ପବନର ଘଣ୍ଟାପ୍ରତି ବେଗ ୧୨୫ରୁ ୧୩୫ କିଲୋମିଟର ଏବଂ ବେଳେବେଳେ ୧୫୦ କିଲୋମିଟର ବେଗ ବହିବ ବୋଲି ପୂର୍ବାନୁମାନ କରାଯାଇଛି ।
ଉପକୂଳ ସିନା ଥଣ୍ଡା। ହେଲେ ପଶ୍ଚିମ ଓଡ଼ିଶା ଜଳୁଛି। ପ୍ରଚଣ୍ଡ ଖରା, ନିଆଁବର୍ଷା... ତାସାଙ୍ଗକୁ କଲବଲ କରୁଛି ଗୁଳୁଗୁଳି।
ଘଣ୍ଟାପ୍ରତି ଦେଢ଼ଶହ କିଲୋମିଟର ବେଗରେ ବହିପାରେ ପବନ । ଉପକୂଳ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତିର ଆଶଙ୍କା ।
ଜୁନ୍ ୧୫ ମଧ୍ୟାହ୍ନ ସୁଦ୍ଧା ଗୁଜରାଟର ଜଖୌ ବନ୍ଦର ନିକଟରେ ଲ୍ୟାଣ୍ଡଫଲ
ଆଜି ୭ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୭ ଜିଲ୍ଲାକୁ ଆଲର୍ଟ କରାଯାଇଛି।
ବାତ୍ୟା ‘ବିପର୍ଯ୍ୟୟ’ ଲ୍ୟାଣ୍ଡଫଲ୍ ପୂର୍ବରୁ ତାଣ୍ଡବ ରଚିଛି। ବର୍ଷାରେ କାନ୍ଥ ପଡ଼ି ୨ ଶିଶୁ ଓ ଗଛ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ଅନେକ ଆହତ ମଧ୍ୟ ହୋଇଥିବା ସୂଚନା ମିଳିଛି।ସୌରାଷ୍ଟ୍ର ଓ କଚ୍ଛରେ ବାତ୍ୟାର ବେଶୀ ପ୍ରଭାବ ପଡ଼ିବା ନେଇ ଆଶଙ୍କା କରାଯାଉଛି।
ରାଜଧାନୀରେ ଆଜି ସକାଳ ସାଢ଼େ ୮ଟା ବେଳକୁ ୬୫ ପ୍ରତିଶତ ଆର୍ଦ୍ରତା ସହ ୩୫ ଡିଗ୍ରୀରେ ପହଞ୍ଚିଥିବା ପାରା ସାଢ଼େ ୧୧ଟା ବେଳକୁ ୪୧.୬ ଡିଗ୍ରୀ ପହଞ୍ଚିଯାଇଥିଲା।
ଏମିତି ସମୟରେ ପଶୁପକ୍ଷୀଙ୍କୁ ଗ୍ରୀଷ୍ମ ଦାଉରୁ ରକ୍ଷା କରିବା ଲାଗି ରାଜ୍ୟର ବିଭିନ୍ନ ଚିଡ଼ିଆଖାନାରେ ହୋଇଛି ବ୍ୟାପକ ବ୍ୟବସ୍ଥା ।
୪୬ ଡିଗ୍ରୀ ସହ ରେକର୍ଡ କଲା ସମ୍ବଲପୁର ସହରର ପାରଦ । ୪୪.୫ ଡିଗ୍ରୀରେ ଭାଜିହେଲା ରାଜଧାନୀ ଭୁବନେଶ୍ୱର ।
ଖରା..ଖରା..ଆଉ ଖାଲି ଖରା । ଆଜି ବି ଜାଳୁଛି, ଆଜି ବି କଲବଲ କରୁଛି । ପଶ୍ଚିମରୁ ଦକ୍ଷିଣ, ଉପକୂଳରୁ ଉତ୍ତର, ସବୁଠି ଏତେ ଗରମ ଯେ, ଘରୁ ବାହାରିବା ମୁସକିଲ ହୋଇପଡ଼ିଛି । ଆଜି ସମ୍ବଲପୁରରେ ୪୬.୧ ଡିଗ୍ରୀ ରେକର୍ଡ ହୋଇଛି । ପାଣିପାଗ ବିଭାଗର ଆକଳନ ଅନୁସାରେ, ୫ ସହରରେ ୪୦ ଡିଗ୍ରୀ ଉପରେ ରହିଛି ତାପମାତ୍ରା ।
ତାତିରେ ରେକର୍ଡ ଭାଙ୍ଗିଲା ସମ୍ବଲପୁର । ଆଜି ସମ୍ବଲପୁରରେ ୪୬.୧ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।
ଆଜି କଟକ ଓ ଭୁବନେଶ୍ୱରରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ସ୍ୱାଭାବିକ ତାପମାତ୍ରା ତୁଳନାରେ ୬.୫ ଡିଗ୍ରୀ କିମ୍ବା ଅଧିକ ରହିପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରାଇଛି।
ଆରବ ସାଗରରେ ବଳ ଗୋଟାଉଛି ବାତ୍ୟା ‘ବିପର୍ଯ୍ୟୟ’। ଆସନ୍ତା ୧୫ ତାରିଖ ଅପରାହ୍ଣରେ ଗୁଜରାଟର ମାଣ୍ଡଭି ଏବଂ ପାକିସ୍ତାନର କରାଚି ମଧ୍ୟରେ ‘ବିପର୍ଯ୍ୟୟ’ ସ୍ଥଳଭାଗ ଛୁଇଁପାରେ।
ଆସନ୍ତା ୨ ଦିନ ରାଜ୍ୟରେ ଅତ୍ୟଧିକ ଗ୍ରୀଷ୍ଣ ପ୍ରବାହ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ହିଟ୍ ୱେଭ୍ ସତର୍କତା ଜାରି କରିଛି। ଆଜି ପାଇଁ ୧୨ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି।
ଦିନ ସାଢ଼େ ୨ଟା ସୁଦ୍ଧା ଝାରସୁଗୁଡ଼ା ୪୩.୨ ଡିଗ୍ରୀ ରହିଥିବାବେଳେ ସମ୍ବଲପୁରରେ ମଧ୍ୟ ସମାନ ତାପମାତ୍ରା ୪୩.୨ ଡିଗ୍ରୀ ରେକର୍ଡ କରାଯାଇଛି ।
ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୮ ଡିଗ୍ରୀ ରେକର୍ଡ ... ୩୫ ଡିଗ୍ରୀ ଉପରେ ୮ ସହରର ତାତି ...
ପୋରବନ୍ଦରଠୁ ଦକ୍ଷିଣ-ପଶ୍ଚିମରେ ୪୮୦ କିମି ଦୂରରେ ରହିଛି
ଗ୍ରୀଷ୍ଣ ପ୍ରବାହରେ ସନ୍ତୁଳି ହେଉଛି ସାରା ରାଜ୍ୟ । ରାଜ୍ୟରେ ପ୍ରଚଣ୍ଡ ତାତି ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ।
ମୌସୁମୀ ଜୁନ୍ ୧୫ ସୁଦ୍ଧା ଓଡ଼ିଶା ଛୁଇଁବନି କହିଲେ IMD ଡିଜି
ଆଜି ସମ୍ବଲପୁର ପାଲଟିଛି ସବୁଠୁ ଉତ୍ତପ୍ତ ସହର । ସମ୍ବଲପୁରରେ ୪୪ ଡିଗ୍ରୀ ତାପମାତ୍ରା ରେକର୍ଡ ।
ଓଡ଼ିଶାକୁ କେବେ ଛୁଇଁବ ତାହା ପୂର୍ବାନୁମାନ ହୋଇପାରିନି । ଆଗାମୀ ୨ରୁ ୩ ଦିନରେ ସ୍ପଷ୍ଟ ହେବ ।
ପୂର୍ବ କେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟ ବାତ୍ୟା 'ବିପର୍ଯ୍ୟୟ' କ୍ରମେ ଘନୀଭୂତ ହେବାରେ ଲାଗିଛି। ଆସନ୍ତା କିଛି ଘଣ୍ଟା ମଧ୍ୟରେ ଆହୁରି ତୀବ୍ରତର ହେବ ଏହି ବାତ୍ୟା।
ବାତ୍ୟା ସ୍ଥିତିର ମୁକାବିଲା କରିବାକୁ ପ୍ରଶାସନକୁ ପ୍ରସ୍ତୁତ ରହିବାକୁ କୁହାଯାଇଛି ।
ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ମିଆଁମାର ଉପକୂଳ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।