Weather Photograph: (OTV)
Advertisment
ଗ୍ରୀଷ୍ମ ନଆସୁଣୁ ତାଉ ଦେଖାଇଲାଣି ତାତି। ମାର୍ଚ୍ଚ ଆରମ୍ଭରୁ ଦିନ ତାପମାତ୍ରା ବଢିବା ସହ କଲବଲ କଲାଣି ଗରମ । ଗତ ୨୪ ଘଣ୍ଟାରେ ଝାରସୁଗୁଡ଼ାରେ ସର୍ବାଧିକ ୩୯.୬ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ଅନ୍ୟପଟେ ରାଜ୍ୟରେ ଆସନ୍ତା ୫ ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ।
Advertisment
ଏହାର ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢିପାରେ । ତେବେ ଗରମ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ୮ ତାରିଖ ବେଳକୁ ଉତ୍ତର ଓଡ଼ିଶାରେ ବଦଳିବ ପାଗ । ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/03/06/weather-2026-03-06-09-36-10.jpg)