ସରିଲା ମୌସୁମୀ ବର୍ଷା । ଏଥର ଓଡ଼ିଶାରେ ସ୍ୱାଭାବିକ ବର୍ଷା ।
ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଫଳରେ ୪ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ୪ ତାରିଖରୁ ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବ।
ମାଡି ଆସୁଛି ମହାବାତ୍ୟା ! ଘଣ୍ଟାପ୍ରତି ବହିପାରେ ୨୧୫ କି.ମି ବେଗରେ ପବନ ।
ପାର୍ବଣକୁ ଫିକା କରିପାରେ ବର୍ଷା । ଆସନ୍ତା ୬ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।
ପୁରୀରେ ବର୍ଷା ଜାରି ରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ମାର୍କେଟ ଛକ, ବଡ଼ଶଙ୍ଖ, ଭିଆଇପି ରୋଡ୍, ଫାୟାର ଷ୍ଟେସନ ସମ୍ମୁଖ, ଅବକାଶ ଲେନ, ଗଜପତି ନଗର, ସୁଦର୍ଶନ ନଗର, ମାଟିଆପଡ଼ା ଆଦି ଅଞ୍ଚଳରେ ପାଣି ଜମିଛି।
ପ୍ରବଳ ବର୍ଷା ନେଇ ଆଜି ସକାଳ ସାଢେ ୮ଟା ଯାଏଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। କିଛି ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ମଧ୍ୟ ରହିଛି।
ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ । ଉତ୍ତରରୁ ଦକ୍ଷିଣ, ଉପକୂଳରୁ ପଶ୍ଚିମ, ସବୁଠି ବର୍ଷୁଛି । ଗତକାଲିଠୁ ମୂଷଳ ଧାରାରେ ଲାଗି ରହିଛି ବର୍ଷା ।
ଠପ୍ ହୋଇଯାଇଛି ଯାତାୟତ । ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଦୁଇ ଦିନ ହେଲା ଥମିବାର ନାଁ ନେଉନି ବର୍ଷା । ମୂଷଳଧାରାରେ ଢାଳି ଚାଲିଛି ।
ଲଗାଣ ବର୍ଷାରେ ବେହାଲ ମାୟାନଗରୀ ମୁମ୍ବାଇ । ଆସନ୍ତାକାଲି ଯାଏ ସ୍ଥିତିରେ ସୁଧାର ଆଶା କରାଯାଉନଥିବା ବେଳେ ପାଲଘର ପାଇଁ ରେଡ୍ ଆଲର୍ଟ ଏବଂ ରାଇଗଡ଼ ଜିଲ୍ଲା ଲାଗି ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ ।
ସମୁଦ୍ରରେ ୧୪ ମତ୍ସ୍ୟଜୀବୀ ଫସି ରହିଥିବା ସୂଚନା ମିଳିଛି। ପାରାଦୀପ-ମହାନଦୀ ମୁହାଣରେ ଘଟିଛି ଏହି ଅଘଟଣ। ଗୋଟିଏ ମାଛଧରା ବୋଟ୍କୁ ଉଦ୍ଧାର କରିବାକୁ ଯାଇ ଫସିଯାଇଛି ଆଉ ଏକ ଡଙ୍ଗା।
ଲଗାଣ ବର୍ଷା ଯୋଗୁଁ ମନ୍ଦିର ପରିସରରେ ପାଣି ଜମି ରହିଛି। ଯେଉଁ ରାସ୍ତା ଦେଇ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ କରାଯାଏ ଓ ପର୍ଯ୍ୟଟକ ମନ୍ଦିର ବେଢ଼ା ବୁଲନ୍ତି ସେ ସବୁ ବୁଡ଼ି ଯାଇଛି।
ଭିଜୁଛି ସାରା ଓଡ଼ିଶା। ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ପୁରୀ ଜିଲ୍ଲାରେ ସବୁ ସ୍କୁଲ ହେଲା ଛୁଟି ଘୋଷଣା।
ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ବି ପ୍ରବଳ ବର୍ଷିବ । ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା । ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ୨୬ରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ।
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।
ରାଜ୍ୟର ବିଭିନ୍ନ ସ୍ଥାନକୁ ବର୍ଷା ଆଲର୍ଟ। ପାଣିପାଗ ବିଭାଗର ପୂର୍ବାନୁମାନ, ଆଜି ରାଜ୍ୟରେ ଅଧାରୁ ଅଧିକ ଜିଲ୍ଲାରେ ଲାଗିରହିବ ବର୍ଷା । ୧୫ ଜିଲ୍ଲାକୁ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଆଜି ପାଇଁ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ଆସନ୍ତାକାଲି ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି।
ଡଙ୍ଗା ସହାୟତାରେ ଚାଲିଛି ରେସ୍କ୍ୟୁ । ଆଣ୍ଠୁଏ ଉଚ୍ଚର ପାଣିରେ ‘ଜୀବନ’ ପାଇଁ ସଂଘର୍ଷ ।
ଗ୍ରାଉଣ୍ଡ ଜିରୋରେ ବିପନ୍ନଙ୍କ ଦୁର୍ଦ୍ଦଶା ପରଖିଲା ଓଟିଭି । ଝାଡ଼ଖଣ୍ଡ ଚାନ୍ଦିଲି ଡ୍ୟାମ ଗେଟ୍ ଖୋଲିବାରୁ ସ୍ଥିତି ଅଣାୟତ୍ତ ଚର୍ଚ୍ଚା ।
ପ୍ରବଳ ବର୍ଷା ପରେ ଫୁଲିବାରେ ଲାଗିଛି ବୈତରଣୀ। ବୈତରଣୀ ନଦୀର ଆଖୁଆପଦା ଆନିକଟଠାରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବୈତରଣୀ।
ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼ ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ । ବର୍ଷାରେ କିଛି ସ୍ଥାନରେ ସାମୟିକ ପାଣି ଜମିବା ସହ ଭୂସ୍ଖଳନ ହୋଇପାରେ ।
ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। ପାଣିପାଗ ବିଭାଗର ଆକଳନ ଅନୁସାରେ, ବର୍ଷା ଆହୁରି ଦୁଇ ଦିନ ଲାଗି ରହିବ। ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ।
ଲଘୁଚାପ ଜନିତ ଲଗାଣ ବର୍ଷା ପରେ ଫୁଲୁଛି ଜଳକା ନଦୀ। ମଥାନୀଠାରେ ସତର୍କ ସଙ୍କେତ ୬.୦୦ ମିଟର ରହିଥିବାବେଳେ ଆଜି ରାତି ୮ଟା ସୁଦ୍ଧା ଜଳକା ନଦୀର ଜଳସ୍ତର ବଢ଼ି ୬.୫୧ ମିଟର ସହ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି।
ମୟୂରଭଂଜ ଏବଂ କେନ୍ଦୁଝର ଜିଲ୍ଲାକୁ ରେଡ୍ ଆଲର୍ଟ । ବାଲେଶ୍ବର, ଭଦ୍ରକ, ସୁନ୍ଦରଗଡ଼କୁ ଅରେଞ୍ଜ ୱାର୍ଣ୍ଣଂ ।