ଜଣେ ବ୍ରାଜିଲିଆନ ଧର୍ମଗୁରୁ ଅଥୋସ ସୋଲମ ଯିଏ କି ଲିଭିଂ ନୋଷ୍ଟ୍ରାଡମସ ଭାବେ ପରିଚିତ । ସେ ଜଣେ ପାରାସାଇକୋଲଜିଷ୍ଟ ମଧ୍ୟ । ସେ ୨୦୨୫ରେ ହେବାକୁ ଥିବା ସମ୍ଭାବ୍ୟ ଘଟଣାବଳୀର ଏକ ତାଲିକା ପ୍ରସ୍ତୁତ କରିଛନ୍ତି । ସେ ତାଙ୍କ ତାଲିକାରେ ‘ଜେନେଟିକ ଭାବେ ପରିବର୍ତ୍ତିତ ମଣିଷ’, ‘ନିୟନ୍ତ୍ରଣ ବାହାରେ ଏଆଇ’ ଏବଂ ‘ଏଅନଙ୍କ ସହ ଯୋଗାଯୋଗ’ ପରି କେତେକ ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି । ଏଥିସହିତ ୨୦୨୫ ଅନେକ ପ୍ରାକୃତିକ ବିପର୍ଯ୍ୟୟକୁ ଆମନ୍ତ୍ରଣ କରିବ ବୋଲି ମଧ୍ୟ ସେ ଚେତାବନୀ ଦେଇଛନ୍ତି ।
ଏହି ସପ୍ତାହରେ ସ୍ୱାସ୍ଥ୍ୟ ଭଲ ରହିବ। ଦୂରଯାତ୍ରା ଶୁଭପ୍ରଦ ହେବ। ପ୍ରେମ ଜୀବନରେ ରୋମାଞ୍ଚ ବୃଦ୍ଧି ପାଇବ । ଏହି ସପ୍ତାହରେ ଅକସ୍ମାତ ଧନ ପ୍ରାପ୍ତି ନେଇ ଯୋଗ ରହିଛି । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ ।
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର,ତିଥି-ଅମାବାସ୍ୟା ରାତ୍ରି ୦୩.୫୬ ଗତେ ପ୍ରତିପଦ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ,ପୁଷ୍କର ଦୋଷ- ନାସ୍ତି ।
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ....
ପ୍ରତ୍ୟେକ କ୍ଷେତ୍ରରେ ଘଟଣାଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଷ ନେଇ ଦୁଃଖ ଅନୁଭବ କରିବେ । ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି।
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ରବିବାର । ଚନ୍ଦ୍ର- ବିଛା ରାତ୍ରି ୧୧.୨୧ ଗତେ ଧନୁ । ତିଥି-୧୪ ଶୀ ରାତ୍ରି ୦୪.୦୧ ଅମାବାସ୍ୟା ।ଘାତଚନ୍ଦ୍ର- ରାତ୍ରି ୧୧.୨୧ ଗତେ ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶନିବାର । ଚନ୍ଦ୍ର- ବିଛା ଅହୋରାତ୍ର ତିଥି-୧୩ଶୀ ରାତ୍ରି ୦୩.୩୨ ଗତେ ୧୪ ଶୀ ଘାତଚନ୍ଦ୍ର- ନାସ୍ତି ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶନିବାର । ଚନ୍ଦ୍ର- ବିଛା ଅହୋରାତ୍ର ତିଥି-୧୩ଶୀ ରାତ୍ରି ୦୩.୩୨ ଗତେ ୧୪ ଶୀ ଘାତଚନ୍ଦ୍ର- ନାସ୍ତି ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର- ତୁଳା ଦିବା ୦୧.୫୬ ଗତେ ବିଛା ତିଥି-୧୨ ଶୀ ରାତ୍ରି ୦୨.୨୬ ଗତେ ୧୩ ଶୀ ଘାତଚନ୍ଦ୍ର- ନାସ୍ତି ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି -ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୮.୨୭ ଗତେ ୧ ପାଦ-ପଶୁସମ୍ପଦ ନାଶ ଅନ୍ନ ଦାନ ରାତ୍ରି ୦୨.୨୬ ପର୍ଯ୍ୟନ୍ତ
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ଶୁକ୍ରବାର । ଚନ୍ଦ୍ର- ତୁଳା ଦିବା ୦୧.୫୬ ଗତେ ବିଛା ତିଥି-୧୨ ଶୀ ରାତ୍ରି ୦୨.୨୬ ଗତେ ୧୩ ଶୀ ଘାତଚନ୍ଦ୍ର- ନାସ୍ତି ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି -ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୮.୨୭ ଗତେ ୧ ପାଦ-ପଶୁସମ୍ପଦ ନାଶ ଅନ୍ନ ଦାନ ରାତ୍ରି ୦୨.୨୬ ପର୍ଯ୍ୟନ୍ତ
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ଗୁରୁବାର । ଚନ୍ଦ୍ର-ତୁଳା ଅହୋରାତ୍ର,ତିଥି-୧୧ ଶୀ ରାତ୍ରି ୧୨.୪୪ ଗତେ ୧୨ ଶୀ ଘାତଚନ୍ଦ୍ର- ନାସ୍ତି,ପୁଷ୍କର ଦୋଷ- ସନ୍ଧ୍ୟା ୦୬.୦୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୨.୪୪ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ଗୁରୁବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ....
ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ । ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ ।
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ବୁଧବାର । ଚନ୍ଦ୍ର-ତୁଳା ଅହୋରାତ୍ର। ତିଥି-୧୦ ମୀ ରାତ୍ରି ୧୦.୨୯ ଗତେ ୧୧ ଶୀ । ଘାତଚନ୍ଦ୍ର- ନାସ୍ତି। ପୁଷ୍କର ଦୋଷ- ନାସ୍ତି
ପ୍ରେମୀ ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ,ଆକସ୍ମିକ ଧନ ଲାଭ ହେବ । ବିଦେଶ ଯାତ୍ରାର ଯୋଗ ରହିଛି । କୌଣସି ନୂତନ ବନ୍ଧୁଙ୍କ ସହ ଭେଟ ହେବ ।
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର । ଚନ୍ଦ୍ର-କନ୍ୟା ରାତ୍ରି ୦୧.୫୦ ଗତେ ତୁଳା। ତିଥି-୯ମୀ ରାତ୍ରି ୦୭.୫୨ ଗତେ ୧୦ ମୀ । ଘାତଚନ୍ଦ୍ର- ବୃଷ ରାଶିର ରାତ୍ରି ୦୧.୫୦ ପର୍ଯ୍ୟନ୍ତ। ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ।
ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ନୂତନ ବନ୍ଧୁଙ୍କ ପରାମର୍ଶରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ । ନିଜର ନୂଆ ଲକ୍ଷ୍ୟ ନିର୍ଦ୍ଧାରିତ କରିବେ । ଚାକିରିରେ ସ୍ଥାନାନ୍ତର ହେବାକୁ ଚେଷ୍ଟା କଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ ।
ସ୍ବାସ୍ଥ୍ୟରେ ଉନ୍ନତି ଘଟିବ। ପୁରୁଣା କଥାକୁ ନେଇ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ୱାକ୍ଷରିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ।
ତିଥି-ଅଷ୍ଟମୀ ସନ୍ଧ୍ୟା ୦୫.୦୮ ଗତେ ନବମୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୯.୦୯ ପର୍ଯ୍ୟନ୍ତ ।
ବାବା ଭେଙ୍ଗାଙ୍କ ୮୫ ପ୍ରତିଶତ ଭବିଷ୍ୟବାଣୀ ସତ୍ୟ ପ୍ରମାଣିତ ହୋଇଛି। ଭ୍ଲାଦିମିର ପୁଟିନଙ୍କୁ ହତ୍ୟା କରିବାର ଉଦ୍ୟମକୁ ବାବା ଭେଙ୍ଗା ପୂର୍ବାନୁମାନ କରିଥିଲେ, ଯାହା ଏତେ ସତ୍ୟ ପ୍ରମାଣିତ ହୋଇଛି। ତେବେ ଆସନ୍ତୁ ୨୦୨୪ ଶେଷ ହେବା ପୂର୍ବରୁ ଏହି ମସିହାରେ ବାବା ଭେଙ୍ଗାଙ୍କର କେଉଁ ସବୁ ଭବିଷ୍ୟବାଣୀ ସତ୍ୟ ପ୍ରମାଣିତ ହୋଇଛି ତାହା ଜାଣିବା।
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ରବିବାର ।ଚନ୍ଦ୍ର-ସିଂହ ଦିବା ୧୨.୫୬ ଗତେ କନ୍ୟା,ତିଥି-୭ମୀ ଦିବା ୦୨.୩୨ ଗତେ ୮ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ଦିବା ୧୨.୫୬ ଗତେ ବୃଷ ରାଶିର,ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୨.୩୨ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶନିବାର । ଚନ୍ଦ୍ର-ସିଂହ ଅହୋରାତ୍ର,ତିଥି-୬ଷ୍ଠୀ ଦିବା ୧୨.୨୧ ଗତେ ୭ମୀ,ଘାତଚନ୍ଦ୍ର-କର୍କଟ ଓ ମକର ରାଶିର ଅହୋରାତ୍ର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୨.୨୧ ଗତେ ୨ ପାଦ-କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ ନିଶାନ୍ତ ୦୬.୧୪ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ।
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶନିବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଶୁକ୍ରବାର । ଚନ୍ଦ୍ର-ସିଂହ ଅହୋରାତ୍ର,ତିଥି-୫ମୀ ଦିବା ୧୦.୪୯ ଗତେ ୬ଷ୍ଠୀ,ଘାତଚନ୍ଦ୍ର-କର୍କଟ ଓ ମକର ରାଶିର ଅହୋରାତ୍ର,ପୁଷ୍କର ଦୋଷ- ନାସ୍ତି ।
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୦ ତାରିଖ ଶୁକ୍ରବାର । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...