Advertisment

Back to Back Low Pressure: ପୁଣି ଆସୁଛି ଲଘୁଚାପ, ବର୍ଷିବ ଜୋରଦାର !

ଆସୁଛି ପଛକୁ ପଛ ଲଘୁଚାପ। ଗୋଟିଏର ପ୍ରଭାବ ସରି ନଥିବା ବେଳେ ଆସୁଛି ଆଉ ଗୋଟିଏ। ଆଜି ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ୨୭ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

rain

rain Photograph: (OTV)

Advertisment

ଆସୁଛି ପଛକୁ ପଛ ଲଘୁଚାପ। ଗୋଟିଏର ପ୍ରଭାବ ସରି ନଥିବା ବେଳେ ଆସୁଛି ଆଉ ଗୋଟିଏ। ଆଜି ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ୨୭ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ପରବର୍ତ୍ତୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବ। ଆଜି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲା ସମେତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ... 

Advertisment

ପୁଣି ଆସୁଛି ଲଘୁଚାପ, ବର୍ଷିବ ଜୋରଦାର !
କାଲି ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସମ୍ଭାବନା
ପ୍ରଭାବରେ ୨୭ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ପୂର୍ବାନୁମାନ
ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ ଲଘୁଚାପ
ପରବର୍ତ୍ତୀ ୨୪ ଘଣ୍ଟାରେ ହୋଇପାରେ ଆହୁରି ଘନୀଭୂତ 
କାଲି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା: ୟେଲୋ ୱାର୍ଣ୍ଣିଂ ଜାରି 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ