/odishatv-khabar/media/media_files/2026/01/06/low-pressure-2026-01-06-10-23-33.jpg)
Low Pressure Photograph: (OTV)
ଶୀତରେ ଆସୁଛି ବର୍ଷା। ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ସମ୍ଭାବନା ରହିଛି। ଗତକାଲି ସନ୍ଧ୍ୟା ସାଢେ ୫ଟାରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ପୂର୍ବ ବିଷୁବରେଖା ନିକଟସ୍ଥ ଭାରତ ମହାସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।
Advertisment
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ସ୍ପଷ୍ଟ ହେବାର ସମ୍ଭାବନା ଅଛି। ତେବେ ଏହାର ପ୍ରଭାବ କେଉଁଠି ଓ କେତେ ରହିବ ସେନେଇ ସ୍ପଷ୍ଟ ସୂଚନା ମିଳିପାରିନି। ଏବେ ଅମଳ ଋତୁ ଚାଲିଥିବାବେଳେ ଲଘୁଚାପ ଆସୁଥିବାରୁ ଚାଷୀଙ୍କ ଚିନ୍ତା ବଢିଛି ।
ଶୀତରେ ଆସୁଛି ବର୍ଷା !
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ
୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ସମ୍ଭାବନା
ଗତକାଲି ସନ୍ଧ୍ୟା ସାଢେ ୫ଟାରେ ଲଘୁଚାପ ସୃଷ୍ଟି
୨୪ ଘଣ୍ଟା ମଧ୍ୟରେ ଅଧିକ ସ୍ପଷ୍ଟ ହେବା ସମ୍ଭାବନା
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)