Advertisment

Heavy Rains Expected: କାଲିଠୁ ବଡ଼ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି

ରାଜ୍ୟକୁ ବଡ଼ ବର୍ଷା ନେଇ ସତର୍କ କଲା ପାଣିପାଗ କେନ୍ଦ୍ର। ଆସନ୍ତାକାଲି ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ୨୬ ତାରିଖ ସୁଦ୍ଧା ଘନୀଭୂତ ହୋଇ ଅବପାତ ସମ୍ଭାବନା ରହିଛି।

Advertisment

ରାଜ୍ୟକୁ ବଡ଼ ବର୍ଷା ନେଇ ସତର୍କ କଲା ପାଣିପାଗ କେନ୍ଦ୍ର। ଆସନ୍ତାକାଲି ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ୨୬ ତାରିଖ ସୁଦ୍ଧା ଘନୀଭୂତ ହୋଇ ଅବପାତ ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

Advertisment
Rain
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ