ଆସନ୍ତା ୨ ଦିନ ମଧ୍ୟରେ ରାଜ୍ୟରେ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଖସିବ।
କିଛି ଦିନର ପ୍ରବଳ ଶୀତ ପରେ ଏବେ ପୁଣି କୋହଲା ପାଗ ସାଙ୍ଗକୁ ବର୍ଷା ଆରମ୍ଭ ହୋଇଯାଇଛି। ଉତ୍ତର ଏବଂ ପୂର୍ବ ଓଡ଼ିଶାର କିଛି ଜିଲ୍ଲା ଭିଜିବାର ସମ୍ଭାବନା ରହିଛି। ଘଡ଼ଘଡ଼ି ସହ ବଜ୍ରପାତର ବି ଆଶଙ୍କା ରହିଛି। ସମ୍ଭାବ୍ୟ ବର୍ଷା ଓ ଘଡ଼ଘଡ଼ିକୁ ଦୃଷ୍ଟିରେ ରଖି ୯ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
କିଛି ଦିନର ପ୍ରବଳ ଶୀତ ପରେ ଏବେ ପୁଣି କୋହଲା ପାଗ ସାଙ୍ଗକୁ ବର୍ଷା ଆରମ୍ଭ ହୋଇଯାଇଛି। ସମ୍ଭାବ୍ୟ ବର୍ଷା ଓ ଘଡ଼ଘଡ଼ିକୁ ଦୃଷ୍ଟିରେ ରଖି ୯ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ବର୍ଷା ସମ୍ଭାବନା ଥିବା ଜିଲ୍ଲା ଗୁଡିକ ହେଲା ନୂଆପଡା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ।
ପୁଣି ଫେରିଲା ବର୍ଷା, ଦୁଇଦିନ ସାରା ରାଜ୍ୟକୁ ଭିଜାଇବ...
୨୩ ତାରିଖରେ ବର୍ଷାର ପରିମାଣ ଅଧିକ ବଢ଼ିପାରେ।
୨୧, ୨୨ ଓ ୨୩ ତାରିଖରେ ରାଜ୍ୟର କିଛି କିଛି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରାଯାଇଛି ।
୧୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣି ଜାରି କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।
ବର୍ଷାର ପରିମାଣ କମିବା ସହ ଶୀତ ବଢ଼ିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ପାରଦ। କିଛି ସ୍ଥାନରେ ସ୍ୱାଭାବିକ ଏବଂ କିଛି ସ୍ଥାନରେ ସ୍ୱାଭାବିକଠାରୁ କମ୍ ରହିପାରେ ତାପମାତ୍ରା। ରାଜଧାନୀ ଭୁବନେଶ୍ୱରରେ ଆଜି ସର୍ବନିମ୍ନ ତାପମାତ୍ରା ୧୭ ଡିଗ୍ରୀକୁ ଖସିପାରେ
ଆସନ୍ତାକାଲିଠୁ ଶୁଖିଲା ପାଗ ଥିବା ବେଳେ କୁହୁଡ଼ି ବଢ଼ିବ। କାଲି ସାମାନ୍ୟରୁ ମଧ୍ୟମ ଧରଣର କୁହୁଡ଼ି ରହିପାରେ।
ଜାନୁୟାରୀ ୧୧ ଅପରାହ୍ନ ୩ ଟା । ସେଦିନ କଳାହାଣ୍ଡି ପାଇଁ ଥିଲା କାଳ ସମୟ । ଏକ ଘଣ୍ଟାର କୂଆ ପଥର ବର୍ଷା ଉଜୁଡେଇ ଦେଇଥିଲା ଚାଷୀଙ୍କ ବର୍ଷକର ଜୀବନ ଜୀବିକା ।
ଆସନ୍ତାକାଲି ଯାଏ ରାଜ୍ୟରେ ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ। କିଛି ସ୍ଥାନରେ ସ୍ୱଳ୍ପ ଧରଣର ବର୍ଷା ସହ କୁଆପଥର ମାଡ଼ ହୋଇପାରେ। ଗତ ୨୪ ଘଣ୍ଟାରେ ଢେଙ୍କାନାଳ ଭୁବନରେ ସର୍ବାଧିକ ୬୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡିଶା ସହ ତତ୍ସଂଲଗ୍ନ ଅଞ୍ଚଳର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା। ଆଜି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ।
ସରିନି ଅଦିନିଆ ବର୍ଷା । ଆହୁରି ୨ ଦିନ ବର୍ଷିବ । ବାୟୁମଣ୍ଡଳର ମଧ୍ୟ ଏବଂ ଉପର ସ୍ତରର ପଶ୍ଚିମା-ବାୟୁ ଏବଂ ନିମ୍ନ ଭାଗର ପୂର୍ବାଳୀ ବାୟୁ ସହ ସଂସ୍ପର୍ଶ ଯୋଗୁ, ପାରସ୍ପରିକ ପ୍ରକ୍ରିୟା ତଥା ବଙ୍ଗୋପସାଗର ମଧ୍ୟରୁ ରାଜ୍ୟକୁ ପ୍ରବେଶ କରୁଥିବା ଜଳୀୟବାଷ୍ପପୁର୍ଣ୍ଣ ବାୟୁ ପ୍ରଭାବରେ, କିଛି ଜିଲ୍ଲାରେ କୁଆପଥର ବର୍ଷା ସହ ପ୍ରବଳ ବର୍ଷା ହୋଇଛି । ଆଗାମୀ ଦୁଇ ଦିନ ଯାଏଁ ଆହୁରି ବର୍ଷିବ ବୋଲି ପାଣିପାଗ ବିଭାଗର ସୂଚନା ଦେଇଛି ।
ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଏବଂ ସମ୍ବଲପୁର ଜିଲ୍ଲାକୁ ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜିଠୁ ୧୪ତାରିଖ ମଧ୍ୟରେ ରାଜ୍ୟର ଭିନ୍ନ ଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଆଜିଠୁ ୧୪ତାରିଖ ମଧ୍ୟରେ ରାଜ୍ୟର ଭିନ୍ନ ଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଶୀତ ଦିନରେ ଅଦିନିଆ ବର୍ଷା ଆଶଙ୍କା। ଠିକ୍ ଅମଳ ସମୟରେ ଆସୁଥିବା ଏହି ବର୍ଷା ଆସନ୍ତାକାଲିଠୁ ୪ ଦିନ ଧରି ପ୍ରାୟ ୧୧ ଜିଲ୍ଲାକୁ ଭିଜାଇବ। ବିଶେଷ କରି ପଶ୍ଚିମ ଓ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
୧୧ ଓ ୧୨ରେ ୭ ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
୧୧ ଓ ୧୨ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ ଏହି ଦୁଇ ଦିନ ପାଇଁ ଆଭ୍ୟନ୍ତରୀଣ ଓଡିଶା ସହ ଉପକୂଳବର୍ତ୍ତୀ କିଛି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତାକାଲି କିଛି ଜିଲ୍ଲାରେ ସାମାନ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ୧୦ ତାରିଖରେ ପଶ୍ଚିମ ଓଡିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
ସପ୍ତାହେ ହେବ ଶୀତ ବଢିଥିବାରୁ ସବୁଠି ହାଡ଼ଭଙ୍ଗା ଜାଡ଼। ତେବେ କୂଳଡ଼ିହା ଆଭ୍ୟନ୍ତରୀଣ ଜଙ୍ଗଲରେ ଜାଡ଼ର ମାତ୍ରା ଅଧିକ ରହିଛି। ସକାଳୁ ସକାଳୁ ଘାସ ଉପରେ ଧଳା କାକର ତୁଷାରପାତର ଭ୍ରମ ସୃଷ୍ଟି କରୁଛି। କିଭଳି ଅଛି ଜଙ୍ଗଲ ଭିତରେ ଥଣ୍ଡାର ପରିମାଣ ସେ ନେଇ ଅଧିକ ସୂଚନା ଦେଉଛନ୍ତି ବିଶ୍ୱମ୍ବର ଦାସ.
ରାଜ୍ୟରେ ଶୀତ ଲହର ଲାଗି ରହିଥିବା ବେଳେ ଏବେ ପୁଣି ଥରେ ବର୍ଷା ସମ୍ଭାବନା ଦେଖାଦେଲାଣି । ୧୦ ତାରିଖ ଦିନ ରାଜ୍ୟର ୧୧ଟି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।
ଜାଡ଼ରେ ଥରୁଛି ସାରା ଓଡ଼ିଶା । ଶୀତର ପ୍ରକୋପରେ ଭୁବନେଶ୍ୱର ସହର ରାତିରେ ଶୂନଶାନ ହୋଇଯାଉଛି । ତଥାପି ଜୀବନ ଜୀବିକା ପାଇଁ ବାହାରିବାକୁ ପଡୁଛି ।