• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weather Updates

Low pressure likely to form over BoB today
ଆଜି ଲଘୁଚାପ, କାଲି ବର୍ଷା! ୧୬ ତାରିଖ ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଦକ୍ଷିଣ-ପୂର୍ବ ବଙ୍ଗୋପ ସାଗରରେ ଆଜି ସୃଷ୍ଟି ହୋଇପାରେ ଲଘୁଚାପ .....୧୬ ତାରିଖରେ ଅବପାତର ରୂପ ନେଇପାରେ ....୧୫ ଓ ୧୬ରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ବର୍ଷା ...

Low Pressure to form
ଥାଇଲାଣ୍ଡ ଉପସାଗରରେ ଘୂର୍ଣ୍ଣିବଳୟ, ରାଜ୍ୟରେ ଲଘୁଚାପ ସୃଷ୍ଟି

ଥାଇଲାଣ୍ଡ ଉପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା । ଏହି ଅଞ୍ଚଳରେ ବହୁତ ବାଦଲ ମଧ୍ୟ ଦେଖା ଯାଇଛି ।

Another Low Presure May Form Around Nov 15
ଆସୁଛି ଆଉ ଏକ ଲଘୁଚାପ ! ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

୧୫ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାର ପ୍ରଭାବରେ ୧୬ ତାରିଖ ବେଳକୁ ବର୍ଷା ସମ୍ଭାବନା ରହିଛି ।

Odisha winter
ଖସୁଛି ପାରଦ; ଆସନ୍ତା ୫ ଦିନ ଯାଏ ରାଜ୍ୟରେ କମିବ ତାପମାତ୍ରା

ଗତକାଲି ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ରେକର୍ଡ ହୋଇଥିଲା । ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ପାଗ ରହିବା ସହ ୫ ଦିନ ପରେ ରାତି ତାପମାତ୍ରା ସାମନ୍ୟ ବୃଦ୍ଧି ପାଇବାର ଆଶଙ୍କା ରହିଛି ।

Winter start
ରାଜ୍ୟରେ ଅନେକ ସ୍ଥାନରେ ଶୀତ ଅନୁଭୂତ

ଆରମ୍ଭ ହୋଇ ଗଲାଣି ଶୀତ ଋତୁ। ସମଗ୍ର ରାଜ୍ୟ ଆସ୍ତେଆସ୍ତେ ଶୀତ ଅନୁଭୁତ ହେଲାଣି । ଆଜିଠୁ ରାଜ୍ୟରେ ଆହୁରି ଶୀତ ବଢିବ।

Winter
ରାତିରେ ଖସୁଛି ପାରଦ ! ୧୩ ଡିଗ୍ରୀକୁ ଖସିଲାଣି ଫୁଲବାଣୀ...

ପାହାଡ଼ ଅଞ୍ଚଳରେ ଅନୁଭୂତ ହେଲାଣି ଶୀତର ପ୍ରକୋପ ।

1999 Super Cyclone clocks 24 years
୧୯୯୯ ମହାବାତ୍ୟାକୁ ୨୪ ବର୍ଷ: ଆଜିର ଦିନରେ ପ୍ରଳୟ ରଚିଥିଲା ମହାବାତ୍ୟା, ସବୁକିଛି ଉଜାଡ଼ି ଦେଲା...

ମହାବାତ୍ୟା ସିନା ଚାଲିଗଲା କିନ୍ତୁ ପଛରେ ଛାଡ଼ି ଦେଇ ଯାଇଛି ଅନେକ ଦୁଃଖର ଦାଗ । ଆଜି ବି ସେ ଦିନର କଥାକୁ ମନେ ପକାଇଲେ କୋହରେ ଛାତି ଭରି ଯାଉଛି ।

1891 to 2020 odisha faced more than 100 storms
Super Cyclone: ୧୨୦ ବର୍ଷରେ ଓଡ଼ିଶା ଭୋଗିଲାଣି ୧୦୦ ବାତ୍ୟା; ଏବେ ସାଜିଛି ରୋଲ୍ ମଡେଲ୍

ମହାବାତ୍ୟାର ଲୋମଟାଙ୍କୁରା ଘଟଣାବଳୀକୁ କିଏ ବା ଭୁଲିବ। ଆଜକୁ ୨୪ ବର୍ଷ ତଳେ ଭୟଙ୍କର ତାଣ୍ଡବ ରଚିଥିଲା ମହାବାତ୍ୟା। ଏବେବି ସେଦିନର ବିଭୀଷିକାପୂର୍ଣ୍ଣ କଥା ମନେପଡିଲେ ଛାତି ଥରିଉଠେ। ସେଦିନ ଢୁ ଢୁ ବର୍ଷା ସାଙ୍ଗକୁ ପବନର ଧ୍ୱଂସଲୀଳା ଆଉ ତା’ ସହିତ ସମୁଦ୍ରର କରାଳ ରୂପ ଯିଏ ଦେଖିଛି ସିଏ ଜାଣିଛି।

Weather Update
ଆସନ୍ତା ୧ ତାରିଖରୁ ୩ ଯାଏଁ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ୩ ଦିନ ଯାଏଁ ବର୍ଷା ନେଇ ସୂଚନା ଦିଆଯାଇଛି ।

'Hamun'
ଦୁର୍ବଳ ହେଲା ‘ହାମୁନ୍’, ଅତିକ୍ରମ କଲା ବାଂଲା ଉପକୂଳ

ବାତ୍ୟାଟି ଦୁର୍ବଳ ହୋଇ ବାଂଲାଦେଶ ଉପକୂଳ ଅତିକ୍ରମ କରିଛି । ଏହା ଆସନ୍ତା ୬ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବ । ପରବର୍ତ୍ତୀ ୬ ଘଣ୍ଟାରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି।

Cylone Hamoon intensified into VSCS
ଭୀଷଣ ବାତ୍ୟାରେ ପରିଣତ ହେଲା ‘ହାମୁନ୍‌’

ଭୀଷଣ ବାତ୍ୟାରେ ପରିଣତ ହୋଇଛି ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ହାମୁନ୍‌’ । ଓଡ଼ିଶାରେ ଏହାର ପ୍ରଭାବ ପଡ଼ିବ ନାହିଁ।

Cyclone Hamoon intensified into severe’ cyclonic storm
ଭୀଷଣ ବାତ୍ୟାରେ ପରିଣତ ହେଲା ‘ହାମୁନ୍’, ଓଡ଼ିଶାରେ ପ୍ରଭାବ ପଡ଼ିବନି...

କାଲି ସନ୍ଧ୍ୟାରେ ବାତ୍ୟା ବାଂଲାଦେଶ ଉପକୂଳର ଖେପୁପଡ଼ା-ଚିଟ୍ଟାଗଙ୍ଗ ମଧ୍ୟରେ ସ୍ଥଳଭାଗ ଛୁଇଁବ । ଆଉ ସେତେବଳକୁ ଏହା ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇ ସାରିଥିବ।

Cyclone
ଓଡ଼ିଶାକୁ ନାହିଁ ବାତ୍ୟା ଭୟ; ୨୫ରେ ବାଂଲାଦେଶ ଉପକୂଳ ଛୁଇଁବ 'ହାମୁନ'

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ଆଜି ସକାଳୁ ଓ କିଛି ସ୍ଥାନରେ ମଧ୍ୟାହ୍ନରୁ ବର୍ଷା ଆରମ୍ଭ ହୋଇଯାଇଛି । ଏହି ପ୍ରଭାବ ଆସନ୍ତା ୨୬ ତାରିଖ ଯାଏଁ ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

Paradeep Rain
ଅଶାନ୍ତ ରହିଛି ସମୁଦ୍ର; ପାରାଦୀପରେ ଲାଗି ରହିଛି ତୁହାକୁ ତୁହା ବର୍ଷା

ପାରାଦୀପର ଷଣ୍ଢକୁଦ, ନୂଆବଜାର ବସ୍ତି ହେଉ କିମ୍ବା ଏରସମାର ସମୁଦ୍ରକୂଳିଆ ଅଞ୍ଚଳ ହେଉ ବାତ୍ୟାକୁ ନେଇ ଲୋକେ ଚିନ୍ତିତ ହୋଇଛନ୍ତି । ସମ୍ଭାବ୍ୟ ବାତ୍ୟା ପରିସ୍ଥିତି ଉପରେ ପ୍ରଶାସନ ନଜର ରଖଥିବା ବେଳେ ଦରକାର ସମୟରେ ଆବଶ୍ୟକ ପଦକ୍ଷେପ ନେବ ବୋଲି ପାରାଦୀପ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

  • Monday, 23 October 2023
Cyclone Warning
'ବାତ୍ୟା ଯିବ ବାଂଲା, ଓଡ଼ିଶାକୁ ଭୟ ନାହିଁ'

ଆଜି ସନ୍ଧ୍ୟା ସୁଦ୍ଧା ଗଭୀର ଅବପାତ ବାତ୍ୟାର ରୂପ ନେବ । ସୂଚନା ଦେଲେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

Cyclone Threat To Odisha
ଅକ୍ଟୋବରରେ କାହିଁକି ମୁଣ୍ତ ଟେକେ ବାତ୍ୟା ?

ଅକ୍ଟୋବର ଆସିଲେ କାହିଁକି ବଙ୍ଗୋପସାଗରରେ ହୁଏ ବାତ୍ୟା ? ୯୯’ ମସିହାର ସେହି ସର୍ବଗିଳା ମହାବାତ୍ୟା ହେଉ କିମ୍ବା ଫାଇଲିନ, ହୁଡହୁଡ୍ ତଥା ଫନି ହେଉ। ସବୁ ବାତ୍ୟା ଆସିଛନ୍ତି ଠିକ୍ ଏହି ଅକଟୋବର ମାସରେ।

Cyclone Warning
ଓଡ଼ିଶାକୁ ବାତ୍ୟା ଭୟ ନାହିଁ; ଉତ୍ତର ଉପକୂଳରେ ହାଲୁକା ବର୍ଷା

ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟା ହମୁନର କୌଣସି ପ୍ରଭାବ ପଡ଼ିବ ନାହିଁ। ସ୍ଥଳଭାଗରେ ପବନ ହେବନି।

cyclonic storm
ଆସୁଛି ବାତ୍ୟା,ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ

ସକ୍ରିୟ ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ସ୍ଥିର ରହିଛି....ପାରାଦୀପଠୁ ୪୩୦ କିମି ଦୂରରେ କେନ୍ଦ୍ରୀଭୂତ...ଆଗାମୀ ୧୮ ଘଣ୍ଟା ମଧ୍ୟରେ ବାତ୍ୟା ରୂପ ନେବା ସମ୍ଭାବନା...

Cyclone
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା 'ହାମୁନ୍'

ଏଥର ଅକ୍ଟୋବରରେ ବି ବାତ୍ୟାକୁ ଜନ୍ମଦେବ ବଙ୍ଗୋପସାଗର। ସୃଷ୍ଟି ହେବ ବାତ୍ୟା ‘ହାମୁନ୍’ । ଦଶରା ବେଳେ ଭାରତୀୟ ପାଣିପାଗ ବିଭାଗର ଏହି ଆକଳନ ଓଡ଼ିଶାବାସୀଙ୍କୁ ପୁଣି ଚିନ୍ତା ଓ ଆଶଙ୍କାରେ ପକାଇଥିବା ବେଳେ, ଆଶ୍ୱସ୍ତିର ବିଷୟ ହେଉଛି ଏହା ଓଡ଼ିଶା ଆଡ଼କୁ ଆସିବନି।

Cyclone
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା 'ହାମୁନ୍', ଦଶହରା ଓ ଭସାଣ ଉତ୍ସାହକୁ ଫିକା କରିବା ଆଶଙ୍କା

ବଙ୍ଗୋପ ସାଗରରେ ଦାନା ବାନ୍ଧୁଛି ସମ୍ଭାବ୍ୟ ଘୂର୍ଣ୍ଣିଝଡ଼। କାଲି ବାତ୍ୟା ବନିବା ପରେ ଏହାର ନାଁ ରହିବ 'ହାମୁନ୍'। ଇରାନ ଦେଇଥିବା ଏହି ନାଁର ଅର୍ଥ ମରୁଭୂମିର ଜଳାଶୟ।

Cyclone Alert
ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା !!

ସମୁଦ୍ରରେ ପବନର ବେଗ ସର୍ବାଧିକ ୮୦ କିମି ରହିପାରେ। ୨୭ ତାରିଖ ଯାଏଁ ସମୁଦ୍ର ଅଧିକ ଅଶାନ୍ତ ରହିବ।

Weather Forecast
ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ଦଶହରା ଓ ଭସାଣକୁ ଭିଜେଇବା ଆଶଙ୍କା

ଲଘୁଚାପ କ୍ଷେତ୍ର ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ....ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି...ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା...

Low pressure
ଫିକା ପଡ଼ିବ କି ପୂଜା ମଉଜ ? ଦାନା ବନ୍ଧୁଛି ଲଘୁଚାପ, ମହାଷଷ୍ଠୀରୁ ଆରମ୍ଭ ହେବ ବର୍ଷା !

ବିଶେଷ କରି ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, ନୟାଗଡ, ପୁରୀ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାରେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି ।

Weather Update
ଆସୁଛି ଲଘୁଚାପ ! ପୂଜାକୁ ଭସାଇବା ନେଇ ଆଶଙ୍କା ବଢ଼ିଲା..

୨୦ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ଆକଳନ କରାଯାଇଛି ।

El Niño
ଆସନ୍ତା ବର୍ଷ ସାରା ବିଶ୍ୱର ପାଣିପାଗ ବିଗାଡ଼ିପାରେ 'ସୁପର୍ ଏଲ୍ ନିନୋ'

୧୯୯୭-୯୮ ଓ ୨୦୧୫-୧୬ରେ ଏଭଳି ସ୍ଥିତି ଉପୁଜିଥିଲା ଏବଂ ବିଶ୍ୱସ୍ତରରେ ବନ୍ୟା ଓ ମରୁଡ଼ି ବିପତ୍ତି ଆସିଥିଲା । ତେବେ ଚିନ୍ତାର ବିଷୟ ହେଉଛି ଯେ, ଭାରତରେ ବି ଏହା ଗୁରୁତର ସଂକଟ ସୃଷ୍ଟି କରିପାରେ।