• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weather Updates

Monsoon
କାଲିଠୁ ବଦଳିବ ପାଗ; ୨ରୁ ୩ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ

ଆସନ୍ତାକାଲି ଠାରୁ ବଦଳିବାକୁ ଯାଉଛି ରାଜ୍ୟ ପାଣିପାଗ ।

Heat Wave
୨୦ରୁ ଖସିବ ତାତି, ୨୧ରୁ ବର୍ଷିବ !

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦେଖି ଅଂଶୁଘାତ ଡର। ରାଜ୍ୟ ସରକାରଙ୍କ ସୂଚନା ଅନୁସାରେ ଚଳିତ ସିଜନରେ ଏଯାଏଁ ୨୦ଟି ଅଂଶଘାତ ଜନିତ ମୃତ୍ୟୁ ଅଭିଯୋଗ ଆସିଛି।

Heat Wave
୨୦ରୁ ଖସିବ ତାତି, ୨୧ରୁ ବର୍ଷିବ !

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦେଖି ଅଂଶୁଘାତ ଡର। ରାଜ୍ୟ ସରକାରଙ୍କ ସୂଚନା ଅନୁସାରେ ଚଳିତ ସିଜନରେ ଏଯାଏଁ ୨୦ଟି ଅଂଶଘାତ ଜନିତ ମୃତ୍ୟୁ ଅଭିଯୋଗ ଆସିଛି।

Severe Heat
ୟୁପିରେ ଭୀଷଣ ଗ୍ରୀଷ୍ମ ପ୍ରବାହ ! ୭୨ ଘଣ୍ଟା ମଧ୍ୟରେ ୫୪ ମୃତ

ଉତ୍ତର ପ୍ରଦେଶ ବଲିଆ ଅଞ୍ଚଳରେ ଦୁଃଖଦ ଘଟଣା

  • Sunday, 18 June 2023
heat wave
ଆହୁରି ୩ ଦିନ ଭୀଷଣ ତାତି !

ରାଜ୍ୟରେ ଆହୁରି ୩ ଦିନ ଭୀଷଣ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ନେଇ ପୃର୍ବାନୁମାନ କରିଛି ପାଣିପାଗ ବିଭାଗ ।

Odisha Weather update
ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି; ୨୧ରୁ ଭିଜିବ ଓଡ଼ିଶା !

ଲଗାତର ଗତ କିଛି ଦିନ ହେବ ରାଜ୍ୟରେ ଲାଗି ରହିଛି ଗୁଳୁଗୁଳି ସହ ଅସହ୍ୟ ତାତି । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଆଜି ବି ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି ।

27 die due to heatwave in Bihar
୪୦ ଡିଗ୍ରୀ ଉପରେ ତାପମାତ୍ରା, ପ୍ରବଳ ଗରମରେ ଚାଲିଗଲା ୨୭ ଜୀବନ

ପ୍ରବଳ ଗରମରେ ବିହାରରେ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ଗ୍ରୀଷ୍ମ ପ୍ରବାହ ଯୋଗୁ ବିହାରର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ ହୋଇଛି।

Rainfall Likely In Odisha On June 21
କମିବ ତାପମାତ୍ରା, ଭିଜିବ ଓଡ଼ିଶା ! ୨୧ରେ ବର୍ଷା ସମ୍ଭାବନା...

ପରବର୍ତ୍ତୀ ୨ ଦିନରେ ତାପମାତ୍ରା ୩ରୁ ୫ ଡିଗ୍ରୀ କମିପାରେ। ଜୁନ୍ ୨୧ ତାରିଖରେ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ମେଘୁଆ ପାଗ ଓ ବର୍ଷା ସମ୍ଭାବନା ରହିଛି।

Heat Wave
ଆଷାଢ଼ରେ ଖସୁଛି ନିଆଁ; ବର୍ଷା ବଦଳରେ ସାରା ରାଜ୍ୟରେ ପ୍ରବଳ ଗରମ

କି ପୂର୍ବ, କି ପଶ୍ଚିମ, ଉତ୍ତର ହେଉ କି ଦକ୍ଷିଣ ସବୁଠି ଅଗ୍ନିବର୍ଷା ସାଙ୍ଗକୁ ଅସମ୍ଭବ ଗୁଳୁଗୁଳି । କିଏ କହୁଛି ଭାଜି ହେଉଛି, ଆଉ କିଏ କହୁଛି ସିଝି ଯାଉଛି । ମୁଣ୍ଡ ଉପରକୁ ସୂର୍ଯ୍ୟ ନଯାଉଣୁ, ଖାଁ ଖାଁ ରାସ୍ତା, ସହର ବଜାରରେ ଅଘୋଷିତ କର୍ଫ୍ୟୁ ।

Heat Wave
ଆଷାଢ଼ରେ ଖସୁଛି ନିଆଁ; ବର୍ଷା ବଦଳରେ ସାରା ରାଜ୍ୟରେ ପ୍ରବଳ ଗରମ

କି ପୂର୍ବ, କି ପଶ୍ଚିମ, ଉତ୍ତର ହେଉ କି ଦକ୍ଷିଣ ସବୁଠି ଅଗ୍ନିବର୍ଷା ସାଙ୍ଗକୁ ଅସମ୍ଭବ ଗୁଳୁଗୁଳି । କିଏ କହୁଛି ଭାଜି ହେଉଛି, ଆଉ କିଏ କହୁଛି ସିଝି ଯାଉଛି । ମୁଣ୍ଡ ଉପରକୁ ସୂର୍ଯ୍ୟ ନଯାଉଣୁ, ଖାଁ ଖାଁ ରାସ୍ତା, ସହର ବଜାରରେ ଅଘୋଷିତ କର୍ଫ୍ୟୁ ।

Heat Wave
ଆହୁରି ତାତିବ ! ଦିନ ସାଢ଼େ ୨ଟା ସୁଦ୍ଧା ୪୪ ଡିଗ୍ରୀ, ଆଉ କେତେ ତାତିବ..

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ଆହୁରି ୨ ଦିନ ଯାଏଁ ଏବଂ ପଶ୍ଚିମ ଓଡ଼ିଶାରେ ୪ ଦିନ ଯାଏଁ ଗ୍ରୀଷ୍ମପ୍ରବାହ ଜାରି ରହିବ। 

Heat Wave
ଲଗାତର ୪୦ ଡିଗ୍ରୀ ଉପରେ ରାଜ୍ୟର ସର୍ବୋଚ୍ଚ ପାରା

ଗ୍ରୀଷ୍ମର କୋପ ଏମିତି, ଦିନ ସାଢ଼େ ୧୧ଟା ବେଳକୁ ଏଠି ପାରା ୪୧ (୪୧.୬) ଡିଗ୍ରୀ ଟପି ଯାଇଥିଲା ବେଳେ ଅପରାହ୍ନ ସାଢ଼େ ଦୁଇଟା ବେଳକୁ ୪୪.୬ ଡିଗ୍ରୀ ଛୁଇଁଯାଇଥିଲା । ଯାହାକି ଆଜିର ଦିନ ଅର୍ଥାତ ଜୁନ୍ ୧୬ରେ ବିଗତ ୧୪ ବର୍ଷରେ ରାଜଧାନୀର ରେକର୍ଡ ତାତି ବୋଲି କୁହାଯାଉଛି ।

Heat Wave
ଅଧା ଆଷାଢ଼ରେ ଜଳୁଛି ରାଜ୍ୟ ! ୧୪ ବର୍ଷର ରେକର୍ଡ ଭାଙ୍ଗିଲା, ଭୁବନେଶ୍ୱର ୪୪.୬ଂ

୪୫.୬ ଡିଗ୍ରୀ ସହ ସୋନପୁର ସବୁଠୁ ଉତ୍ତପ୍ତ ସହର । ଆହୁରି ୪ ଦିନ ନିସ୍ତାର ନାହିଁ: ପାଣିପାଗ ବିଭାଗ ।

Bhubaneswar records 44.4 degree
ଜଳୁଛି ରାଜଧାନୀ; ଦିନ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୪୪.୪ ଡିଗ୍ରୀ

ଝାରସୁଗୁଡ଼ା ରାଜ୍ୟର ସର୍ବାଧିକ ଉତ୍ତପ୍ତ ଜିଲ୍ଲା ବୋଲି କୁହାଯାଇଛି । ଆଜି ଝାରସୁଗୁଡ଼ାରେ ୪୪.୬ ଡିଗ୍ରୀ ତାପମାତ୍ରା ରହିଥିଲା । ଭୁବନେଶ୍ୱର ଭଳି ସମ୍ବଲପୁର ତାପମାତ୍ରା ମଧ୍ୟ ୪୪.୪ ଡିଗ୍ରୀ ରହିଥିବା ସୂଚନା ଦିଆଯାଇଛି ।

heatwave
୧୮ ଯାଏଁ ଭୀଷଣ ଗ୍ରୀଷ୍ମ ପ୍ରବାହ !

ପାଣିପାଗ କାର୍ଯ୍ୟାଳୟର ପୂର୍ବାନୁମାନ ଅନୁସାରେ ଏଭଳି ତାତିର ପ୍ରଭାବ ଆସନ୍ତା ୧୮ ତାରିଖ ଯାଏଁ ରହିବ।

Cyclone Biparjoy: Strong Winds And Heavy Rain Trees & Electric Poles Uprooted
ବିପର୍ଯ୍ୟୟ ଘଟାଇଲା ‘ବିପର୍ଯ୍ୟୟ’: ରାତି ସାରା ତାଣ୍ଡବ ରଚିଲା, ଜୀବନ ବି ନେଲା...

ଲ୍ୟାଣ୍ଡଫଲ୍ ସମୟରେ ଓ ପରେ ବାତ୍ୟା 'ବିପର୍ଯ୍ୟୟ' ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଖାଲି ବ୍ୟାପକ କ୍ଷୟକ୍ଷତି ହୋଇନାହିଁ ବରଂ ଏ ସାମୁଦ୍ରିକ ଝଡ଼ବାତ୍ୟା ପ୍ରଭାବରେ ଗୁଜରାଟର ୧୦ଟି ଜିଲ୍ଲାବାସୀ ପ୍ରଭାବିତ ହୋଇଛନ୍ତି।

Cyclone Biparjoy
ଗର୍ଜନ କରୁଛି ସମୁଦ୍ର, ଲ୍ୟାଣ୍ଡଫଲ୍‌ କରୁଛି ବାତ୍ୟା 'ବିପର୍ଯ୍ୟୟ'

ସୌରାଷ୍ଟ୍ର ଓ କଚ୍ଛ ଉପକୂଳବର୍ତ୍ତୀ ଅଞ୍ଚଳରେ ରେଡ୍ ଆଲର୍ଟ କରାଯାଇଛି । ଗୁଜରାଟର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ଜାରି ରହିଛି । ୧୨୦ରୁ ୧୩୦ କିମି ବେଗରେ ମଧ୍ୟ ପବନ ବହୁଛି ।

  • Thursday, 15 June 2023
Cyclone Biparjoy
ଗୁଜରାଟ ଉପକୂଳ ଛୁଇଁବା ଆରମ୍ଭ କଲାଣି ସାମୁଦ୍ରିକ ଘୂର୍ଣ୍ଣିଝଡ଼ ବିପର୍ଯ୍ୟୟ

ଗୁଜରାଟ ଉପକୂଳ ଛୁଇଁବା ଆରମ୍ଭ କଲାଣି ସାମୁଦ୍ରିକ ଘୂର୍ଣ୍ଣିଝଡ଼ ବିପର୍ଯ୍ୟୟ । ସୌରାଷ୍ଟ୍ର ଓ କଚ୍ଛ ଅଞ୍ଚଳରେ ଆରମ୍ଭ ହୋଇଛି ସାଇକ୍ଲୋନର ଲ୍ୟାଣ୍ଡଫଲ ପ୍ରକ୍ରିୟା। ପବନର ବେଗ ବଢ଼ିବାରେ ଲାଗିଛି, ବର୍ଷା ବି ଜୋରଦାର ଛେଚୁଛି। ଘଣ୍ଟାପ୍ରତି ପ୍ରାୟ ୧୨୦ କିଲୋମିଟର ବେଗରେ ବହୁଛି ପବନ। ସେପଟେ ବିପର୍ଯ୍ୟୟ ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ୩ ସେନା, କୋଷ୍ଟଗାର୍ଡ ଓ ବିପର୍ଯ୍ୟୟ ପ୍ରଶମନ ବାହିନୀ ।

weather update
ପୁଣି ସିଝିଲା ଓଡ଼ିଶା; ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ନିଆଁ ବର୍ଷା

୪୪.୮ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଆଜି ୪୪ ଡିଗ୍ରୀ ଉପରେ ୩ ସହର ଥିବାବେଳେ ୪୩ ଡିଗ୍ରୀ ଉପରେ ୮ଟି ସହର ରହିଛି ।

 The landfall process of cyclone Biparjoy starts
ଆରମ୍ଭ ହେଲା ବାତ୍ୟା 'ବିପର୍ଯ୍ୟୟ'ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା

ସର୍ବପ୍ରଥମେ ଜଖାଉ ବନ୍ଦର ନିକଟରେ କଲା ଲ୍ୟାଣ୍ଡଫଲ।

heat wave in Bhubaneswar
ଦୁଇ ଦିନ ପରେ ପୁଣି ଉପକୂଳକୁ ଫେରିଲା ତାତି

ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ୪୧ ଡିଗ୍ରୀ ଛୁଇଁଲା ତାପମାତ୍ରା

Severe cyclonic storm ‘Biparjoy’ to make landfall today evening
ଆଜି ସନ୍ଧ୍ୟାରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ‘ବିପର୍ଯ୍ୟୟ’ ! ସମୁଦ୍ରରେ ଆସିପାରେ ଉଚ୍ଚ ଜୁଆର

ଆଜି ଗୁଜରାଟ ଉପକୂଳ ଛୁଇଁବ ବାତ୍ୟା ‘ବିପର୍ଯ୍ୟୟ’। ସନ୍ଧ୍ୟାରେ ଏହା ଲ୍ୟାଣ୍ଡଫଲ୍‌ କରିପାରେ। ଲ୍ୟାଣ୍ଡଫଲ୍‌ ବେଳେ ପବନର ବେଗ ଘଣ୍ଟାପ୍ରତି ୧୨୫ରୁ ୧୩୫ କିଲୋମିଟର ରହିବାର ସମ୍ଭାବନା ରହିଛି।

Raja Festival
ତାତିରେ ଲାଗିଲା ବ୍ରେକ୍, ରାଜ୍ୟରେ ୭ରୁ ୮ ଡିଗ୍ରୀ କମିଲା ତାପମାତ୍ରା

ଗତ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁରରେ ରାତି ତାପମାତ୍ରା ୩୧ ଡିଗ୍ରୀ ପାର୍ କରିଥିବା ବେଳେ ଏହା ସ୍ୱାଭାବିକଠାରୁ ୩.୪ ଡିଗ୍ରୀ ଅଧିକ ଥିବା ପାଣିପାଗ ବିଭାଗ କହିଛି।

Cyclone Biparjoy
Cyclone Biparjoy: ଉପକୂଳ ଛୁଇଁଲାବେଳକୁ ଅଧିକ ଶକ୍ତିଶାଳି ହେବା ଆଶଙ୍କା, ବ୍ୟାପକ କ୍ଷୟକ୍ଷତି ସମ୍ଭାବନା

ପବନର ଘଣ୍ଟାପ୍ରତି ବେଗ ୧୨୫ରୁ ୧୩୫ କିଲୋମିଟର ଏବଂ ବେଳେବେଳେ ୧୫୦ କିଲୋମିଟର ବେଗ ବହିବ ବୋଲି ପୂର୍ବାନୁମାନ କରାଯାଇଛି ।

Intense heat wave bakes Western Odisha
ଆହୁରି ୫ ଦିନ ଯାଏଁ ତାତିରୁ ନାହିଁ ନିସ୍ତାର

ଉପକୂଳ ସିନା ଥଣ୍ଡା। ହେଲେ ପଶ୍ଚିମ ଓଡ଼ିଶା ଜଳୁଛି। ପ୍ରଚଣ୍ଡ ଖରା, ନିଆଁବର୍ଷା... ତାସାଙ୍ଗକୁ କଲବଲ କରୁଛି ଗୁଳୁଗୁଳି।