Advertisment

Low-Pressure Area Forms Over Bay of Bengal: ଶୀତରେ ଆସୁଛି ବର୍ଷା! ସୃଷ୍ଟି ହେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ସମ୍ଭାବନା। ଗତକାଲି ସନ୍ଧ୍ୟା ସାଢେ ୫ଟାରେ ଲଘୁଚାପ ସୃଷ୍ଟି। ୨୪ ଘଣ୍ଟା ମଧ୍ୟରେ ଅଧିକ ସ୍ପଷ୍ଟ ହେବା ସମ୍ଭାବନା

Low Pressure

Low Pressure Photograph: (OTV)

Advertisment

ଶୀତରେ ଆସୁଛି ବର୍ଷା। ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ସମ୍ଭାବନା ରହିଛି। ଗତକାଲି ସନ୍ଧ୍ୟା ସାଢେ ୫ଟାରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ପୂର୍ବ ବିଷୁବରେଖା ନିକଟସ୍ଥ ଭାରତ ମହାସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। 

Advertisment

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ସ୍ପଷ୍ଟ ହେବାର ସମ୍ଭାବନା ଅଛି। ତେବେ ଏହାର ପ୍ରଭାବ କେଉଁଠି ଓ କେତେ ରହିବ ସେନେଇ ସ୍ପଷ୍ଟ ସୂଚନା ମିଳିପାରିନି। ଏବେ ଅମଳ ଋତୁ ଚାଲିଥିବାବେଳେ ଲଘୁଚାପ ଆସୁଥିବାରୁ ଚାଷୀଙ୍କ ଚିନ୍ତା ବଢିଛି ।

ଶୀତରେ ଆସୁଛି ବର୍ଷା !
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ
୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ସମ୍ଭାବନା
ଗତକାଲି ସନ୍ଧ୍ୟା ସାଢେ ୫ଟାରେ ଲଘୁଚାପ ସୃଷ୍ଟି
୨୪ ଘଣ୍ଟା ମଧ୍ୟରେ ଅଧିକ ସ୍ପଷ୍ଟ ହେବା ସମ୍ଭାବନା

Advertisment
Low Pressure Area
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ