How Actor Saif Ali Khan was Stabbed, 7 Points

୧. ବୁଧବାର ରାତି ୨.୩୦ରେ ଜଣେ ଅଜଣା ବ୍ୟକ୍ତି ସୈଫଙ୍କ ବାନ୍ଦ୍ରା ଘରେ ପ୍ରବେଶ କରିଥିଲେ।

୩. ସୈଫ ଆସି ଯୁବକଙ୍କୁ ବୁଝାଇବାକୁ ପ୍ରୟାସ କରୁଥିବା ବେଳେ ଯୁବକ ଜଣଙ୍କ ତାଙ୍କୁ ଛୁରାମାଡ କରିଥିଲେ।

୩. ସୈଫ ଆସି ଯୁବକଙ୍କୁ ବୁଝାଇବାକୁ ପ୍ରୟାସ କରୁଥିବା ବେଳେ ଯୁବକ ଜଣଙ୍କ ତାଙ୍କୁ ଛୁରାମାଡ କରିଥିଲେ।

୪. ସୈଫଙ୍କୁ ୬ଥର ଛୁରାରେ ଆକ୍ରମଣ କରାଯାଇଥିଲା। ଆକ୍ରମଣ ପରେ ଦୁର୍ବୃତ୍ତ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲା।

୫. ପୋଲିସ ପକ୍ଷରୁ ଏକ ଏଫଆଇଆର ରୁଜୁ କରାଯାଇଥିବା ବେଳେ ମାମଲାର ତଦନ୍ତ ଜାରି ରହିଛି।

୬. ସୈଫ ନିଜ ଘରେ ସ୍ତ୍ରୀ କରୀନା କପୁର, ପୁଅ ତୈମୁର ଓ ଜେହ ସହିତ ଶୋଇଥିଲେ। ଘରୋଇ ସହାୟିକାଙ୍କ ସହ ଯୁବକ ଜଣଙ୍କ ଯୁକ୍ତିତର୍କ କରୁଥିବା ବେଳେ ସୈଫ ଉଠି ପଡିଥିଲେ।

୭. ସୈଫଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ଏବେ ସ୍ଥିର ରହିଥିବା ଡାକ୍ତର ସୂଚନା ଦେଇଛନ୍ତି।