଜ୍ୟରେ ଆଗାମୀ ୩ ଦିନ ମଧ୍ୟରେ ଆହୁରି ବଢ଼ିବ ତାତି...
୧୩ ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ, ଅରେଞ୍ଜ ଓ୍ୱାର୍ଣ୍ଣିଂ।
୧୩ ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ଓ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ
ପାଣିପାଗ ବିଭାଗର ସତର୍କ ସୂଚନା । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା ।
ବର୍ଷା ପବନ ଯୋଗୁଁ ଯାତ୍ରୀ ହନ୍ତସନ୍ତ । ରାଜଧାନୀରେ ୧୦୦ରୁ ଅଧିକ ବିମାନ ବିଳମ୍ବରେ ପହଞ୍ଚିଲା ।
କାଳବୈଶାଖୀ ପ୍ରଭାବରେ କେଉଁଠି ବର୍ଷା ତ କେଉଁଠି ମେଘୁଆ ଆକାଶ ।ପାଣିପାଗ ବିଭାଗ କହିଲା, ଉତ୍ତର ଆନ୍ଧ୍ର ପର୍ଯ୍ୟନ୍ତ ସକ୍ରିୟ ଘୂର୍ଣ୍ଣିବଳୟର ପଡ଼ିଛି ପ୍ରଭାବ ।
ଆଜି ସକାଳୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି । କାଳବୈଶାଖୀ ପ୍ରଭାବ ଦ୍ୱାରା ରାଜ୍ୟରେ ବର୍ଷା ହେଉଥିବା ସମ୍ଭାବନା...
କିଛି ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ରାଜ୍ୟର ୧୪ଟି ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
୧୫ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କରାଯାଇଛି ।
ତହସିଲ କର୍ମଚାରୀ କ୍ଷୟକ୍ଷତି ଆକଳନ କରି ସହୟତା ଯୋଗାଇବ ବୋଲି କହିଛି ।
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ସାଗରରେ ପ୍ରବେଶ କରିଛି। ମେ ୨୭ ତାରିଖରେ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବ ବୋଲି ଆକଳନ କରାଯାଇଛି।
ଓଡ଼ିଶା ଉପରେ ବାତ୍ୟା ‘ଅସାନି’ର ଭୟ ଟଳି ଥିଲେ ମଧ୍ୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତା ୧୯ ତାରିଖ ସୁଦ୍ଧା ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।