• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weather Updates

Weather
ଆଶ୍ୱସ୍ତି ଆଣିବ ବର୍ଷା, ମୌସୁମୀ ପାଇଁ ପାଗ ଅନୁକୂଳ; ୪ ଦିନରେ ଛୁଇଁବ!

ଆସନ୍ତା ୩ରୁ ୪ଦିନ ଭିତରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ । ପ୍ରଥମେ ଦକ୍ଷିଣ ଓଡ଼ିଶାକୁ ପ୍ରବେଶ କରିବ । ପରେ ଅନ୍ୟ ଅଞ୍ଚଳକୁ ସ୍ପର୍ଶ କରିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ।

4 feared dead in Uttarakhand
ଟ୍ରେକିଂ ପାଇଁ ଯାଇଥିଲେ, ବିଗିଡିଗଲା ପାଗ; ଅସହ୍ୟ ଥଣ୍ଡାରେ ଜୀବନ ହାରିଲେ ୪ ପର୍ବତାରୋହୀ

ଥଣ୍ଡା ହେତୁ ଚାରିଜଣ ଟ୍ରେକରଙ୍କ ମୃତ୍ୟୁ ହୋଇଯାଇଛି। ଉତ୍ତରକାଶୀ ଜିଲ୍ଲାପାଳ ମେହେରବାନ ସିଂ ବିଶଟ୍‌ଙ୍କ ସୂଚନା ଅନୁସାରେ, ଫସିଥିବା ଅନ୍ୟମାନଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଜାରି ରହିଛି।

Sun Stroke
ପ୍ରାଣଘାତୀ ସାଜିଛି ଅଂଶୁଘାତ, ୭୨ ଘଣ୍ଟାରେ ଗଲାଣି ୯୯ ଜୀବନ !

ଗତ ୭୨ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ୯୯ଟି ଅଂଶୁଘାତ ଜନିତ ମୃତ୍ୟୁ ଅଭିଯୋଗ ହୋଇଥିବା ବେଳେ ୨୦ଟି ସେଥିରୁ ଅଂଶୁଘାତ ନେଇ ସ୍ପଷ୍ଟ ହୋଇଥିବା ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।

Twin City Heavy Rain
ପ୍ରବଳ ବର୍ଷା ! ଭୁବନେଶ୍ୱର-କଟକରେ ବିଜୁଳି ଘଡ଼ଘଡ଼ି ସହ ଜୋରଦାର ପବନ..

କଟକର ବିଭିନ୍ନ ତଳିଆ ଅଞ୍ଚଳରେ ପାଣି ଜମିଥିବା ସୂଚନା ମିଳିଛି।

unnatural death
ଅସ୍ବାଭାବିକ ମୃତ୍ୟୁସଂଖ୍ୟା ୩୫କୁ ବୃଦ୍ଧି, ୬ ଜଣଙ୍କର ଅଂଶୁଘାତ ଜନିତ ମୃତ୍ୟୁ

ରାଉରକେଲା ସହରରେ ଅସ୍ବାଭାବିକ ମୃତ୍ୟୁ ସଂଖ୍ୟା ୩୫କୁ ବୃଦ୍ଧି । ୬ ଜଣଙ୍କ ମୃତ୍ୟୁ ଅଂଶୁଘାତ ଜନିତ ବୋଲି ସୂଚନା ଦେଇଛନ୍ତି ଅତିରିକ୍ତ ଜିଲ୍ଲାପାଳ ।

weather update
ଆସନ୍ତା ୫ ଦିନ ଯାଏଁ ତାତି ଓ ଗୁଳୁଗୁଳିରୁ ନିସ୍ତାର ନାହିଁ

ଆସନ୍ତା ୫ ଦିନ ଯାଏଁ ତାତି ଓ ଗୁଳୁଗୁଳିରୁ ନିସ୍ତାର ନାହିଁ । ଉପକୂଳ ଓଡ଼ିଶାରେ ଗୁଳୁଗୁଳି ଓ ତାତି ରହିବା ସମ୍ଭାବନା । ସୂଚନା ଦେଲେ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା

Electronics Device
ଅଧିକ ଖରା ପାଇଁ ଗରମ ହେଉଛି ଡିଭାଇସ୍, ଘର ପାଇଁ ସାଜୁଛି ବିପଦ

ଦେଶରେ ଚାଲିଛି ଭୟଙ୍କର ଗ୍ରୀଷ୍ମ ପ୍ରବାହ । ନିକଟରେ ଦିଲ୍ଲୀରେ ତାପମାତ୍ରା ୫୩ ଡିଗ୍ରୀ ଛୁଇଁଥିବା ବେଳେ ଓଡ଼ିଶାରେ ମଧ୍ୟ ବର୍ଷୁଛି ନିଆଁ । ଏହି ସମୟରେ ଅନେକ ଇଲେକ୍ଟ୍ରୋନିକ୍ସ ଫାଟିବାର ମଧ୍ୟ ଖବର ଆସୁଛି ।

Weather
ହିଟ୍ ୱେଭ୍ ଓ ଗୁଳୁଗୁଳିକୁ ନେଇ ସତର୍କ କାରଇଲେ ଏସଆରସି...

ଜଳୁଛି, ଜାଳୁଛି ଏଥରର ଖରା। ଚଳିତ ଗ୍ରୀଷ୍ମରେ ଏବେ ସୁଦ୍ଧା ରାଜ୍ୟରେ ଆସିଲାଣି ୯୬ଟି ଅଂଶୁଘାତ ଜନିତ ମୃତ୍ୟୁ ଅଭିଯୋଗ। ମେ ୩୦ ସୁଦ୍ଧା ୪୨ଟି ଅଭିଯୋଗ ଆସିଥିବା ବେଳେ, ଗତ ୪୮ଘଣ୍ଟାରେ ଅଂଶୁଘାତରେ ୫୪ ଜଣଙ୍କ ମୃତ୍ୟୁ ଅଭିଯୋଗ ହୋଇଛି।

Weather
ଖରା ପାଇଁ ଯାଉଛି ଜୀବନ, ଥମୁନି ମୃତ୍ୟୁ; ପିକ୍ ଆୱାର୍ ରେ ନବାହାରିବାକୁ ପରାମର୍ଶ

ଚଳିତ ଗ୍ରୀଷ୍ମରେ ଏବେ ସୁଦ୍ଧା ରାଜ୍ୟରେ ଆସିଲାଣି ୯୬ଟି ଅଂଶୁଘାତ ଜନିତ ମୃତ୍ୟୁ ଅଭିଯୋଗ । ମେ ୩୦ ସୁଦ୍ଧା ୪୨ଟି ଅଭିଯୋଗ ଆସିଥିବା ବେଳେ, ଗତ ୪୮ ଘଣ୍ଟାରେ ଅଂଶୁଘାତରେ ୫୪ ଜଣଙ୍କ ମୃତ୍ୟୁ ଅଭିଯୋଗ ହୋଇଛି ।

Sun Stroke
ମୃତ୍ୟୁର ଖେଳ ଖେଳୁଛି ଅସମ୍ଭାଳ ଗ୍ରୀଷ୍ମ ପ୍ରବାହ

ରାଜ୍ୟରେ ଏବେ ମୃତ୍ୟୁର ଖେଳ ଖେଳୁଛି ଗ୍ରୀଷ୍ମ ପ୍ରବାହ । ଘରୁ ଗୋଡ଼ କାଢ଼ିଲେ ସତେଯେମିତି ଭିଡ଼ି ନେଉଛି ମରଣର କୋରଡ଼କୁ ।

Weather
କାହିଁକି ଜୀବନ ଝାମ୍ପି ନେଉଛି ରୌଦ୍ର ନିଆଁ ?

କାହିଁକି ହଠାତ୍ ରୌଦ୍ର ନିଆଁ ଝାମ୍ପି ନେଉଛି ଜୀବନ । ରାଜ୍ୟରେ ଦୁଇ ଦିନରେ ୨୦ରୁ ଅଧିକ ଜୀବନହାନୀ ପରେ, ଓଡ଼ିଶାବାସୀଙ୍କୁ ଛାନିଆ କରିଛି ଓ ୧୯୯୮ ସ୍ଥିତି ବି ମନେ ପକାଇ ଦେଇଛି ।

Weather
କାହିଁକି ଜୀବନ ଝାମ୍ପି ନେଉଛି ରୌଦ୍ର ନିଆଁ ? ଅଂଶୁଘାତ ସତର୍କତାକୁ ହେୟଜ୍ଞାନ କି କାରଣ ?

କାହିଁକି ହଠାତ୍ ରୌଦ୍ର ନିଆଁ ଝାମ୍ପି ନେଉଛି ଜୀବନ । ରାଜ୍ୟରେ ଦୁଇ ଦିନରେ ୨୦ରୁ ଅଧିକ ଜୀବନହାନୀ ପରେ, ଓଡ଼ିଶାବାସୀଙ୍କୁ ଛାନିଆ କରିଛି ଓ ୧୯୯୮ ସ୍ଥିତି ବି ମନେ ପକାଇ ଦେଇଛି ।

Sun Stroke
ଜଳୁଛି ଜୀବନ, ମୃତ୍ୟୁର ଖେଳ ଖେଳୁଛି ଅସମ୍ଭାଳ ଗ୍ରୀଷ୍ମ ପ୍ରବାହ; ଗଲାଣି ୨୦ ଜୀବନ

ରାଜ୍ୟରେ ଏବେ ମୃତ୍ୟୁର ଖେଳ ଖେଳୁଛି ଗ୍ରୀଷ୍ମ ପ୍ରବାହ । ଘରୁ ଗୋଡ଼ କାଢ଼ିଲେ ସତେଯେମିତି ଭିଡ଼ି ନେଉଛି ମରଣର କୋରଡ଼କୁ ।

Weather Update
ତାତିରୁ ନାହିଁ ନିସ୍ତାର, ଆକାଶରୁ ବର୍ଷୁଛି ଅଗ୍ନି ! ହେ ପ୍ରଭୁ, ରକ୍ଷା କର ...

ଜଳୁଛି ପଶ୍ଚିମ ଓଡ଼ିଶା । ଆକାଶରୁ ଅଗ୍ନି ବର୍ଷା ହେଉଛି । ଦିନ ସାଢ଼େ ୨ଟା ସୁଦ୍ଧା ୪୫ ଡିଗ୍ରୀ ତାତିରେ ସିଝିଲା ସମ୍ବଲପୁର । ସେଠାରେ ସର୍ବୋଚ୍ଚ ତାପମାତ୍ରା ୪୫.୨ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି ।

Heat Wave
ଦିଲ୍ଲୀରେ ୫୨ଂ ଟପିଛି, ନାଗପୁରରେ ଏବେ ୫୬ଂ, ତାତିରେ ମଲେଣି ୫୪..!

ଦିଲ୍ଲୀରେ ଆଜି ଦିନ ସାଢ଼େ ୨ଟା ସୁଦ୍ଧା ତାପମାତ୍ରା ୫୨.୯ ଡିଗ୍ରୀରେ ପହଞ୍ଚିଥିବା ବେଳେ ନାଗପୁରରେ ୫୬ ଡିଗ୍ରୀ ପହଞ୍ଚିଛି । ଏଠାରେ ସତେ ଯେମିତି ଆକାଶରୁ ନିଆଁ ବର୍ଷୁଛି । ଅତି ଜରୁରୀ ନଥିଲେ ଲୋକେ ଘରୁ ଗୋଡ଼ କାଢ଼ିବାକୁ ଅମଙ୍ଗ ହେଉଛନ୍ତି । ଏମିତିକି ଏକ ପ୍ରକାର ଡରୁଛନ୍ତି । କାରଣ ଖରାରେ ସନ୍‌ସ୍ଟ୍ରୋକ୍‌ର ମାତ୍ରା ବି ବଢ଼ିବାରେ ଲାଗିଛି । 

Heat Wave
ବଢ଼ୁଛି ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା, ୧୮ ଜଣଙ୍କ ଜୀବନ ନେଲାଣି ଖରା !

ବଢ଼ିବାରେ ଲାଗିଛି ରାଜ୍ୟରେ ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା । ରାଉରକେଲା RGHରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଉରକେଲା RGHରେ ମୃତ୍ୟୁ ସଂଖ୍ୟା ୧୨ରେ ପହଞ୍ଚିଛି ।

heat Wave
ଜାଳୁଛି, ଜଳାଉଛି...ରାଜ୍ୟରେ କଲବଲ କରୁଛି ତାତି 

ଅସହ୍ୟ ତାତିରେ ଜଳୁଛି ଓଡ଼ିଶା। ବିଶେଷ ଭାବେ ପଶ୍ଚିମ ଓଡ଼ିଶାରେ ଅଧିକ ତାତି ଅନୁଭୂତ ହେଉଛି। ଗତକାଲି୪୭ ଡିଗ୍ରୀ ଛୁଇଁଥିଲା ଝାରସୁଗୁଡ଼ାର ପାରଦ। 

Heat wave
ଆକାଶରୁ ଖସୁଛି ନିଆଁ ଝୁଲ; ୪୬ ଡିଗ୍ରୀ ଉପରେ ରାଜ୍ୟର ୪ ସହର

ଛାଇ ଟିକେ ଖୋଜି ଥକା ମେଣ୍ଟାଉଛି ବାଘ। ଆଉ କିଏ ପଶିଛି ପାଣି କୁଣ୍ଡରେ। ଏପଟେ ହଂସମାନେ ଡରୁଛନ୍ତି ତତଲା ପାଣିରେ ପାଦ ରଖିବାକୁ। ଆଉ ହାତୀକୁ ଦରକାର ପଡ଼ୁଛି ଲଗାତର ୱାଟର ସ୍ପ୍ରେ। ଦିଲ୍ଲୀ ଚିଡ଼ିଆଖାନାରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି।

Heat wave
ରେକର୍ଡ ଭାଙ୍ଗୁଛି ହିଟ୍‌ୱେଭ୍‌

ଉତ୍ତର ଭାରତରେ ସବୁ ରେକର୍ଡ ଭାଙ୍ଗୁଛି ହିଟୱେଭ୍ । ଏପଟେ ରାଜ୍ୟରେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଆହୁରି ୩ ଦିନ ଗ୍ରୀଷ୍ମପ୍ରବାହ । ଉପକୂଳ ଓଡ଼ିଶାରେ ଆହୁରି ୫ ଦିନ ଗରମ ଓ ଗୁଳୁଗୁଳି...

Mansoon
କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଆଜି କେରଳ ଉପକୂଳରେ ମୌସୁମୀ ବାୟୁ ପ୍ରବେଶ କରିଛି । ଏହାସହ ଦେଶର ଉତ୍ତର ପୂର୍ବ ଭାଗକୁ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ସୂଚନା ମିଳିଛି ।

Heatwave
ଜଳୁଛି ପଶ୍ଚିମ ଓଡ଼ିଶା; ସକାଳୁ ସକାଳୁ ଅସହ୍ୟ ତାତି ସହ ପ୍ରବଳ ଗୁଳୁଗୁଳି

ଆଜି ସକାଳ ସାଢ଼େ ୮ଟାରେ ୩୯ ଡିଗ୍ରୀ ସହ ଭବାନୀପାଟଣା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଟିଟିଲାଗଡ଼ରେ ୩୮, ବଲାଙ୍ଗିର ୩୭.୪, ସୋନପୁର ଓ ଝାରସୁଗୁଡ଼ା ୩୬.୬, ହୀରାକୁଦରେ ୩୬.୪, ସମ୍ବଲପୁରରେ ୩୬.୨ ଓ ବୌଦ୍ଧରେ ୩୬ ଡିଗ୍ରୀ ତାତି ରେକର୍ଡ ହୋଇଛି।

Heat Wave
ଭାଙ୍ଗିଲା ସବୁ ରେକର୍ଡ ! ଗ୍ୟାସ୍‌ ଚୁଲାରେ ସିଝୁଛି ଦିଲ୍ଲୀ ସହର, ୫୨.୩ ଡିଗ୍ରୀ ଛୁଇଁଲା ପାରଦ...

ପ୍ରଶାସନ ପକ୍ଷରୁ ଚିନ୍ତାବ୍ୟକ୍ତ କରାଯିବା ସହ ବିହିତ ପଦକ୍ଷେପ ଗ୍ରହଣ କରାଯାଇଛି ।

Weather
ତାତିରୁ ନାହିଁ ତ୍ରାହି; ପଶ୍ଚିମରେ ଅଗ୍ନି, ଉପକୂଳରେ ଗୁଳୁଗୁଳି କରୁଛି ନୟାନ୍ତ

ପଶ୍ଚିମ ଆକାଶରୁ ଅଗ୍ନିବର୍ଷା । ଗୁଳୁଗୁଳିରେ ଛଟପଟ ଉପକୂଳ ଓଡ଼ିଶା । ଆହୁରି ତିନି ଦିନ ତାତିରୁ ତ୍ରାହି ନାହିଁ । ୩୧ ତାରିଖ ଯାଏ ଉପରମୁହାଁ ହେବ ପାରଦ । ଆସନ୍ତା ୩ ଦିନରେ ଦିନ ତାପମାତ୍ରା ୨-୪ ଡିଗ୍ରୀ ସେଲସିୟସ୍ ଯାଏ ବୃଦ୍ଧି ପାଇବ ।

HeatWave
କଲବଲ କରିବ ତାତି, ତାପମାତ୍ରା ୨ରୁ ୪ଡିଗ୍ରୀ ଯାଏ ବଢିବା ସମ୍ଭାବନା

ରାଜ୍ୟରେ ଆଗାମୀ ଦୁଇ ଦିନ କଲବଲ କରିବ ତାତି । ଦିନ ତାପମାତ୍ରା ୨ରୁ ୪ଡିଗ୍ରୀ ଯାଏ ବଢିବା ସମ୍ଭାବନା । ପ୍ରବଳ ଗରମ ଓ ଗୁଳୁଗୁଳିରେ ସନ୍ତୁଳି ହେବେ ଲୋକେ । ତେବେ ଗତକାଲି ରାଜ୍ୟର ୩ ସହରର ତାପମାତ୍ରା ୪୫ ଡିଗ୍ରୀ ଉପରେ ଥିଲା

Cyclone
ରେମାଲ ଛୁଇଁଲା ସ୍ଥଳଭାଗ, ଆସାମରେ ବିତ୍ପାତ; ଜଣେ ମୃତ, ୧୭ ଆହତ

ବାତ୍ୟା ରେମାଲ ପ୍ରଭାବରେ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁଁ ଆସାମର ଅନେକ ନଦୀର ଜଳସ୍ତର ବଢିଛି । ଡିମା-ହସାଓ ଜିଲ୍ଲାରେ ଲଗାଣ ବର୍ଷାରେ ହାଫଲଙ୍ଗ-ସିଲଚରକୁ ଯୋଡୁଥିବା ରାସ୍ତା ସଂପୂର୍ଣ୍ଣ ଧୋଇ ହୋଇଯାଇଛି ।