କେଉଁ କେଉଁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି, ଦେଖି ନିଅନ୍ତୁ ତାଲିକା...
ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସେପଟେ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ଟ୍ୱିନ୍ ସିଟିରେ ବର୍ଷା ଲାଗି ରହିବ।
ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସେପଟେ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ଟ୍ୱିନ୍ ସିଟିରେ ବର୍ଷା ଲାଗି ରହିବ।
ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ୭ ଦଶମିକ ୬ କିମି ଉଚ୍ଚତା ଯାଏଁ ବାୟୁମଣ୍ଡଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ ହେବ।
ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ।
ବିଭିନ୍ନ ଜିଲ୍ଲାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ରିଲିଫ କ୍ୟାମ୍ପ କରାଯାଇଥିବା ବେଳେ ସେଠାରେ ବିପନ୍ନଙ୍କୁ ଖାଦ୍ୟ ପାନୀୟ ଯୋଗାଇ ଦିଆଯାଉଛି।
ଦୁଇ ଦିନ ହେବ ରାଜ୍ୟବାସୀଙ୍କୁ ଅସହ୍ୟ ଗୁଳୁଗୁଳିରୁ ଆଶ୍ୱସ୍ତି ମିଳିଛି । ପ୍ରଚଣ୍ଡ ତାତିରୁ ତ୍ରାହି ମିଳିଛି । କାରଣ ଓଡ଼ିଶାରେ ମୌସୁମୀ ପ୍ରବେଶ କରିସାରିଛି । ରାଜ୍ୟରେ ଅସମ୍ଭାଳ ହିଟ୍ ୱେଭକୁ ଥଣ୍ଡା କରିଦେଇଛି ମୌସୁମୀ ବର୍ଷା ।
ମାଲକାନଗିରି, କୋରାପୁଟ ଓ ଗଜପତିରେ ମୌସୁମୀର ପ୍ରବେଶ । ପ୍ରାକ୍ ମୌସୁମୀ ବର୍ଷାରେ ଉବୁଟୁବୁ କଟକ, ଭୁବନେଶ୍ୱର । ପଦାରେ ପଡ଼ିଲା ଟୁଇନ୍ ସିଟି ପ୍ରଶାସନର ଢିଲା ପ୍ରସ୍ତୁତି
ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି । ଏହି ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ସମ୍ଭାବନା ରହିଛି ।
ଆଗାମୀ ୨ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଅଗ୍ରସର ହେବ ମୌସୁମୀ। ତେବେ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି ।
ଆଗାମୀ ୩ ଘଣ୍ଟା ପାଇଁ ୧୧ ଜିଲ୍ଲାରେ ବର୍ଷା ନେଇ ସତର୍କତା ।
ଦିନେ ଦୁଇ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁପାରେ। ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ -ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି।
ରାଜ୍ୟର କିଛି ସ୍ଥାନରେ ପ୍ରାକ ମୌସୁମୀ ବର୍ଷା ଆରମ୍ଭ ହୋଇଥିବା ସୂଚନା ମିଳିଛି। କାଲି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବଢ଼ିପାରେ ବର୍ଷା ପରିମାଣ ବଢିବ।
ହୀରାକୁଦ ୩୩.୪ ଡିଗ୍ରୀ, ପାରାଦୀପ ୩୩ ଡିଗ୍ରୀ, ଗୋପାଳପୁର ୩୨.୬ ଡିଗ୍ରୀ ରହିଥିବା ବେଳେ ପୁରୀ ୩୫ ଡିଗ୍ରୀ ଛୁଇଁଛି ।
ଆଉ ୨ରୁ ୩ ଦିନ ଭିତରେ ଓଡିଶାକୁ ମୌସୁମୀ ଛୁଇଁପାରେ ବୋଲି ପାଣିପାଗ ବିଭାଗ ଆକଳନ କରିବା ପରେ, ଆଶ୍ୱସ୍ତ ହୋଇଛନ୍ତି ଖରା ଓ ଗୁଳୁଗୁଳିରେ ସନ୍ତୁଳି ହେଉଥିବା ସାଧାରଣ ଜନଜୀବନ । ଖାସ୍ କରି ଚାଷୀଙ୍କ ମଧ୍ୟରେ ଖୁସିର ଲହରି ।
ଆଉ ୨ରୁ ୩ ଦିନ ଭିତରେ ଓଡିଶାକୁ ମୌସୁମୀ ଛୁଇଁପାରେ ବୋଲି ପାଣିପାଗ ବିଭାଗ ଆକଳନ କରିବା ପରେ, ଆଶ୍ୱସ୍ତ ହୋଇଛନ୍ତି ଖରା ଓ ଗୁଳୁଗୁଳିରେ ସନ୍ତୁଳି ହେଉଥିବା ସାଧାରଣ ଜନଜୀବନ । ଖାସ୍ କରି ଚାଷୀଙ୍କ ମଧ୍ୟରେ ଖୁସିର ଲହରି ।
ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ଉଦ୍ଧାର କାର୍ଯ୍ୟ । କ୍ୟାମେରାରେ କଏଦ ପ୍ରକୃତିର ତାଣ୍ଡବ ଦୃଶ୍ୟ ।
ଆସନ୍ତାକାଲି ଠାରୁ ବଦଳିବାକୁ ଯାଉଛି ରାଜ୍ୟ ପାଣିପାଗ ।
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦେଖି ଅଂଶୁଘାତ ଡର। ରାଜ୍ୟ ସରକାରଙ୍କ ସୂଚନା ଅନୁସାରେ ଚଳିତ ସିଜନରେ ଏଯାଏଁ ୨୦ଟି ଅଂଶଘାତ ଜନିତ ମୃତ୍ୟୁ ଅଭିଯୋଗ ଆସିଛି।
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦେଖି ଅଂଶୁଘାତ ଡର। ରାଜ୍ୟ ସରକାରଙ୍କ ସୂଚନା ଅନୁସାରେ ଚଳିତ ସିଜନରେ ଏଯାଏଁ ୨୦ଟି ଅଂଶଘାତ ଜନିତ ମୃତ୍ୟୁ ଅଭିଯୋଗ ଆସିଛି।
ଉତ୍ତର ପ୍ରଦେଶ ବଲିଆ ଅଞ୍ଚଳରେ ଦୁଃଖଦ ଘଟଣା
ରାଜ୍ୟରେ ଆହୁରି ୩ ଦିନ ଭୀଷଣ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ନେଇ ପୃର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଲଗାତର ଗତ କିଛି ଦିନ ହେବ ରାଜ୍ୟରେ ଲାଗି ରହିଛି ଗୁଳୁଗୁଳି ସହ ଅସହ୍ୟ ତାତି । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଆଜି ବି ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି ।
ପ୍ରବଳ ଗରମରେ ବିହାରରେ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ଗ୍ରୀଷ୍ମ ପ୍ରବାହ ଯୋଗୁ ବିହାରର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ ହୋଇଛି।
ପରବର୍ତ୍ତୀ ୨ ଦିନରେ ତାପମାତ୍ରା ୩ରୁ ୫ ଡିଗ୍ରୀ କମିପାରେ। ଜୁନ୍ ୨୧ ତାରିଖରେ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ମେଘୁଆ ପାଗ ଓ ବର୍ଷା ସମ୍ଭାବନା ରହିଛି।