ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ରଟି ବାତ୍ୟାର ରୂପ ନେଇପାରେ। ଲଘୁଚାପ କ୍ଷେତ୍ର ସ୍ପଷ୍ଟ ହେବା ପରେ ବାତ୍ୟା ସମ୍ଭାବନା ସ୍ପଷ୍ଟ ହେବ। ତେବେ ନିର୍ଦ୍ଦିଷ୍ଟ ଭାବେ କେଉଁଠି ପ୍ରଭାବ ପଡ଼ିବ ତାହା ଏବେ କହି ହେବ ନାହିଁ ବୋଲି ଆଇଏମ୍ଡି ଡିଜି କହିଛନ୍ତି।
ରାଜ୍ୟରେ ଆସନ୍ତା ୫ ଦିନ ଶୁଖିଲା ରହିବ ପାଗ । ଧୀରେ ଧୀରେ ବଢିବ କୁହୁଡ଼ି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ।
କୁହୁଡି ପାଇଁ ଧନ ଜୀବନ ଅସ୍ତବ୍ୟସ୍ତ। ଆଜି ସକାଳୁ ସକାଳୁ କରଞ୍ଜିଆ ସହର ସମେତ ଆଖପାଖ ଅଞ୍ଚଳରେ ପ୍ରବଳ କୁହୁଡି ଦେଖିବାକୁ ମିଳିଛି ।
ଆଗକୁ ବଢିବ ଶୀତ । ଦୁଇ ଦିନ ପରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୫ ଡିଗ୍ରୀ ତାପମାତ୍ରା ଖସିପାରେ।
୨ ଦିନ ପରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୩ରୁ ୫ ଡିଗ୍ରୀ ତଳକୁ ଖସିବା ସମ୍ଭାବନା ରହିଛି। ସେପଟେ ରାଜ୍ୟରେ କୋହଲା ପାଗ ଓ କିଛି ସ୍ଥାନରେ ବର୍ଷା ଲାଗି ରହିଛି।
ଆହୁରି ୨-୩ଦିନ କୋହଳ ପାଗ ରହିବ.. ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଶୀତର ପରିମାଣ କମ୍ ଅନୁଭୂତ ହେବ..
ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଶୀତର ବିଶେଷ ସମ୍ଭାବନା ନାହିଁ। ତେବେ ଦକ୍ଷିଣ ଓଡିଶାର କିଛି ଜିଲ୍ଲାର ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
ଥରୁଛି ଓଡ଼ିଶାର କଶ୍ମୀର.. କମ୍ବଳ ବିକିବାକୁ ଗାଁ ଗାଁ ବାଇକ ଧରି ବୁଲୁଛନ୍ତି ବ୍ୟବସାୟୀ.. ଦାରିଙ୍ଗବାଡ଼ିରେ ମଧ୍ୟପ୍ରଦେଶର କମ୍ବଳର ଚାହିଦା ବେଶ୍ ଅଧିକ.. ଲୋକେ ଶୀତରୁ ବଞ୍ଚିବାକୁ କମ୍ବଳ କିଣୁଛନ୍ତି...ବେପାର ଜମୁଥିବାରୁ ବ୍ୟବସାୟୀ ବି ଖୁସି ଆଉ ଗ୍ରାହକ ବି ଖୁସି..
କିଛି ଦିନର ବିରତ ପରେ ତାମିଲନାଡୁରେ ହୋଇଛି ବାଦଲ ଫଟା ବର୍ଷା । ରାଜ୍ୟର ଅନେକ ସ୍ଥାନରେ ଗତକାଲିଠାରୁ ବର୍ଷା ଲଗି ରହିଛି । ଫଳରେ ଜଳବନ୍ଦୀ ପରିସ୍ଥିତି ହୋଇଥିବା ଦେଖିବାକୁ ମିଳିଛି ।
ଭୁବନେଶ୍ୱରରେ ଆଜି ସକାଳେ ପ୍ରବଳ କୁହୁଡ଼ି ଦେଖିବାକୁ ମିଳିଥିଲା.. ଦେଖନ୍ତୁ ରାଜଧାନୀର ରାସ୍ତା କେମିତି ଧଳା ଚାଦରରେ ଆଚ୍ଛାଦିତ ହେଲା ଭଳି ଲାଗୁଛି
ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୯ ଯାଏଁ ବର୍ଷା ସମ୍ଭାବନା । ଆଜିଠୁ ୩ ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହୋଇପାରେ ।
କୁହୁଡିର ଚାଦରରେ ଘୋଡେଇ ହୋଇଛି ରାଜଧାନୀ । ବର୍ଷା ଛାଡିବା ପରେ ରାଜଧାନୀରେ ଘନ କୁହୁଡି ଦେଖିବାକୁ ମିଳିଛି । ଏହାଦ୍ୱାରା ଯାତାୟତ କରୁଥିବା ଲୋକମାନଙ୍କୁ ରାସ୍ତା ଦେଖିବାରେ ଅସୁବିଧା ହୋଇଥିଲା । ଏନେଇ ଅଧିକ ସୂଚନା ଦେଉଛନ୍ତି ଆମ ପ୍ରତିନିଦି ଆତୁଲ୍ୟ ବାଉତ ।
ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି ଯେ ଗତକାଲି ଦକ୍ଷିଣ ଆଣ୍ଡାମାନ ତତ୍ ସଲଗ୍ନ ଥାଇଲାଣ୍ଡ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଆଜି ସାମାନ୍ୟ ପଶ୍ଚିମ-ଉତ୍ତର ଓ ପଶ୍ଚିମ ଦିଗରେ ଗତି କରି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି। ଏହାସହିତ ଜଡ଼ିତ ଘୂର୍ଣ୍ଣିବଳୟ ୫.୮ କିଲୋମିଟର୍ ପର୍ଯ୍ୟନ୍ତ ବ୍ୟାପିଛି।
ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୯ ଯାଏଁ ବର୍ଷା ସମ୍ଭାବନା ରହିଛି। କାଲିଠୁ ୩ ଦିନ ଯାଏଁ ଅର୍ଥାତ ୧୫,୧୬,୧୭ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ବର୍ଷା ହୋଇପାରେ।
ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ କ୍ଷେତ୍ର ଯୋଗୁଁ ରାଜ୍ୟ ବର୍ଷା ହେଉଛି । ଆସନ୍ତାକାଲି ଯାଏଁ ଏପରି ପାଗ ଲାଗି ରହିପାରେ।
ଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ୨୪ ଘଣ୍ଟାରେ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁରରେ ୧୭୬ ମି.ମି., ବେଲଗୁଣ୍ଠାରେ ୧୨୩.୩ ମି.ମି.,ଭଞ୍ଜନଗର ଓ ଦିଗପହଣ୍ଡିରେ ୧୧୯ ମି.ମି., ପୁରୀରେ ୧୨୪ ମି.ମି. ବର୍ଷା ରେକର୍ଡ କରାଯାଇଛି।
ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ତେବେ ଆସନ୍ତା ୪/୫ ଦିନ ମେଘୁଆ ପାଗ ସହ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଲକ୍ଷୁଚାପ କ୍ଷେତ୍ର ପ୍ରଭାବରେ ପ୍ରବଳ ବର୍ଷା ହୋଇପାରେ। ଆଜି ମଧ୍ୟ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେଉଛି। ଟ୍ୱିନ୍ସିଟି କଟକ ଓ ଭୁବନେଶ୍ୱରରେ ସକାଳୁ ସକାଳୁ ବର୍ଷା ଲାଗି ରହିଛି।
ଆସନ୍ତା ୧୬ ଓ ୧୭ ତାରିଖରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୧୬ ତାରିଖ ଯାଏଁ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।
ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ବେହାଲ ତାମିଲନାଡ଼ୁ..ପୁରା ଚେନ୍ନାଇ ମହନଗରୀରେ ପାଣି ପାଣି ସ୍ଥିତି.. ଏଭଳି ସ୍ଥିତିରେ ଦୁଇ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ..
ଶୀତରେ ଥରଥର ଓଡ଼ିଶାବାସୀ । ହାଡ଼ଭଙ୍ଗା ଅସ୍ତବ୍ୟସ୍ତ ହେଉଛନ୍ତି ଆଦିବାସୀ ଇଲାକାର ଲୋକେ ।
ରାଜ୍ୟରେ ଜାରି ରହିଛି ଶୀତ ଲହରୀ.. ଗତ ୪ ଦିନ ହେଲାଣି ରାଜ୍ୟରେ ପାରଦ ଖସି ଚାଲିଛି ।
ରାଜ୍ୟରେ ଧୀରେଧୀରେ ବଢ଼ିଲାଣି ଥଣ୍ଡା। ଗତ ୨୪ ଘଣ୍ଟା ଭିତରେ ୭ ସହରରେ ୧୫ ଡିଗ୍ରୀ ତଳେ ରହିଛି। ସର୍ବନିମ୍ନ ତାପମାତ୍ରା ୧୦ ଡ଼ିଗ୍ରୀ ସହ ଦାରିଙ୍ଗବାଡି ଓଡିଶାର ଥଣ୍ଡା ସହର ପାଲଟିଛି।
ସହରରେ ୧୫ ଡିଗ୍ରୀ ତଳେ ପାରଦ,ବର୍ଷର ପ୍ରଥମ ଶୀତର ମଜା ନେଉଛନ୍ତି ଲୋକେ। ଗତ ୨୪ ଘଣ୍ଟାରେ ୮ ସହରରେ ୧୫ ଡିଗ୍ରୀ ତଳେ ପାରଦ ।