Advertisment

Very Heavy Rain Alert: ଅତିପ୍ରବଳ ବର୍ଷା , ଆଲର୍ଟ ଜାରି...୧୨ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର

ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ସେପ୍ଟେମ୍ବର ୨୬ ସୁଦ୍ଧା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୨୭ ତାରିଖ ସକାଳେ ଏହା ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବ।

author-image
Manas Ranjan Mohanty

ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ସେପ୍ଟେମ୍ବର ୨୬ ସୁଦ୍ଧା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୨୭ ତାରିଖ ସକାଳେ ଏହା ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବ।

Advertisment

ଅତିପ୍ରବଳ ବର୍ଷା

ପ୍ରଭାବରେ କୋରାପୁଟ ଏବଂ ମାଲକାନାଗିରି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବା ସହିତ ଅନ୍ୟାନ୍ୟ ଦକ୍ଷିଣ ଓଡିଶା ଜିଲ୍ଲା ମାନଙ୍କରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସ୍ବତନ୍ତ୍ର ରିଲିଫ କମିଶନର ଆଜି ୧୮ ଜିଲ୍ଲାର ଜିଲ୍ଲାପାଳଙ୍କ ସମ୍ଭାବ୍ୟ ସ୍ଥିତି ନେଇ ଆଲୋଚନା କରିଛନ୍ତି। ପରିସ୍ଥିତିର ମୁକାବିଲା କରିବାକୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

Advertisment
Related Articles
Advertisment