• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weather Updates

Delhi Floods update
ଯମୁନା ବନ୍ୟାରେ ଉବୁଟୁବୁ ନୂଆଦିଲ୍ଲୀ; ଘରଠୁ ସଚିବାଳୟ ଯାଏଁ ସବୁଠି ପାଣି

ଗୋଟିଏ କି ଦୁଇଟି ନୁହେଁ ବସ୍, ଟ୍ରକ, କାର୍ ସବୁ ଏବେ ପାଣି ଘେରରେ । କାଶ୍ମୀର ଗେଟରୁ ଆଇଟିଓକୁ ଯାଉଥିବା ବେଳେ ହଠାତ୍ ଫ୍ଲାଏଓଭର ତଳ ରାସ୍ତାରେ ପାଣି ଜମିବାରୁ ଏଭଳି ସ୍ଥିତି ଉପୁଜିଛି । କୌଣସି ବାଟ ନପାଇ ଶେଷରେ ନିଜ ନିଜ ଗାଡ଼ିକୁ ଏଠି ଥୋଇ ଲୋକେ ଆଶ୍ରୟ ନେଇଛନ୍ତି ।

yamuna
କି ଅବସ୍ଥା ହେଲା ! ମୁଖ୍ୟମନ୍ତ୍ରୀଙ୍କ ଘର ପର୍ଯ୍ୟନ୍ତ ପହଞ୍ଚିଲା ବନ୍ୟା ପାଣି

କେନ୍ଦ୍ର ସରକାରଙ୍କ ସହାୟତା ଲୋଡ଼ିଲେ କେଜ୍ରିୱାଲ,ବନ୍ୟା ସ୍ଥିତି ନେଇ ବୈଠକ ଡାକିଲେ ଉପରାଜ୍ୟପାଳ।

Yamuna river
ଉଛୁଳୁଛି ଯମୁନା ନଦୀ, ଦିଲ୍ଲୀରେ ୪୫ ବର୍ଷର ରେକର୍ଡ ଭାଙ୍ଗିଲା ଜଳସ୍ତର

ଇଷ୍ଟ ଦିଲ୍ଲୀ ଓ ସେଣ୍ଟ୍ରାଲ ଦିଲ୍ଲୀ ମଧ୍ୟରେ ଯାତାୟତ ପ୍ରଭାବିତ । ପଞ୍ଜାବରେ ପାଣିଘେରରେ ଥିବା ଶତାଧିକ ଲୋକଙ୍କୁ ଉଦ୍ଧାର କଲା ବିଏସଏଫ୍ ।

rain deficit
ଧାରା ଶ୍ରାବଣରେ ମୁଣ୍ଡରେ ହାତ ଦେଇ ବସିଛି ଚଷାପୁଅ, ମାଟି ଫାଟି ଆଁ

ଏମିତି ସ୍ଥିତିରେ ସ୍ୱଳ୍ପମିଆଦୀ ଧାନ ଚାଷ ଲାଗି ପରାମର୍ଶ ଦେଲେଣି କୃଷି ବିଶେଷଜ୍ଞ। ହେଲେ ସରକାର କହୁଛନ୍ତି, ଏବେ ବି ମରୁଡ଼ି ସ୍ଥିତି ଆସିନି। ଉପଯୁକ୍ତ ସମୟରେ ପଦକ୍ଷେପ ନେବେ ସରକାର।…

Rain-battered north India
ମନାଲିକୁ ଖିନଭିନ୍ କରିଦେଲା ପ୍ରକୃତିର କରାଳ ରୂପ: ଫସିଛନ୍ତି ହଜାର ହଜାର ପର୍ଯ୍ୟଟକ

ଖାଲି ଏହି ଗୋଟିଏ ଜାଗା ନୁହେଁ, ହିମାଚଳ ପ୍ରଦେଶରେ ଅନେକ ସ୍ଥାନରେ ଏଭଳି ସ୍ଥିତି। ଜାଗା ଜାଗାରେ ଭୂସ୍ଖଳନ ସହ ନଦୀ ନାଳ ଉପରେ ଥିବା ପୋଲ ଏବଂ ରାସ୍ତା ଧୋଇଯିବା ଯୋଗୁଁ ଫସିଛନ୍ତି ହଜାର ହଜାର ପର୍ଯ୍ୟଟକ। ନା ଆଗକୁ ଯାଇ ହେଉଛି, ନା ପଛକୁ ଫେରି ପାରୁଛନ୍ତି। 

rain deficit
ଶ୍ରାବଣରେ ଜମି ଫାଟି ଆଁ,ରାଜ୍ୟର ୨୮ ଜିଲ୍ଲାରେ ନିଅଣ୍ଟିଆ ବର୍ଷା

ଶ୍ରାବଣ ଅଧାରେ ପ୍ରାୟ ୪୦ % ଜମିରେ ଆରମ୍ଭ ହୋଇନି ଧାନଚାଷ । ସ୍ୱଳ୍ପ ମିଆଦୀ ଧାନ ଚାଷ ପାଇଁ ବିଶେଷଜ୍ଞଙ୍କ ପରାମର୍ଶ । ରାଜ୍ୟ ସରକାର କହିଲେ, ଏଯାଏଁ ଆସିନି ମରୁଡ଼ି ସ୍ଥିତି । ସ୍ଥିତି ଉପରେ ନଜର ରଖିଛୁ, ଆବଶ୍ୟକ ହେଲେ ପଦକ୍ଷେପ ନିଆଯିବ ।

flood condition
ଉତ୍ତର ଭାରତରେ ବର୍ଷା ବିତ୍ପାତ; ମୃତ୍ୟୁସଂଖ୍ୟା ୯୧କୁ ବୃଦ୍ଧି

ମଙ୍ଗଳବାର ଆଉ ୨୧ ଜଣଙ୍କ ମୃତ୍ୟୁକୁ ମିଶାଇ ସଂଖ୍ୟା ୯୧କୁ ବୃଦ୍ଧି । ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଜାମ୍ମୁ-କାଶ୍ମୀରରେ ବନ୍ୟା ସ୍ଥିତି ।

  • Wednesday, 12 July 2023
Heavy rainfall in bhubaneswar
ପାଗରେ ପରିବର୍ତ୍ତନ: ରାଜଧାନୀରେ ମୂଷଳ ଧାରାରେ ବର୍ଷା

ଆଜିର ବର୍ଷା ରାଜଧାନୀବାସିଙ୍କୁ ପ୍ରଚଣ୍ଡ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ଦେଇଛି।

Heavy rains
ରେଡ୍ ଆଲର୍ଟ ଜାରି ହୋଇଥିବା ହିମାଚଳରେ ହାହାକାର ସ୍ଥିତି, ଉବୁଟୁବୁ ଉତ୍ତରାଖଣ୍ଡ

ରେଡ୍ ଆଲର୍ଟ ଜାରି ହୋଇଥିବା ହିମାଚଳରେ ହାହାକାର ସ୍ଥିତି, ଉବୁଟୁବୁ ଉତ୍ତରାଖଣ୍ଡ । ଅବିଶ୍ରାନ୍ତ ମୌସୁମୀ ବର୍ଷା ସମଗ୍ର ଉତ୍ତର ଭାରତରେ ରଚିଛି ପ୍ରଳୟ। ବହୁ ନଦୀ ଫୁଲିବା ଫଳରେ ବନ୍ୟାସ୍ଥିତି ଭୟଙ୍କର ରୂପ ଧାରଣ କରିଥିବା ବେଳେ, ଭୂସ୍ଖଳନ ଯୋଗୁଁ ଗମନାଗମନ ବାଧାପ୍ରାପ୍ତ ହୋଇଛି

Heavy rainfall
ଜମ୍ମୁ କାଶ୍ମୀର, ଉତ୍ତରାଞ୍ଚଳ, ହିମାଚଳପ୍ରଦେଶ ଭଳି ରାଜ୍ୟରେ ଜଳପ୍ରଳୟ

ଜମ୍ମୁ କାଶ୍ମୀର, ଉତ୍ତରାଞ୍ଚଳ, ହିମାଚଳପ୍ରଦେଶ ଭଳି ରାଜ୍ୟରେ ଜଳପ୍ରଳୟ ଦେଖାଦେଇଛି। ଲଗାଣ ବର୍ଷା ଏବଂ ଭୂସ୍ଖଳନ ଯୋଗୁ ଅନେକ ସ୍ଥାନରେ ରାସ୍ତାଘାଟ ବନ୍ଦ ହୋଇ ଯାତାୟତ ଠପ୍ ହୋଇଯାଇଛି। କିଛି ନଦୀରେ ଜଳସ୍ତର ବୃଦ୍ଧି ହୋଇ ସୃଷ୍ଟି କରିଛି ବନ୍ୟା ସ୍ଥିତି

drought possibility looming large over odisha
ରାଜ୍ୟରେ ମରୁଡ଼ି ଶଙ୍କା ଜଳ ଜଳ: ଶୀଘ୍ର ବର୍ଷା ନହେଲେ ଜଳିଯିବ ଧାନ ତଳି

ସ୍ଥିତି ଆହୁରି ସଂଗୀନ ମୟୂରଭଞ୍ଜ ଜିଲ୍ଲାର କପ୍ତିପଦା ଅଞ୍ଚଳରେ, ଏଠି ତ ଶହ ଶହ ଏକର ଜମିରେ ଏଯାଏଁ ହଳ ବି ପଶିନି। ହିଡ଼ ମୁଣ୍ଡରେ ବର୍ଷାକୁ ଚାହିଁ ଚାହିଁ ଚାଷୀର ନିଦ ହଜିଗଲାଣି।

Land Slide and Heavy Rain In JK
ଜମ୍ମୁ କାଶ୍ମୀରରେ ପ୍ରବଳ ବର୍ଷା, ଭାସିଗଲେ ଦୁଇ ଯବାନ

ସର୍ଚ୍ଚ ଅପରେସନ୍ ଓ ଉଦ୍ଧାର କାର୍ଯ୍ୟ ଜାରି । ଉଦ୍ଧାମପୁରରେ ବର୍ଷା ଓ ଭୂସ୍ଖଳନ ।

Delhi Heavy Rain
ବର୍ଷାରେ ବେହାଲ୍ ଦିଲ୍ଲୀ , ଜୁଆଡ଼େ ଦେଖିବ ଖାଲି ପାଣି ଆଉ ପାଣି

ପ୍ରବଳ ବର୍ଷାରୁ ଅନେକ ଅଂଚଳ ଜଳମଗ୍ନ । ରାସ୍ତାରେ ବୁଡ଼ିଗଲା ଅଟୋ । ଘଣ୍ଟା ଘଣ୍ଟା ଧରି ଅଟକିଲା ଗାଡ଼ି ।

Heavy Rain
ଏହି ୧୨ ଜିଲ୍ଲାରେ ପ୍ରବଳ ବର୍ଷିବ...

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ମୟୂରଭଂଜ ଦେଓଗଡ଼, ସୁନ୍ଦରଗଡ଼କୁ ୟେଲୋ ୱାର୍ଣ୍ଣିଂ ।

yellow warning
୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ

ଆଭ୍ୟନ୍ତରୀଣ ସହ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Weather News
୪୦%ରୁ କମ୍ ବର୍ଷା ହୋଇଥିବା ୯ ଜିଲ୍ଲାରେ ସ୍ଥିତି ସଂଗୀନ...

ପାଣିପାଗ ବିଭାଗର ଆଶ୍ୱାସନା, ଶୀଘ୍ର ସ୍ୱାଭାବିକ ହେବ ସ୍ଥିତି ।

Odisha Farmers stare at uncertainty over scanty rainfall
୧୮ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ: ବର୍ଷା ଅଭାବରୁ ଚାଷ କାର୍ଯ୍ୟରେ ଗୁରୁତର ବାଧା

ରାୟଗଡ଼ା, ମାଲକାନଗିରି ଓ ଗଜପତିରେ ଉଣା ଅଧିକେ ସବୁଠି ସମାନ ସ୍ଥିତି। କୋଉଠି ହାଲୁକା ବର୍ଷା ପରେ ଏବେ ଏବେ ଜମି ହଳ ହେଉଛି ତ କେଉଁଠି ଖରାରେ ତଳି ଶୁଖି ଜଳିଗଲାଣି। ଆଗକୁ ଭଲ ବର୍ଷା ନହେଲେ, ଚାଷକୁ ଆଉ ଚାଷୀର ଭରସା ପାଉନି।

heavy rains
ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା : ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉପକୂଳ,ଉତ୍ତର ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ସମ୍ଭାବନା ।

Heavy Rainfall Alert To Various Districts Of Odisha
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷିବ !

ଘୂର୍ଣ୍ଣିବଳୟ  ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷାର ପରିମାଣ ବଢ଼ିପାରେ। ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

heavy rainfall
ଆଜିଠୁ ବଢିବ ବର୍ଷାର ପରିମାଣ !

ବଙ୍ଗୋପ ସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ପ୍ରଭାବରେ ଆଜିଠାରୁ ବର୍ଷାର ପରିମାଣ ବଢ଼ିପାରେ ।

absence of monsoon rain
ଘୂର୍ଣ୍ଣିବଳୟ ହେଲେ ୪ରୁ ବର୍ଷା ବଢ଼ିବା ଅନୁମାନ

ଧାରା ଶ୍ରାବଣରେ ମୌସୁମୀ ଉଭାନ। କେଉଁଠି ଜମିରେ ହଳ ପଶିନି ତ କେଉଁଠି ଧାନ ତଳି ବଞ୍ଚାଇବାକୁ ଚାଷୀର ପ୍ରାଣମୂର୍ଛା ଉଦ୍ୟମ। ଜୁନରୁ ଏଯାଏଁ ସ୍ୱାଭାବିକଠାରୁ ୨୯ ପ୍ରତିଶତ କମ୍ ବୃଷ୍ଟିପାତ। ଘୂର୍ଣ୍ଣିବଳୟ ହେଲେ ୪ରୁ ବର୍ଷା ବଢ଼ିବା ଅନୁମାନ।

Rainfall increase from 4th July
ସକ୍ରିୟ ହେବ ମୌସୁମୀ ! କାଲିଠୁ ବଢିବ ବର୍ଷାର ପରିମାଣ

ଆଷାଢ଼ ସରିଲା, କାଲିଠୁ ଶ୍ରାବଣ। ହେଲେ ଧାନ ଚାଷର ଚିହ୍ନବର୍ଣ୍ଣ ନାହିଁ। ଯେଉଁ ସମୟରେ ରୁଆ, ବେଉଷଣରେ ଚାଷୀ ମାତିବା କଥା ସେଠି କିନ୍ତୁ ଗଜା ଧାନ ବଞ୍ଚାଇବାକୁ ସଂଘର୍ଷ ଚଳାଇଛି।

Rain
ରାଜ୍ୟରେ ଏବେ ସୁଦ୍ଧା ବର୍ଷା ଅଭାବ

ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Today Heavy Rain Alert To 7 Districts Of Odisha
ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷିବ ! ସତର୍କ କଲା ପାଣିପାଗ ବିଭାଗ...

ଗତ କିଛି ଦିନ ହେଲା ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ହେଲେ ଏହାରି ଭିତରେ ପୁଣି ଥରେ ବର୍ଷା ହେବା ସମ୍ଭାବନା ରହିଛି। 

Weather News
ଗୁଳୁଗୁଳି କମିବ.. ଆଗକୁ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା

ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ । ଆସନ୍ତାକାଲିଠୁ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ।