ଏନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଗତକାଲି ସୂଚନା ଦିଆଯାଇଥିଲା
ଦେଶର ପ୍ରଥମ ମହିଳା ରାଷ୍ଟ୍ରପତି ଭାବେ ମହାକୁମ୍ଭରେ ବୁଡ଼ ପକାଇଛନ୍ତି ଦ୍ରୌପଦୀ ମୁର୍ମୁ
ରାଷ୍ଟ୍ରପତି ବୁଡ଼ ପକାଇବା ପରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କରିଛନ୍ତି
ରାଷ୍ଟ୍ରପତିଙ୍କ ସହ ଉତ୍ତର ପ୍ରଦେଶ ରାଜ୍ୟପାଳ ଆନନ୍ଦୀବେନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଉପସ୍ଥିତ ଥିଲେ
ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପ୍ରୟାଗରାଜରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି