Advertisment
ଓଡ଼ିଶାକୁ ପାଣିପାଗ ବିଭାଗର ରେଡ୍ ଆଲର୍ଟ । ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଜାରି ହୋଇଛି ରେଡ୍ ୱାର୍ଣ୍ଣିଂ। ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ସ୍ପଷ୍ଟଚିହ୍ନିତ ଲଘୁଚାପ । ୨୪ ଘଣ୍ଟାରେ ଅବପାତ ସମ୍ଭାବନା । ପ୍ରଭାବରେ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଜାରି ।