ଆଜିଠୁ ତିନିଦିନ ଯାଏଁ ପ୍ରବଳ ବର୍ଷା । ଲଘୁଚାପ ବର୍ଷାରେ ଭିଜିବ ତମାମ ଓଡ଼ିଶା। ଉପକୂଳ ଓଡ଼ିଶାରେ ପ୍ରବଳ ଆଉ ଦକ୍ଷିଣ ଓଡ଼ିଶାରେ ହୋଇପାରେ ଅତିପ୍ରବଳ ବର୍ଷା। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଆଜି ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ନିକଟରେ ଏକ ଅବପାତର ରୂପ ନେବାର ସମ୍ଭାବନା ରହିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)





/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)