• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Editor

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

weightlifting_ravikumar
ଡୋପ୍ ଟେଷ୍ଟରେ ବିଫଳ ହେଲେ ଓଡ଼ିଆ ୱେଟଲିଫ୍ଟର କେ. ରବିକୁମାର

ଭୁବନେଶ୍ୱର: ଡୋପ୍ ଟେଷ୍ଟରେ ବିଫଳ ହୋଇଛନ୍ତି ଓଡ଼ିଆ ୱେଟ ଲିଫ୍ଟର କେ. ରବିକୁମାର। ନ୍ୟାସନାଲ ଆଣ୍ଟି ଡୋପିଂ ଏଜେନ୍ସି NADA ଦ୍ୱାରା ହୋଇଥିବା ଡୋପ୍ ଟେଷ୍ଟରେ ରବିକୁମାରଙ୍କ ସମେତ ମୋଟ୍ ୧୯ ଜଣ ଆଥଲେଟ୍  ବିଫଳ ହୋଇଛନ୍ତି । ଗତ ଫେବୃୟାରୀରେ ରବିକୁମାରଙ୍କ ଡୋପ୍ ଟେଷ୍ଟ ହୋଇଥିଲା। ବିଶାଖାପାଟଣାରେ...

rajya-sabha-
ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରକାଶ ପାଇଛି ବିଜ୍ଞପ୍ତି। ଓଡ଼ିଶାର ୩ଟି ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ନାମାଙ୍କନର ଶେଷ ତାରିଖ ରହିଛି ଜୁନ୍ ୨୫ । ଜୁଲାଇ ୫ରେ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଭୋଟ୍ ଗ୍ରହଣ ହେବ। ବର୍ତ୍ତମାନ ଓଡ଼ିଶାର ୪ଟି...

monsoon
୨୦ରୁ ୨୨ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ !

ଭୁବନେଶ୍ୱର: ଅସହ୍ୟ ଗୁଳୁଗୁଳି ଏବଂ ତାତିରୁ ତ୍ରାହି ମିଳିଛି। ଗତ କିଛି ଦିନ ହେବ ପାଗରେ ପରିବର୍ତ୍ତନ ଆସିଛି। ଯାହା ସୂଚନା ମିଲୁଛି ମୌସୁମୀ ଧୀରେ ଧୀରେ ସକ୍ରିୟ ହେବାରେ ଲାଗିଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର୍ ବିଶ୍ୱାସଙ୍କ ସୂଚନା ଅନୁଯାୟୀ, ଜୁନ୍ ୨୦ରୁ ୨୨ ଭିତରେ...

sambadika
ପାକ୍‌ ସେନାକୁ ସମାଲୋଚନା କରିବାରୁ ସାମ୍ବାଦିକଙ୍କୁ ହତ୍ୟା

ଇସ୍‌ଲାମାବାଦ: ନିଜର ବ୍ଲଗ ଏବଂ ଖବର ମାଧ୍ୟମରେ ପାକିସ୍ତାନର ଶକ୍ତିଶାଳୀ ସେନା ବାହିନୀକୁ ତାଚ୍ଛଲ୍ୟ କରୁଥିବା ୨୨ ବର୍ଷୀୟ ମହମ୍ମଦ ବିଲାଲ ଖାନ୍‌ଙ୍କୁ ହତ୍ୟା କରାଯାଇଛି। ଜଣେ ବ୍ୟକ୍ତି ତାଙ୍କୁ ଅତ୍ୟନ୍ତ ବୀଭତ୍ସ ଭାବେ ହାଣି ହାଣି ହତ୍ୟା କରିଛନ୍ତି। ମହମ୍ମଦ ନିଜର ବ୍ଲଗ ମାଧ୍ୟମରେ ସର୍ବଦା ପାକ୍‌...

5782a38b9be982addd5c4c726ad15ac1
୨୨ ଯାଏଁ ସ୍କୁଲ ଛୁଟି

ପାଟନା: ବିହାରରେ ଜାରି ରହିଥିବା ପ୍ରବଳ ଖରା ଓ ଲୁ’ ପାଇଁ ସମଗ୍ର ରାଜ୍ୟରେ ସ୍ଥିତି ବିଗିଡ଼ି ଯାଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଲୁ ଯୋଗୁ ଗତ ୩ ଦିନ ମଧ୍ୟରେ ରାଜ୍ୟର ପ୍ରାୟ ୧୮୩ ଜଣଙ୍କ ଜୀବନ ଯାଇଥିବା କୁହାଯାଉଛି। ସେହିପରି ଶହଶହ ଲୋକ ଗ୍ରୀଷ୍ମ...

firing
ଆମେରିକାରେ ୪ ପ୍ରବାସୀ ଭାରତୀୟଙ୍କୁ ହତ୍ୟା

ନ୍ୟୁୟର୍କ: ଆମେରିକାରେ ୪ ପ୍ରବାସୀ ଭାରତୀୟ ହତ୍ୟାର ଶିକାର ହୋଇଛନ୍ତି। ଘର ଭିତରେ ଏହି ହତ୍ୟାକାଣ୍ଡ ହୋଇଛି। ଆମେରିକାର ଆଇଓଓ୍ୱା ରାଜ୍ୟର ଓ୍ୱେଷ୍ଟ ଡେସ ମୋଇନେସରେ ଏହି ଅଭାବନୀୟ ଘଟଣା ଘଟିଛି। ଏ ନେଇ ସ୍ଥାନୀୟ ପୁଲିସ ସୂଚନା ଦେଇଛି। ମୃତକମାନେ ହେଲେ ୪୪ ବର୍ଷୀୟ ଚନ୍ଦ୍ରଶେଖର ସୁନକର,...

Mani_Ratnam_0
ଲୋକପ୍ରିୟ ଫିଲ୍ମ ନିର୍ମାତା ମଣିରତ୍ନମ୍‌ ଅସୁସ୍ଥ

ଚେନ୍ନାଇ: ଦେଶର ବିଶିଷ୍ଟ ଓ ଲୋକପ୍ରିୟ ଫିଲ୍ମ ନିର୍ମାତା ମଣିରତ୍ନମ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଅସୁସ୍ଥ ଅବସ୍ଥାରେ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ମଣିରତ୍ନମଙ୍କ ହୃଦ ଜନିତ ସମସ୍ୟା ଦେଖାଦେବା ପରେ ତାଙ୍କୁ ଡାକ୍ତଖାନାକୁ ନିଆଯାଇଥିଲା। ପୂର୍ବରୁ ୨୦୦୪ରେ ଫିଲ୍ମ ‘ୟୁବା‘ର ସୁଟିଂ ବେଳେ...

smruiti
ଶପଥ ନେବା ବେଳେ ସ୍ମୃତି ଇରାନୀଙ୍କୁ ମିଳିଲା ଅଧିକ ଶୁଭେଚ୍ଛା ଓ ତାଳି

ନୂଆଦିଲ୍ଲୀ: ଆଜିଠାରୁ ଆରମ୍ଭ ହୋଇଛି ୧୭ତମ ଲୋକସଭା ଅଧିବେଶନ। ଆଜି କାମଚଳା ବାଚସ୍ପତି ବୀରେନ୍ଦ୍ର କୁମାର ସମସ୍ତ ନବନିର୍ବାଚିତ ସାଂସଦମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶପଥ ଗ୍ରହଣ କରିଥିଲେ। ଏହି ସମୟରେ ମୋଦି ମୋଦି ନାରା ଶୁଣିବାକୁ ମିଳିଥିଲା।...

84c3f713-a134-4d7d-9d44-3b9bb0cdcca8
ଗୁଳି ବିନିମୟରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଆଜି ସକାଳୁ ଜମ୍ମୁ କଶ୍ମୀରର ଅନନ୍ତନାଗରେ ଆତଙ୍କବାଦୀ ଓ ସେନା ମଧ୍ୟରେ ଗୁଳି ବିନିମୟ ହୋଇଛି। ଉଭୟ ପଟୁ ହୋଇଥିବା ଗୁଳି ବିନିମୟରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଏଥିସହ ୨ ଜଣ ଯବାନ ଏବଂ ଜଣେ ସେନା ଅଧିକାରୀ ଆହତ ହୋଇଥିବା ସ୍ପଷ୍ଟ...

13
ବିହାର ଯାଇ ସ୍ଥିତି ଅନୁଧ୍ୟାନ କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ପାଟଣା: ବିହାର ପାଇଁ ବଡ଼ ବିପତ୍ତିର ରୂପ ନେଇଥିବା ଆକ୍ୟୁଟ୍‌ ଏନ୍‌ସେଫାଲାଇଟିସ୍ ସିଣ୍ଡ୍ରୋମ ରୋଗରେ ମୃତ୍ୟୁ ସଂଖ୍ୟା ୯୩କୁ ବୃଦ୍ଧି ପାଇଛି। ଆଗକୁ ଏହି ସଂଖ୍ୟା ଅଧିକ ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି । ଏବେ ବି ବିଭିନ୍ନ ମେଡ଼ିକାଲରେ ୧୧୦ ଜଣ ଶିଶୁ ଚିକିତ୍ସାଧୀନ ଅଛନ୍ତ। ଗତକାଲି...

67-5
ପ୍ରେମିକଙ୍କ ମୁହଁକୁ ଛୁଇଁବେ ବୋଲି କହି ହେଲ୍‌ମେଟ୍‌ କାଢିଲେ, ଏସିଡ୍‌ ଢାଳିଦେଲେ

ନୂଆଦିଲ୍ଲୀ: ପ୍ରେମିକ ବାହା ହେବାକୁ ମନା କରି ଦେବାରୁ ପ୍ରେମିକା ତାଙ୍କ ଉପରେ ଏସିଡ୍ ଢାଳି ଦେଲେ। ଏ ଘଟଣାଟି ଘଟିଛି ନୂଆଦିଲ୍ଲୀର ବିକାଶପୁରି ଅଞ୍ଚଳରେ। ସୂଚନା ଅନୁଯାୟୀ, ଉଭୟ ପ୍ରେମିକ ଓ ପ୍ରେମିକା ବାଇକ୍‌ରେ ଯାଉଥିବା ବେଳେ ଏ ଘଟଣା ଘଟିଥିଲା। ପଛରେ ବସିଥିବା ପ୍ରେମିକା ହେଲ୍‌ମେଟ୍...

pratap sarangi
ସଂସ୍କୃତରେ ଶପଥ ନେଲେ ପ୍ରତାପ ଷଡ଼ଙ୍ଗୀ

ନୂଆଦିଲ୍ଲୀ: ଆଜିଠାରୁ ସପ୍ତଦଶ ଲୋକସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି। ମୋଦି ସରକାର ଦ୍ୱିତୀୟ ଥର ପାଇଁ କ୍ଷମତାକୁ ଆସିବା ପରେ ଏହା ତାଙ୍କର ପ୍ରଥମ ଅଧିବେଶନ। ପ୍ରଥମ ଦିନରେ ନବନିର୍ବାଚିତ ସଦସ୍ୟଙ୍କ ଶପଥ ଗ୍ରହଣ ଉତ୍ସବର ଆୟୋଜନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୃହର ନେତା ଭାବେ...

DELHI-AIIMS
ଦିଲ୍ଲୀ ଏମ୍‌ସରେ କୋଲକାତା ଘଟଣାର ପୁନରାବୃତ୍ତି

ନୂଆଦିଲ୍ଲୀ: କୋଲକାତାର ନୀଲ ରତନ ମେଡିକାଲ କଲେଜରେ ଡାକ୍ତରଙ୍କୁ ଆକ୍ରମଣ ନେଇ ସାରା ଦେଶରେ ଇଣ୍ଡିଆନ୍‌ ମେଡିକାଲ ଆସୋସିଏସନ(ଆଇଏମ୍‌ଏ) ଆଜି ୨୪ ଘଣ୍ଟିଆ ଆନ୍ଦୋଳନ କରୁଛନ୍ତି। ଇତିମଧ୍ୟରେ ଦିଲ୍ଲୀ ଏମ୍ସର ଜଣେ ଡାକ୍ତର ରୋଗୀଙ୍କ ଆଟେଣ୍ଡାଣ୍ଟଙ୍କ ଆକ୍ରମଣର ଶିକାର ହୋଇଛନ୍ତି। ଏହି ଘଟଣା ପରେ ଦିଲ୍ଲୀ ଏମ୍‌ସ ଡାକ୍ତରମାନେ...

12
ବିଦ୍ୟୁତ୍‌ ଆଘାତରେ ଇଟାଭାଟି ମାଲିକ ମୃତ, ମାଲିକଙ୍କୁ ବଞ୍ଚାଇବାକୁ ଯାଇ ଶ୍ରମିକଙ୍କ ଜୀବନ ବି ଗଲା

ଅନୁଗୁଳ: ଅନୁଗୁଳ ଜିଲ୍ଲା ତାଳଚେର ଥାନା ହରିହରପୁର ଗାଁରେ ବିଦ୍ୟୁତ୍‌ ଆଘାତରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଜଣେ ଇଟାଭାଟି ମାଲିକ ଓ ଅନ୍ୟ ଜଣେ ଶ୍ରମିକ  ବୋଲି ଜଣାପଡ଼ିଛି। ମୃତ ଇଟାଭାଟି ମାଲିକ ହେଲେ ଅନନ୍ତ ଚରଣ ସାହୁ ଏବଂ ମୃତ ଶ୍ରମିକ ଜଣକ...

111
ବାରିପଦାରେ ଶ୍ରୀଜୀଉଙ୍କ ଦେବସ୍ନାନ ପୂର୍ଣ୍ଣିମା

ବାରିପଦା: ଦେବସ୍ନାନ ପୂର୍ଣ୍ଣିମା ଅବସରରେ ବାରିପଦାର ହରିବଳଦେବଜୀଉ ମନ୍ଦିର ଚଳଚଞ୍ଚଳ ହୋଇ ଉଠିଛି। ପରମ୍ପରା ଓ ରୀତିନୀତି ଅନୁଯାୟୀ ଚତୁର୍ଦ୍ଧାମୂରତିଙ୍କ ମହାସ୍ନାନ ସମ୍ପନ୍ନ ହୋଇଛି। ଭୋର ୪ଟାରୁ ମଙ୍ଗଳ ଆଳତି ପରେ ତିନି ଠାକୁରଙ୍କୁ ଗୋଟି ପହଣ୍ଡିରେ ସ୍ନାନମଣ୍ଡପ ଅଣାଯାଇଥିଲା ଏହାପରେ ପଞ୍ଚାମୃତ, ଗଙ୍ଗାଜଳ, ପଇଡ ଜଳରେ ସ୍ନାନ...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।