Advertisment

Heavy Rain Warning: ୨୮ ଯାଏଁ ଛେଚିବ

ଲଘୁଚାପ ଆଣୁଛି ବଡ଼ ବର୍ଷା। ଉତ୍ତର-ପୂର୍ବ ବଙ୍ଗୋପସାଗର ଆଖପାଖ ଅଂଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା ୨୮ ତାରିଖ ଯାଏଁ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି।

author-image
Chinmayee Sahoo

ଲଘୁଚାପ ଆଣୁଛି ବଡ଼ ବର୍ଷା। ଉତ୍ତର-ପୂର୍ବ ବଙ୍ଗୋପସାଗର ଆଖପାଖ ଅଂଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା ୨୮ ତାରିଖ ଯାଏଁ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ୨୫ ତାରିଖରେ ବର୍ଷାର ପରିମାଣ ଅଧିକ ରହିବ। ଲଘୁଚାପ ପ୍ରଭାବରେ ଅଶାନ୍ତ ରହିବ ସମୁଦ୍ର। ତେଣୁ ୨୬ ତାରିଖ ଯାଏଁ ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

Advertisment
Heavy Rain Heavy Rain Alert Weather
Advertisment
Related Articles
Advertisment