• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weather Updates

 Baitarani river flowing above danger mark
ବିପଦ ସଙ୍କେତ ଉପରେ ବୈତରଣୀ : ସକାଳ ୬ଟା ସୁଦ୍ଧା ଜଳସ୍ତର ୧୯. ୮୮ମିଟର

ତଳିଆ ଅଞ୍ଚଳ ଲୋକଙ୍କୁ ଉଚ୍ଚ ସ୍ଥାନକୁ ଆସିବାକୁ ପରାମର୍ଶ । ଭଣ୍ଡାରି ପୋଖରୀରୁ ଯାଜପୁରକୁ ଯୋଗାଯୋଗ ବିଚ୍ଛିନ୍ନ ।

heavy rainfall
ପଶ୍ଚିମ ଓଡ଼ିଶାରେ ବର୍ଷା ବିତ୍ପାତ : କେଉଁଠି ରାସ୍ତାରେ ପାଣି, ତ ଆଉ କେଉଁଠି ବୁଡ଼ିଛି ପୋଲ

ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ବନ୍ୟା ସ୍ଥିତି । ବହୁ ଅଞ୍ଚଳ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ।

Schools Closed
ଆସନ୍ତାକାଲି ସ୍କୁଲ ବନ୍ଦ; ରାଜ୍ୟରେ ଏହି ସମସ୍ତ ଜିଲ୍ଲା ପାଇଁ ଛୁଟି ଘୋଷଣା

ଲଗାଣ ବର୍ଷା ଓ ବନ୍ୟା ସ୍ଥିତି ଯୋଗୁଁ ଆସନ୍ତାକାଲି ସ୍କୁଲ ଛୁଟି ଘୋଷଣା ହୋଇଛି । ରାଜ୍ୟର ୯ଟି ଜିଲ୍ଲାରେ ସରକାରୀ ଓ ବେସରକାରୀ ସ୍କୁଲ ଗୁଡ଼ିକ ଆସନ୍ତାକାଲି ଛୁଟି ରହିବ ।

Odisha Rain
ଲଗାଣ ବର୍ଷା ତାଉରେ ବେହାଲ୍ ସାରା ରାଜ୍ୟ; ଟିକିଏ ଥମୁଛି, ପୁଣି ନିର୍ଧୂମ୍ କାଚୁଛି

କୁରୁମୁଣ୍ଡା ନାଳ ଉପରେ ପାଞ୍ଚ ଫୁଟ ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ମନମୁଣ୍ଡା-ଶଗଡା ମଧ୍ୟରେ ଯୋଗାଯୋଗ ବି ଠପ୍ ହୋଇଛି । ବୌଦ୍ଧ ଜିଲ୍ଲାର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ ହୋଇଛି । ସହରର ତଳିଆ ଅଞ୍ଚଳରେ ବର୍ଷା ପାଣି ଲୋକଙ୍କ ଘରେ ପଶି ଜୀବନ ଅସ୍ତବ୍ୟସ୍ତ କରିଛି ।

Odisha Rain
ଲଗାଣ ବର୍ଷା ତାଉରେ ବେହାଲ୍ ସାରା ରାଜ୍ୟ; ଟିକିଏ ଥମୁଛି, ପୁଣି ନିର୍ଧୂମ୍ କାଚୁଛି

କୁରୁମୁଣ୍ଡା ନାଳ ଉପରେ ପାଞ୍ଚ ଫୁଟ ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ମନମୁଣ୍ଡା-ଶଗଡା ମଧ୍ୟରେ ଯୋଗାଯୋଗ ବି ଠପ୍ ହୋଇଛି । ବୌଦ୍ଧ ଜିଲ୍ଲାର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ ହୋଇଛି । ସହରର ତଳିଆ ଅଞ୍ଚଳରେ ବର୍ଷା ପାଣି ଲୋକଙ୍କ ଘରେ ପଶି ଜୀବନ ଅସ୍ତବ୍ୟସ୍ତ କରିଛି ।

Car In Canal
ବର୍ଷା ବିତ୍ପାତ ! ଚଳନ୍ତା କାର ଯାଇ ସିଧା କେନାଲରେ ପଡ଼ିଲା

ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି ।

Baitarani River In Flood Situation
ବଢ଼ୁଛି ନଦୀର ଜଳସ୍ତର ! ସକାଳ ୧୦ଟା ସୁଦ୍ଧା ମୁଣ୍ଡୁଳିରେ ପହଞ୍ଚିବ ୬ଲକ୍ଷ କ୍ୟୁସେକ ବନ୍ୟାଜଳ

ସନ୍ଧ୍ୟା ସୁଦ୍ଧା ଆଖୁଆପଦାରେ ବନ୍ୟାଜଳ ବିପଦ ସଙ୍କେତ ଟପିବ। ତେଣୁ ବୈତରଣୀ ନଦୀକୁ ଛାଡ଼ିଦେଲେ ଅନ୍ୟ ନଦୀରେ ବନ୍ୟା ସ୍ଥିତି ନାହିଁ।

Heavy rain
୧୭ ଜିଲ୍ଲାରେ ନିର୍ଧୁମ ବର୍ଷିବ ! ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ SRC

ଆଗାମୀ ଦୁଇ ଦିନ ଅଧିକରୁ ଅଧିକ ବର୍ଷା ଆଶଙ୍କା ଥିବାରୁ କେନ୍ଦୁଝର ଓ ସମ୍ୱଲପୁରରେ ଓଡ୍ରାଫ ଟିମ୍ ସହ ଭଦ୍ରକ ଓ ଯାଜପୁରରେ NDRF ଟିମ ମୁତୟନ ରହିବେ।

Heavy rain
ଭାସିଲାଣି ବୌଦ୍ଧ ! ଫୁଲବାଣୀ-ସୋନପୁର ଉବୁଟୁବୁ

ପ୍ରବଳ ବର୍ଷା ଯୋଗୁଁ ଅନୁଗୁଳ ସହରର ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇଛି । ସହରର ବିଭିନ୍ନ ତଳିଆ ଅଞ୍ଚଳରେ ବର୍ଷାଜଳ ପ୍ରବାହିତ ହେଉଥିବା ଦେଖିବାକୁ ମିଳିଛି । ସହରର ବ୍ରାହ୍ମଣଦେଇପଡ଼ା ସହ ଏକାଧିକ ୱାର୍ଡରେ ପଶିଛି ପାଣି ।

ବୌଦ୍ଧରେ ସର୍ବାଧିକ ୩୯୦ ମିଲିମିଟର ବର୍ଷା
ବୌଦ୍ଧରେ ସର୍ବାଧିକ ୩୯୦ ମିଲିମିଟର ବର୍ଷା

ବୌଦ୍ଧରେ ସର୍ବାଧିକ ୩୯୦ ମିଲିମିଟର ବର୍ଷା । ଗତ ୨୪ ଘଣ୍ଟାରେ ବୌଦ୍ଧରେ ସର୍ବାଧିକ ୩୯୦.୬ ମିମି ବର୍ଷା ରେକର୍ଡ । ସେହିପରି ୨୦ଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି । ୫୦ଟି ସ୍ଥାନରେ ଅତିପ୍ରବଳ, ୬୧ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି

  • Wednesday, 02 August 2023
  • Boudh
SRCଙ୍କ ବର୍ଷା ସ୍ଥିତି ସମୀକ୍ଷା
SRCଙ୍କ ବର୍ଷା ସ୍ଥିତି ସମୀକ୍ଷା

ରାଜ୍ୟରେ ଲଗାଣ ବର୍ଷା ସ୍ଥିତି ନେଇ SRCଙ୍କ ସମୀକ୍ଷା । ବିଭିନ୍ନ ଜିଲ୍ଲାର ସ୍ଥିତିକୁ ନେଇ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ଏସଆରସି । ପ୍ରଭାବିତ ଲୋକଙ୍କୁ ଆବଶ୍ୟକୀୟ ସହାୟତା ଯୋଗାଇ ଦେବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି। ଆବଶ୍ୟକ ସ୍ଥଳେ ରାସ୍ତା କ୍ଲିଅର କରିବାକୁ ଟିମ୍ ମୁତୟନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି

rainfall
‘ଭଡା ଦେଇକି ଜିନିଷ ନଷ୍ଟ, ଜାଣି ପାରିଲୁନି ରହିଗଲୁ’

ଏତେ ପ୍ରବଳ ବର୍ଷା ହୋଇଛି ଯେ ଘରେ ଘରେ ପାଣି ପଶିଯାଇଛି । ରାସ୍ତାରେ ପାଣିର ସୁଅ । ଉଠି ଆସିଛନ୍ତି ମାଛ

Woman rescued
'ମତେ ଭଗବାନ ସାହା ହେଲେ'

ଡ୍ରେନରେ ଭାସିଯାଉଥିବା ବେଳେ ଅଳ୍ପକେ ବର୍ତ୍ତିଲେ ଶିକ୍ଷୟତ୍ରୀ । କହିଲେ ମତେ ଭଗବାନ ସାହା ହେଲେ

ମାଆ ପାଟଣେଶ୍ୱରୀ ମନ୍ଦିରରେ ପଶିଲା ପାଣି
ମାଆ ପାଟଣେଶ୍ୱରୀ ମନ୍ଦିରରେ ପଶିଲା ପାଣି

ମାଆ ପାଟଣେଶ୍ୱରୀ ମନ୍ଦିରରେ ପଶିଲା ପାଣି । ଡ୍ରେନରେ ପାଣି ନିଷ୍କାସନ ହୋଇନପାରି ମନ୍ଦିର ଭିତରକୁ ପଶିଛି । ଯାହା ଫଳରେ ନୀତିକାନ୍ତି ବନ୍ଦ ରହିଛି ।

Landslide
ଜୁଡିଆ ଘାଟିରେ ଭୂସ୍ଖଳନ, ଅଳ୍ପକେ ବର୍ତ୍ତିଲା ଟ୍ରକ

ପ୍ରବଳ ବର୍ଷାରେ ପାହାଡରୁ ଖସିଲା ବିରାଟ ପଥର । ରାସ୍ତାରେ ଯାଉଥିବା ଟ୍ରକ ଅଳ୍ପକେ ବର୍ତ୍ତିଲା

woman rescues
ନଦୀ ଟାପୁରେ ଫସିଗଲେ ମହିଳା, ଉଦ୍ଧାର କଲା ଅଗ୍ନିଶମ ବାହିନୀ

ନଦୀରେ ଗାଧୋଉଥିବା ସମୟରେ ଅଚାନକ ପାଣି ଆସିବାରୁ ନଦୀ ମଝିରେ ଥିବା ଟାପୁରେ ଫସି ରହିଲେ ମହିଳା | ଅଗ୍ନିଶମ ବିଭାଗ କଲା ଉଦ୍ଧାର | ଏବେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଅଛି

  • Wednesday, 02 August 2023
  • NDRF
Red alert in parts of Odisha
ପ୍ରବଳରୁ ଅତି ପ୍ରବଳ ବର୍ଷିବ, ୧୦ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

ତଳିଆ ଅଞ୍ଚଳରେ ପାଣି ଜମିବା ସହ ଫ୍ଲାସ୍ ଫ୍ଲଡ୍‌ ଆଶଙ୍କା ମଧ୍ୟ ରହିଛି

heavy rainfall
ବୌଦ୍ଧକୁ ବୁଡ଼ାଇଲା ବର୍ଷା, ୨୪ ଘଣ୍ଟାରେ ସର୍ବାଧିକ ୩୯୦.୬ ମିମି ବର୍ଷା ରେକର୍ଡ

୨୦ଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ରେକର୍ଡ । ୫୦ଟି ସ୍ଥାନରେ ଅତିପ୍ରବଳ, ୬୧ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ।

Heavy Rainfall In Odisha
ରାଜ୍ୟରେ ବର୍ଷା ବିତ୍ପାତ : ଆଜି ୧୧ ଜିଲ୍ଲାରେ ସ୍କୁଲ ଛୁଟି

ସବୁ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା

School Close
ଲଗାଣ ବର୍ଷା ପାଇଁ ଆଜି ୫ ଜିଲ୍ଲାରେ ସ୍କୁଲ ଛୁଟି

ବନ୍ଦ ରହିବ ସବୁ ସରକାରୀ ଓ ବେସରକାରୀ ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର ।

Rainfall Alert
ସାବଧାନ !! ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଏବଂ ସୁନ୍ଦରଗଡ଼ ଏହି ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି ।

Jagannath Temple
ବାଇଶି ପାହାଚରେ ପ୍ରବଳ ପାଣି, ବଡଦାଣ୍ଡରେ ଛୁଟିଲା ସୁଅ

ଗତ ସନ୍ଧ୍ୟାରେ ଏ ହେଉଛି ବାଇଶି ପାହାଚର ଦୃଶ୍ୟ । ପ୍ରବଳ ବର୍ଷାରେ ପାଣିର ସୁଅ କେତେ ଦେଖିପାରୁଥିବେ । ବଡଦାଣ୍ଡରେ ଛୁଟିଲା ସୁଅ ।

ବର୍ଷାରେ ବେହାଲ ରାଜଧାନୀ
ବର୍ଷାରେ ବେହାଲ ଭୁବନେଶ୍ୱର : ରାସ୍ତାରେ ଖେଳିଲେ ମାଛ

ରାଜଧାନୀର ଅନେକ ସ୍ଥାନରେ ଜଳବନ୍ଦୀ ସ୍ଥିତି । ଘରେ ପଶିଲାଣି ବର୍ଷା ପାଣି...ସମସ୍ତେ ବର୍ଷା ପାଣି କାଢିବାରେ ବ୍ୟସ୍ତ...୨୪ ଘଣ୍ଟାରେ ସର୍ବାଧିକ ବର୍ଷା ହୋଇଛି ରାଜଧାନୀରେ । ରାସ୍ତା ଉପରେ ପାଣି, ଘରେ ପାଣି...ଯୁଆଡେ ଦେଖିବେ ସିଆଡେ ପାଣି...ଏମିତିକି ରାସ୍ତାରେ ଖେଳୁଛନ୍ତି ମାଛ।

Heavy rain
ଉବୁଟୁବୁ କଟକ

ଉବୁଟୁବୁ କଟକ । ରାସ୍ତାରେ ଆଣ୍ଠୁଏ ଉଚ୍ଚର ଚାଲିଲା ପାଣି....ଘରୁ ବାହାରିବା ମୁସ୍କିଲ ହେଲାଣି । ରାସ୍ତା କୋଉଟା, ନାଳ କୋଉଟା ଜାଣିବା ମୁସ୍କିଲ । ବଡ ମେଡିକାଲରେ ବି ପଶିଛି ପାଣି

Bhubaneswar Rain
ରାଜଧାନୀର ଅନେକ ସ୍ଥାନରେ ଜଳବନ୍ଦୀ ସ୍ଥିତି

ରାଜଧାନୀର ଅନେକ ସ୍ଥାନରେ ଜଳବନ୍ଦୀ ସ୍ଥିତି । ଘରେ ପଶିଲାଣି ବର୍ଷା ପାଣି...ସମସ୍ତେ ବର୍ଷା ପାଣି କାଢିବାରେ ବ୍ୟସ୍ତ...୨୪ ଘଂଟାରେ ସର୍ବାଧିକ ବର୍ଷା ହୋଇଛି ରାଜଧାନୀରେ । ରାସ୍ତା ଉପରେ ପାଣି, ଘରେ ପାଣି...ଯୁଆଡେ ଦେଖିବେ ସିଆଡେ ପାଣି