Advertisment
ଲଘୁଚାପ ଆଣି ଆସୁଛି ବଡ଼ ବର୍ଷା। ଉତ୍ତର-ପୂର୍ବ ବଙ୍ଗୋପସାଗର ଆଖପାଖ ଅଂଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ପଛକୁ ପଛ ରହିଛି ୩ ଲଘୁଚାପ। ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ।