କେଜରିୱାଲଙ୍କୁ ପାଣି ପିଆଇଦେଇଥିବା କିଏ ଏହି ପରଭେଶ ବର୍ମା ?

ନୂଆଦିଲ୍ଲୀ ଆସନରେ ଆପ୍ ମୁଖ୍ୟ ଅରବିନ୍ଦ କେଜରିୱାଲଙ୍କୁ ପାଣି ପିଆଇଦେଇଥିବା ବିଜେପିର ଜିଆଣ୍ଟ କିଲର ପରଭେଶ ବର୍ମା

ପୂର୍ବତନ ମୁଖ୍ୟମନ୍ତ୍ରୀ ସାହିବ ସିଂ ବର୍ମାଙ୍କ ପୁଅ ପରଭେଶ ବର୍ମା

ପଶ୍ଚିମ ଦିଲ୍ଲୀରୁ ଦୁଇ ଦୁଇ ଥର ସାଂସଦ ରହିସାରିଛନ୍ତି

ଏଥର ସାଂସଦ ବଦଳରେ ବିଧାନସଭା ନିର୍ବାଚନରେ ତାଙ୍କୁ ପ୍ରାର୍ଥୀ କରିଥିଲା ଦଳ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେସରେ ଆଗରେ ପରଭେଶ ବର୍ମ । ଅଭିଜ୍ଞତା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ଦୌଡ଼ରେ ସାମିଲ ହୋଇଛନ୍ତି ପରଭେଶ ବର୍ମା ।