• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Freelancer

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

news_201114_HELPLESS_CHILD_NEED_MEDICAL_TREATMEN_PKG_GOTV
ଜୀଇଁବା ପାଇଁ ରୋଗ ସହ ଲଢୁଛନ୍ତି ଦୁଇ କଅଁଳ ଶିଶୁ

ଯାଜପୁର: କଁଅଳ ବୟସରେ ଅସହ୍ୟ ଯନ୍ତ୍ରଣାରେ ଛଟପଟ ହେଉଛି ଜୀବନ । ଖେଳ କୁଦ ବୟସରେ ଶଯ୍ୟାଶାୟୀ ହୋଇଛନ୍ତି ଯାଜପୁର ଜିଲ୍ଲାର ଦାନଗଦୀ ଓ ଧର୍ମଶାଳା ବ୍ଲକର ଦୁଇ କୁନି ଶିଶୁ। ଜଣେ ଗଛରୁ ପଡ଼ି ଗୋଡ଼ ଭାଙ୍ଗିଯିବାରୁ ଉଠିପାରୁନାହାନ୍ତି॥ ଆଉ ଜଣେ ଦେଢ଼ ବର୍ଷରୁ ଜ୍ୱରରେ ପୀଡ଼ିତ...

NitishKumar1
ବିହାର ରାଜନୀତି; ଆଜି ଏନଡିଏ ବିଧାୟକ ଦଳ ନେତା ଚୟନ

ପାଟଣା: ବିହାରରେ ସରକାର ଗଠନ ନେଇ ଆରମ୍ଭ ହୋଇଛି କସରତ।  ଆଜି ପାଟନାରେ ବସିବ ଏନଡିଏ ବିଧାୟକ ଦଳର ବୈଠକ। ବୈଠକରେ ନୀତିଶ କୁମାରଙ୍କୁ ଔପଚାରିକ ଭାବେ ବିଧାୟକ ଦଳର ନେତା ଭାବେ ଚୟନ କରାଯିବାର ସମ୍ଭାବନା ରହିଛି । ଏହି ବୈଠକରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ...

high-commision
ପାକ୍ ହାଇକମିଶନଙ୍କୁ ସମନ୍ କଲା ଭାରତ

ନୂଆଦିଲ୍ଲୀ:  ପାକ୍ ହାଇକମିଶନଙ୍କୁ ସମନ୍ କରିଛି ଭାରତ। ଦିଲ୍ଲୀରେ ଅବସ୍ଥାପିତ ପାକିସ୍ତାନ ହାଇକମିଶନଙ୍କୁ ସମନ୍ କରିଛି ବୈଦେଶିକ ବିଭାଗ। ଗତ କିଛି ଦିନ ମଧ୍ୟରେ ଜାମ୍ମୁ କାଶ୍ମୀର ସୀମାନ୍ତ ଉରି ଓ ଗୁରେଜ୍ ସେରରେ ପାକିସ୍ତାନ ପଟୁ ଲଗାତର ଅସ୍ତ୍ରବିରତ ଉଲ୍ଲଂଘନ କରାଯାଉଥିବାରୁ ପାକ୍ ହାଇକମିଶନଙ୍କୁ ସମନ୍ କରିଛି...

murder
PLFI ପୂର୍ବତନ ସଦସ୍ୟଙ୍କୁ ଗୁଳି କରି ହତ୍ୟା

ରାଉରକାଲା: ଓଡ଼ିଶା ସୀମାନ୍ତ ଝାଡ଼ଖଣ୍ଡର ଗେର୍ଦା ଗାଁରେ ଗୁଳିକାଣ୍ଡ ଘଟି ମଦନ ମାଝୀ ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।  ସେ PLFIର ଜଣେ ପୂର୍ବତନ ସଦସ୍ୟ ଥିବା କୁହାଯାଉଛି। ଗେର୍ଦା ପୋଲିସ ଅନ୍ତର୍ଗତ ଜମତେଇ ଜଙ୍ଗଲରେ ତାଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି॥ ମଦନ...

susant
ଭାଇକୁ ମନେ ପକେଇଲେ ନୀତୁ ସିଂହ କୀର୍ତ୍ତି, ‘କହିଲେ, ଏଥର ଦିୱାଲି ସୁଶାନ୍ତ ପାଇଁ’

ମୁମ୍ବାଇ:ବଲିଉଡ ଅଭିନେତା ସୁଶାନ୍ତ ସଂହ ରାଜପୁତ ମୃତ୍ୟୁକୁ ଯଥେଷ୍ଟ ଦିନ ହୋଇଗଲାଣି। ଏ ପର୍ଯ୍ୟନ୍ତ ସୁଶାନ୍ତଙ୍କ ମୃତ୍ୟୁ ରହସ୍ୟର ଉନ୍ମୋଚନ ହୋଇ ପାରିନାହିଁ। ମୁମ୍ବାଇ ପୋଲିସ, ସିବିଆଇ ସମସ୍ତଙ୍କର ଯାଞ୍ଚ ସରିଲାଣି। ହେଲେ ସୁଶାନ୍ତ ମୃତ୍ୟୁ ରହସ୍ୟର ଉନ୍ମୋଚନ ହୋଇ ପାରିନାହିଁ। ଏକମାତ୍ର ପୁତ୍ର ତଥା ଭାଇକୁ ହରାଇବା...

କମୁଛି କରୋନା କୋପ: ଆଜି ସର୍ବାଧିକ ଆକ୍ରାନ୍ତ ସୁନ୍ଦରଗଡ଼ରୁ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୭୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୪୩୪ ଓ୩୧୯. ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି। ଆଜି ୩୦ଟି ଜିଲ୍ଲା ମଧ୍ୟରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ସୁନ୍ଦରଗଡ...

images
ଆଖି ବୁଜିଲେ ୧୭ କରୋନା ରୋଗୀ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୭ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା୧୫୨୭ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭଗ ପକ୍ଷରୁ କୁହାଯାଇଛି। ଆଜି ସୁନ୍ଦରଗଡ ଓ ଭୁବନେଶ୍ୱରରୁ ସର୍ବାଧିକ ୪ ଜଣ ଲେଖାଏ କରୋନାରେ ଆଖି...

mahadev-1
ସତ ହେଲା ଲୋକକଥା: ମାଟି ଖୋଳୁ ଖୋଳୁ ବାହାରିଲେ ମହାଦେବ

ଭଦ୍ରକ: କଥା ଛଳରେ ଆମେ କହୁ ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ହେଲେ ଭଦ୍ରକରେ ଏଇ କଥା ଯେମିତି ସତ ହୋଇ ଯାଇଛି। ପାର୍କ ପାଇଁ ପଡ଼ିଆ ସମତୁଲ କରିବାବେଳେ ବାହାରିଛନ୍ତି ମହାଦେବ। ତା‘ ପୁଣି ଦୀପାବଳି ଅମାବାସ୍ୟା ରାତିରେ।  ମାଟିତଳୁ ଶିବଲିଙ୍ଗ ବାହାରିଥିବା ଦେଖି ଗାଁରେ...

heavy rainfall
ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆଜି ରାଜ୍ୟର କିଛି ସ୍ଥାନରେ ଝଡ଼ତୋଫାନ, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

death-1
ପାଣି ଗରମ କରୁଥିଲେ, ଚାଲିଗଲା ମା’-ଝିଅଙ୍କ ଜୀବନ

ରାୟଗଡ଼ା: ରାୟଗଡା ଜିଲ୍ଲା ରାୟଗଡ଼ା ଜିଲ୍ଲା ପଦ୍ମପୁର ଥାନା ସାଇନଗରରେ ମା‘ ଝିଅଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଦୁଇ ଜଣଙ୍କ ମୃତଦେହ ଘର ଭିତରୁ ଉଦ୍ଧାର କରାଯାଇଛି । ଉଭୟଙ୍କ ମୃତ୍ୟୁର କାରଣ ଜଣା ପଡ଼ି ନାହିଁ। ତେବେ ପାଣି ଗରମ କରୁଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଦୁହିଁଙ୍କର...

trump march
ରାସ୍ତାକୁ ଓହ୍ଲାଇଲେ ଟ୍ରମ୍ପଙ୍କ ସମର୍ଥକ, ମାଗିଲେ ଆଉ ୪ ବର୍ଷ

ୱାଶିଂଟନ୍‌: ଆମେରିକା ରାଷ୍ଟ୍ରପତି ଡୋନାଲଡ୍ ଟ୍ରମ୍ପଙ୍କୁ ସମର୍ଥନ କରି ରାଜଧାନୀ ଓ୍ୱାଶିଂଟନ ଡିସିରେ ବିଶାଳ ଶୋଭାଯାତ୍ରାର ଆୟୋଜନ କରାଯାଇଛି।  ଲକ୍ଷ ଲକ୍ଷ ଟ୍ରମ୍ପ ସମର୍ଥକ ପ୍ଲାକାର୍ଡ ଧରି ହ୍ୱାଇଟ୍ ହାଉସ ଓ ଓ୍ୱାଶିଂଟନ ଡିସିର ମୁଖ୍ୟ ରାସ୍ତାରେ ଆନ୍ଦୋଳନ କରିଛନ୍ତି । ଗତ ରାଷ୍ଟ୍ରପତି ନିର୍ବାଚନରେ ତ୍ରୁଟି ଥିବା...

coronavirus-2
ରାଜ୍ୟରେ କରୋନା ଆକ୍ଟିଭ କେସ୍‌ ୧୦ ହଜାର ତଳକୁ ଖସିଲା, ସୁସ୍ଥ ହେଲେଣି ୨ ଲକ୍ଷରୁ ଅଧିକ

ଭୁବନେଶ୍ୱର:ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୭୪୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୩୭ କ୍ୱାରେଣ୍ଟିନ  ସେଣ୍ଟରରୁ ବାହାରିଥିବାବାବେଳେ ୩୧୨ ଜଣ ଲୋକାଲ କେସ ଥିବା ଜଣାଯାଇଛି। ଆଜି ବି କରୋନା ତାଲିକାର ଉପରେ ରହିଛି ଖୋର୍ଦ୍ଧା।  ତା ପଛକୁ ରହିଛି ମୟୂରଭଞ୍ଜ। ଖୋର୍ଦ୍ଧାରୁ ସର୍ବାଧିକ ୮୮...

online
୨୪ ଘଣ୍ଟାରେ ୧୬ କରୋନା ରୋଗୀ ଆଖି ବୁଜିଲେ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୬ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା୧,୫୪୩ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭଗ ପକ୍ଷରୁ କୁହାଯାଇଛି। ଆଜି ସୁନ୍ଦରଗଡ ସର୍ବାଧିକ ୫ ଜଣ କରୋନାରେ ଆଖି ବୁଜିଛନ୍ତି। ଏହାବ୍ୟତୀତ ଝାରସୁଗୁଡ଼ା...

delhi
ଦିଲ୍ଲୀରେ କରୋନା ସ୍ଥିତି ସଙ୍ଗୀନ; ପ୍ରତି ଘଣ୍ଟାରେ ଯାଉଛି ୪ ଜୀବନ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ପୁଣି ସଙ୍ଗୀନ ହେଲାଣି କରୋନା ସ୍ଥିତି । ପ୍ରତି ୧ ଘଣ୍ଟାରେ ଯାଉଛି ୪ ଜଣଙ୍କ ଜୀବନ। ଗତ ୧ ସପ୍ତାହ ହେଲା ରାଜଧାନୀରେ ଏଭଳି ସ୍ଥିତି ଜାରି ରହିଛି । ରବିବାର ଗୋଟିଏ ଦିନରେ ୯୫ ଜଣଙ୍କ ଜୀବନ ନେଇଛି ମାରାତ୍ମକ ଭୂତାଣୁ...

delhi-pollution
ଦିଲ୍ଲୀରେ ଆହୁରି ବଢିଲା ବାୟୁ ପ୍ରଦୂଷଣ; ବର୍ଷା ସତ୍ତ୍ୱେ ବି ଥମୁନି

ନୂଆଦିଲ୍ଲୀ: ଦିୱାଲି ପରେ ଦିଲ୍ଲୀ ପ୍ରଦୂଷଣ ଆହୁରି ବଢିଯାଇଛି । ଗତକାଲି ଅଳ୍ପ ବର୍ଷା ହୋଇଥିଲେ ମଧ୍ୟ ସ୍ଥିତି ସଙ୍ଗୀନ ରହିଛି। ବାୟୁର ମାନ ସିଭିୟର କ୍ୟାଟେଗୋରୀ ଅର୍ଥାତ୍ ଅତି ଖରାପ ସ୍ଥିତିରେ ରହିଛି। ରାଜଧାନୀର ଏୟାର କ୍ୱାଲିଟି ଇଣ୍ଡେକ୍ସ ୪୯୦ ଛୁଇଁଛି ।ପାଣିପାଗ ବିଭାଗ ଆକଳନ କରିଛି...

da
ଖୁସି ଖବର: ଖୁବ୍‌ ଶୀଘ୍ର ବଢିବ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍‌ସନ ଭୋଗୀଙ୍କ DA

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଅଧିନରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେନସନ ଭୋଗୀଙ୍କ ପାଇଁ ଖୁସି ଖବର। ଖୁବ୍‌ ଶୀଘ୍ର କେନ୍ଦ୍ର ସରକାର ଏମାନଙ୍କର DA (Dearness Allowance)  ବୃଦ୍ଧି କରିବାକୁ ଯାଉଛନ୍ତି। ପ୍ରାୟ ୪ ପ୍ରତିଶତ ଡିଏ ବଢିବାର ସମ୍ଭାବନା ରହିଛି । ଏହି ବର୍ଦ୍ଧିତ ଡିଏ...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।