ପାଣିପାଗ ବିଭାଗ ପକ୍ଷରୁ ଆଜି ୯ଟି ଜିଲ୍ଲାକୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ସୁବର୍ଣ୍ଣପୁର ଓ ବୌଦ୍ଧ।
ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କନ୍ଧମାଳ ।
ବଦଳିଲା ପାଗରେ ମିଜାଜ୍ । କିଛି ଦିନର ତାତି ପରେ ରାଜ୍ୟରେ ଖସିଛି ପାରଦ ।
ବଜ୍ରପାତରେ ଜଳିଗଲେ ଯୁବକ । ଏଭଳି କିଛି ଘଟଣା ଘଟିଛି ବାଲେଶ୍ୱର ଭୋଗରାଇ ବ୍ଲକ ଟୁକୁରିହାଜିରା ଗାଁରେ ।
Weather Update Odisha: ଆସନ୍ତା ୧୯ ଏବଂ ୨୦ ତାରିଖରେ ରାଜ୍ୟରେ କାଳବୈଶାଖୀ ସମ୍ଭାବନା । ୪୦ରୁ ୫୦ କିମି ବେଗରେ ବହିପାରେ ପବନ ।
ମାଲକାନଗିରିରେ ତାପମାତ୍ରା ୩୮.୮, ଝାରସୁଗୁଡ଼ାରେ ୩୮.୭ । ରାଜ୍ୟର ପ୍ରାୟ ୩୯ ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ।
କାଳବୈଶାଖୀ ବର୍ଷା ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି।
ରାଜ୍ୟରେ ଉପରମୁହାଁ ପାରଦ । ମେଘମୁକ୍ତ ଆକାଶ ସହ ବାୟୁମଣ୍ଡଳରେ ଶୁଷ୍କତା ବୃଦ୍ଧି ପାଇଁ ତାତି ବଢିଛି । ଆଗକୁ ସ୍ୱାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ।
ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର,ପାରଳାଖେମୁଣ୍ଡି, ଟିଟିଲାଗଡ, ଭବାନୀପାଟଣା, ମାଲକାନଗିରିରେ ତାପମାତ୍ରା ଅଧିକ ରହିପାରେ ।
୨ ଦିନ ପରେ ପୁଣି ବଢିବ ତାତି। ୪ ରୁ ୬ ଡ଼ିଗ୍ରୀ ଯାଏଁ ତାପମାତ୍ରା ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି।
ରାଜ୍ୟରେ ଉପର ମୁହାଁ ପାରଦ । ୧୧ ସହରରେ ସର୍ବୋଚ୍ଚ ଦିନ ତାପମାତ୍ରା ୩୬ ଡିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଛି । ତେବେ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିରେ ସର୍ବୋଚ୍ଚ ଦିନ ତାପମାତ୍ରା ୩୮ ଡିଗ୍ରୀ ରେକର୍ଡ ହୋଇଛି ।
ରାଜ୍ୟରେ ବଢିଛି ତାପମାତ୍ରା । ୩୮ ଡିଗ୍ରୀ ଟପିଲା ପାରଦ। ଏପଟେ ଆଗାମୀ ୩ ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷାର ସମ୍ଭାବନା ରହିଛି ।
ତାତିରେ ଲାଗିବ କି ବ୍ରେକ୍ ? ଗତକାଲି ପଶ୍ଚିମା ଝଡ଼ ପ୍ରଭାବରେ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇଥିବା ବେଳେ, ପୁଣି ୭ ତାରିଖରୁ ବର୍ଷା ସମ୍ଭାବନା ରହିଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଅନୁଗୁଳ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
କିଛି ଦିନ ଧରି ରାଜ୍ୟର କିଛି ସ୍ଥାନରେ ହାଲୁକା ବର୍ଷା ହୋଇଥିଲା, ଏବେ ଆକାଶରୁ ମେଘ ହଟିଯିବା ପରେ ତାପମାତ୍ରା ବଢିଛି।
ସ୍ୱାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ବଢିବ ରାତି ତାପମାତ୍ରା। ୪ ତାରିଖ ପରେ ପଶ୍ଚିମା ଝଡ଼ର ସମ୍ଭାବନା ରହିଛି।
ବର୍ତ୍ତମାନ ବାଲେଶ୍ୱରରେ ଡଫ୍ଲର ରାଡାର କାମ ଅଧା ଶେଷ ହୋଇଛି। ସମ୍ବଲପୁରରେ ଉପକରଣ ମଧ୍ୟ ପହଞ୍ଚିସାରିଛି।
ବଢୁଥିବା ତାତିରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି । ମେଘୁଆ ପାଗ ସହ ଗତକାଲି ରାତିରୁ ରାଜଧାନୀ ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳରେ ହୋଇଛି ବର୍ଷା ।
ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଆଉ କିଛି ଅଞ୍ଚଳରେ ତାତି ବଢିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଗତକାଲି ରାଜଧାନୀ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୩୬.୪ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ୧୫ଟି ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିଲା ।
ବିଶେଷ କରି କୋରାପୁଟ, ମୟୂରଭଞ୍ଜ, ଢେଙ୍କାନାଳ, ଖୋର୍ଦ୍ଧା, ବୌଦ୍ଧ, ଗଞ୍ଜାମ, କନ୍ଧମାଳ ଓ ପୁରୀରେ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର ।
ପାଣିପାଗ ବିଶେଷଜ୍ଞଙ୍କ ମତ, ଫେବ୍ରୁଆରୀରେ ଏଭଳି ତାତି ରାଜ୍ୟରେ ନୂଆ ନୁହେଁ । ଏହାପୂର୍ବରୁ ୨୦୧୬ରେ ଭୁବନେଶ୍ୱରରେ ଫେବ୍ରୁଆରୀ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିଲା ।
ପାଣିପାଗ ବିଶେଷଜ୍ଞଙ୍କ ମତ, ଫେବ୍ରୁଆରୀରେ ଏଭଳି ତାତି ରାଜ୍ୟରେ ନୂଆ ନୁହେଁ । ଏହାପୂର୍ବରୁ ୨୦୧୬ରେ ଭୁବନେଶ୍ୱରରେ ଫେବ୍ରୁଆରୀ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିଲା ।
ରାଜ୍ୟକୁ ଶୁଷ୍କ ବାୟୁ ପ୍ରବାହ ଜାରି ଥିବାରୁ ଉଭୟ ରାତି ଓ ଦିନର ତାପମାତ୍ରା ବଢୁଥିବା ବିଭାଗ ପକ୍ଷରୁ କୁହାଯାଇଛି। ଅନ୍ୟପଟେ ଆସନ୍ତା ୨୨ରୁ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ।
ବଙ୍ଗୋପସାଗରରେ ସୃଷ୍ଟି ଗୁରୁଚାପ ବଳୟ ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି।
ଓଡିଶା ଉପକୂଳ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଗୁରୁଚାପ ବଳୟ ପ୍ରଭାବରେ ଏହି କୁହୁଡ଼ି ଦେଖିବାକୁ ମିଳିଛି।