Advertisment

Very Heavy Rain Expected : ଆଜି ପ୍ରବଳ ବର୍ଷିବ, ଜାରି ହୋଇଛି ଆଲର୍ଟ

ଲଘୁଚାପ ପ୍ରଭାବରେ ଆରମ୍ଭ ହୋଇଗଲାଣି ବର୍ଷା । ଉପକୂଳରୁ ଦକ୍ଷିଣ ଭିଜୁଛି ଓଡ଼ିଶା। କୋରାପୁଟ ଓ ମାଲକାନଗିରିରେ ଆଜି ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ବାକି ସାରା ରାଜ୍ୟକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

author-image
Manas Ranjan Mohanty

ଲଘୁଚାପ ପ୍ରଭାବରେ ଆରମ୍ଭ ହୋଇଗଲାଣି ବର୍ଷା । ଉପକୂଳରୁ ଦକ୍ଷିଣ ଭିଜୁଛି ଓଡ଼ିଶା। କୋରାପୁଟ ଓ ମାଲକାନଗିରିରେ ଆଜି ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ବାକି ସାରା ରାଜ୍ୟକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । 

Advertisment
Advertisment
Related Articles
Advertisment