ଜ୍ୱର କିମ୍ବା ମୁଣ୍ଡବିନ୍ଧା ଭଳି ସମସ୍ୟାରୁ ଅନୁଭବ କରିପାରନ୍ତି । ବିଦେଶୀ ବାଣିଜ୍ୟ ସମୃଦ୍ଧ ହେବ ଏବଂ ବ୍ୟବସାୟ ବୃଦ୍ଧି ପାଇବ । ଭଲ ଲୋକଙ୍କ ସହିତ କାମ କରିବା ମଧ୍ୟ ଲାଭଦାୟକ ହେବ । ପରସ୍ପର ପ୍ରତି ଥିବା ପ୍ରେମ ଭାବନା ବଢିବ । ପିଲାମାନଙ୍କ ସହିତ କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ଚାକିରିରେ ଭଲ ଟଙ୍କା ରୋଜଗାର କରିବେ ।
ସୌର ବୃଷ ମାସ ଆଷାଢ କୃଷ୍ଣପକ୍ଷ। ଇଂରାଜୀ ୧୬ ତାରିଖ ସୋମବାର । ଚନ୍ଦ୍ର- ମକର ଦିବା ୦୧.୦୯ ଗତେ କୁମ୍ଭ । ତିଥି - ୫ମୀ ଦିବା ୦୩.୩୧ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ସିଂହ ରାଶିର , ଦିବା ୦୧.୦୯ ଗତେ ମିଥୁନ ଓ ମୀନ ରାଶୀର ।
ଅଶ୍ୱନୀ- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷାକୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।
ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ। ଇଂରାଜୀ ୧୫ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର। ତିଥି - ୪ର୍ଥୀ ଦିବା ୦୩.୫୧ ଗତେ ୫ମୀ। ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର। ଘାତବାର- ମେଷ ରାଶିର। ପୁଷ୍କର ଦୋଷ – ୧ପାଦ- କୃଷିହାନି-ଭୂମିଦାନ
ଅଶ୍ୱନୀ-ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ।
ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ। ଇଂରାଜୀ ୧୪ ତାରିଖ ଶନିବାର । ଚନ୍ଦ୍ର- ଧନୁ ପ୍ରାତଃ ୦୫.୩୮ ଗତେ ମକର। ତିଥି - ୩ୟା ଦିବା ୦୩.୪୭ ଗତେ ୪ର୍ଥୀଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ପ୍ରାତଃ ୦୫.୩୮ ଗତେ ସିଂହ ରାଶିର।
ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ ।
ସୌର ବୃଷ ମାସ ଆଷାଢ କୃଷ୍ଣପକ୍ଷ। ଇଂରାଜୀ ୧୩ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି - ୨ୟା ଦିବା ୦୩.୧୯ ଗତେ ୩ୟା । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ବିଛା , ଧନୁ ଓ ମୀନ ରାଶିର
ଅଶ୍ୱନୀ- ଶରୀରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡ଼ିବ।
ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ। ଇଂରାଜୀ ୧୨ ତାରିଖ ଗୁରୁବାର । ଚନ୍ଦ୍ର- ଧନୁ ଅହୋରାତ୍ର।ତିଥି - ପ୍ରତିପଦ ଦିବା ୦୨.୨୮ ଗତେ ୨ୟା।ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ଦିବା ୦୨.୨୮ ଗତେ ୧ପାଦ - ପଶୁସମ୍ପଦ ନାଶ-ଅନ୍ନଦାନ।
ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଳପକ୍ଷ। ଇଂରାଜୀ ୧୧ ତାରିଖ ବୁଧବାର । ଚନ୍ଦ୍ର- ବିଛା ରାତ୍ରି ୦୮.୧୦ ଗତେ ଧନୁ । ତିଥି - ପୂର୍ଣ୍ଣିମା ଦିବା ୦୧.୧୩ ଗତେ ପ୍ରତିପଦ । ଘାତଚନ୍ଦ୍ର- ରାତ୍ରି ୦୮.୧୦ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ନାସ୍ତି ।
ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଳପକ୍ଷ। ଇଂରାଜୀ ୧୧ ତାରିଖ ବୁଧବାର । ଚନ୍ଦ୍ର- ବିଛା ରାତ୍ରି ୦୮.୧୦ ଗତେ ଧନୁ । ତିଥି - ପୂର୍ଣ୍ଣିମା ଦିବା ୦୧.୧୩ ଗତେ ପ୍ରତିପଦ । ଘାତଚନ୍ଦ୍ର- ରାତ୍ରି ୦୮.୧୦ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ନାସ୍ତି ।
ଅଶ୍ୱନୀ- ସ୍ୱାସ୍ଥ୍ୟ ପାଇଁ ସତର୍କତା ଅବଲମ୍ବନ କରିବାକୁ ପଡିବ । ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ପରିବାର ଭିତରେ ଖୁସିର ବାତାବରଣ ସୃଷ୍ଟି ହେବ।
ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଳପକ୍ଷ। ଇଂରାଜୀ ୧୦ ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର। ତିଥି - ୧୪ଶୀ ଦିବା ୧୧.୩୫ ଗତେ ପୂର୍ଣ୍ଣିମା।ଘାତଚନ୍ଦ୍ର- ନାସ୍ତିଘାତବାର- ମକର ରାଶିର। ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ।
ପୂରା ପ୍ରୟାସ କରନ୍ତୁ ଅନ୍ୟ ବ୍ୟକ୍ତିମାନେ ଯେମିତି ଆପଣଙ୍କୁ ମନେ ରଖିବେ। ବାଣୀ ଓ ବ୍ୟବହାରରେ ସଂଯମ ରଖନ୍ତୁ। ସବୁ ପ୍ରକାର ବ୍ୟବସାୟ ସଉଦାରେ ସଫଳତା ପାଇବେ। ଅଫିସରେ କାର୍ଯ୍ୟକୁ ନେଇ କାହାରି ଉପରେ ଭରସା କରନ୍ତୁ ନାହିଁ।
ଅଶ୍ୱନୀ- ଅନେକାଂଶରେ ସ୍ୱାସ୍ଥ୍ୟ ସମସ୍ୟା ଦୂରିଭୂତ ହେବା ସହିତ ଶାରୀରିକ ସୁସ୍ଥତା ଫେରି ପାଇବେ । ବ୍ୟବସାୟ ଅତି ଦ୍ରୁତ ଗତିରେ ବୃଦ୍ଧି ପାଇବ । ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ ।
ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଳପକ୍ଷ। ଇଂରାଜୀ ୦୯ ତାରିଖ ସୋମବାର ।ଚନ୍ଦ୍ର- ତୁଳା ଦିବା ୦୮.୫୦ ଗତେ ବିଛା।ତିଥି- ୧୩ଶୀ ଦିବା ୦୯.୩୬ ଗତେ ୧୪ଶୀ। ଘାତଚନ୍ଦ୍ର- ନାସ୍ତି । ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ୧ପାଦ-କୁଟୁମ୍ବହାନି- ତିଳକାଞ୍ଚନ ଦାନ ଦିବା ୦୩.୩୦ ପର୍ଯ୍ୟନ୍ତ।
ବିଦ୍ୟାର୍ଥୀମାନେ ପଢାପଢିରେ ଅଧିକ ପରିଶ୍ରମ କରିଲେ ମଧ୍ୟ ଭଲ ଫଳ ମିଳିବ ନାହିଁ । ରାଜନୀତିରେ ନୂତନ ସମସ୍ୟାରେ ପୀଡିତ ହେବେ । ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ । ପଡୋଶୀ ଏବଂ କୁଟୁମ୍ଭ ସହ ଲାଗିଥିବା କଳହର ସମାଧାନ ହୋଇଯିବ ।
ସୌର ବୃଷ ମାସ ଜ୍ୟେଷ୍ଠ ଶୁକ୍ଳପକ୍ଷ। ଇଂରାଜୀ ୦୮ ତାରିଖ ରବିବାର । ଚନ୍ଦ୍ର- ତୁଳା ଅହୋରାତ୍ର । ତିଥି- ୧୨ଶୀ (ମଳ) ପ୍ରାତଃ ୦୭.୧୮ ଗତେ ୧୩ଶୀ ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର ।
ଦୀର୍ଘ ଦିନରୁ ପ୍ରତୀକ୍ଷିତ କୌଣସି ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଭାବ ବିଭୋର ହେବେ । କର୍ମକ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଳପକ୍ଷ। ଇଂରାଜୀ ୦୭ ତାରିଖ ଶନିବାର।ଚନ୍ଦ୍ର- ତୁଳା ଅହୋରାତ୍ର।।ତିଥି- ୧୨ଶୀ ଅହୋରାତ୍ର। ଘାତଚନ୍ଦ୍ର- ନାସ୍ତି।ୟଘାତବାର- ବୃଷ , ସିଂହ, କନ୍ୟା ରାଶିର।ପୁଷ୍କର ଦୋଷ- ୨ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଅହୋରାତ୍ର।
ପରିବାରରେ ଭୁଲ୍ ବୁଝାମଣା ଓ ନିଜର କେତେକ ବ୍ୟତିକ୍ରମକୁ ସଜାଡ଼ିବାକୁ ଯାଇ ଅସ୍ଥିରତା ଲାଗି ରହିବ । ଅଭାବ ନଥିଲେ ମଧ୍ୟ ଅନାବଶ୍ୟକ ବ୍ୟୟରୁ ବିଚଳିତ ହେବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ବନ୍ଧୁତ୍ୱ ସୃଷ୍ଟି ହେବ । ପୂ,ଫାଲଗୁନି- କର୍ମକ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାକୁ ପଡ଼ିପାରେ ।
ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଳପକ୍ଷ। ଇଂରାଜୀ ୦୬ ତାରିଖ ଶୁକ୍ରବାର । ଚନ୍ଦ୍ର- କନ୍ୟା ରାତ୍ରି ୦୮.୦୬ ଗତେ ତୁଳା । ତିଥି- ୧୧ଶୀ ନିଶାନ୍ତ ୦୪.୪୮ ଗତେ ୧୨ଶୀ । ଘାତଚନ୍ଦ୍ର- ବୃଷ ରାଶିର ରାତ୍ରି ୦୮.୦୬ ପର୍ଯ୍ୟନ୍ତ ।
ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ପ୍ରେମିକ ପ୍ରେମିକା ମାନେ ନିକଟବର୍ତ୍ତୀ ହେବେ ।
ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଳପକ୍ଷ। ଇଂରାଜୀ ୦୫ ତାରିଖ ଗୁରୁବାର। ଚନ୍ଦ୍ର- କନ୍ୟା ଅହୋରାତ। ତିଥି- ୧୦ମୀ ରାତ୍ରି ୦୨.୧୬ ଗତେ ୧୧ଶୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ତୁଳ ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ନାସ୍ତି।