• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Editor

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

66
ବିଜୁ ପକ୍କା ଘର ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଞ୍ଚିତ ପ୍ରକୃତ ହିତାଧିକାରୀ

କେନ୍ଦ୍ରାପଡ଼ା: ଅସହାୟ ଓ ଗରିବଙ୍କୁ ଘର ଯୋଗାଇ ଦେବା ପାଇଁ ସରକାରଙ୍କ ବିଜୁପକ୍କା ଘର ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରହିଛି। ହେଲେ ଯୋଗ୍ୟ ହିତାଧିକାରୀଙ୍କୁ ଏହି ସବୁ ଯୋଜନାର ଲାଭ ମିଳିପାରୁନାହିଁ। କେନ୍ଦ୍ରାପଡା ଜିଲ୍ଲା ଆଳି ବ୍ଲକ ଏରଡଙ୍ଗ ପଂଚାୟତରେ ଅନେକ ଗରିବ ହିତାଧିକାରୀ ସରକାରୀ ଯୋଜନାରୁ...

1777
ଗାଁ ବୁଡ଼ିଯିବା ଆଶଙ୍କା ନେଇ ଜଳସେଚନ ପ୍ରକଳ୍ପକୁ ବିରୋଧ କଲେ ଗ୍ରାମବାସୀ

ଝାରସୁଗୁଡ଼ା: ଚାଷ ଜମିକୁ ସୁବିଧାରେ ପାଣି ପହଞ୍ଚାଇବା ପାଇଁ ସରକାର ଅନେକ ଜଳସେଚନ ପ୍ରକଳ୍ପ କରିଛନ୍ତି। କିନ୍ତୁ ଝାରସୁଗୁଡ଼ା ଜିଲ୍ଲାର କ୍ଷୁଦ୍ର ଜଳସେଚନ ପ୍ରକଳ୍ପକୁ ଲୋକମାନେ ବିରୋଧ କରି ଲିଖିତ ଅଭିଯୋଗ କରିଛନ୍ତି। ଝାରସୁଗୁଡା କୋଲାବିରା ଅମାତି ନୂଆପଡ଼ାରେ ରହିଛି ରବଡେଗା ନାଳା। ଏହି ନାଳାରେ କ୍ଷୁଦ୍ର ଜଳ...

tkp
ଲୋପ ହେବାକୁ ଯାଉଛି ଘଡ଼ିଆଳ କୁମ୍ଭୀର ! ବଂଶ ବୃଦ୍ଧି ପାଇଁ ତତ୍ପର ହେଲା ବନ ବିଭାଗ

ଅନୁଗୁଳ: ଅନୁଗୁଳ ଜିଲ୍ଲା ଟିକରପଡ଼ାସ୍ଥିତ ସାତକୋଶିଆ ଗଣ୍ଡରେ ଗୋଟିଏ ପରେ ଗୋଟିଏ ଘଡିଆଳ କୁମ୍ଭୀରଙ୍କର ମୃତ୍ୟୁ ଘଟୁଛି। ଘଡିଆଳଙ୍କ ଏପରି ମୃତ୍ୟୁ ପରିବେଶବିଜ୍ଞାନୀଙ୍କୁ ଚିନ୍ତାରେ ପକାଇଛି। କୁମ୍ଭୀର ସଂଖ୍ୟା ବୃଦ୍ଧି ପାଇଁ ନନ୍ଦନକାନନ କୁମ୍ଭୀର ଗବେଷଣା କେନ୍ଦ୍ରରୁ କିଓ ଘଡିଆଳ ପ୍ରଜାତିର କୁମ୍ଭୀର ଅଣାଯାଇ ଗଣ୍ଡରେ ଛଡ଼ାଯିବାକୁ ଯୋଜନା...

dp-pujari-juel
ବିଜେପି ସଂସଦୀୟ କାର୍ଯ୍ୟନିର୍ବାହୀ କମିଟିରେ ସ୍ଥାନ ପାଇଲେ ୩ ଓଡ଼ିଆ

ଭୁବନେଶ୍ୱର: ବିଜେପି ଲୋକସଭା ଏବଂ ରାଜ୍ୟସଭା ପାଇଁ ସଂସଦୀୟ ଦଳର କାର୍ଯ୍ୟନିର୍ବାହୀ କମିଟି ଘୋଷଣା କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି କମିଟିରେ ଅଧ୍ୟକ୍ଷ ରହିଛନ୍ତି। ସେହିଭଳି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ପୂର୍ବବତ୍ ନିଜ ଦାୟିତ୍ୱ ତୁଲାଇବେ ବୋଲି ଜଣାପଡ଼ିଛି। ସେହିଭଳି କାର୍ଯ୍ୟନିର୍ବାହୀ କମିଟିରେ ଲୋକସଭାରେ ଉପାଧ୍ୟକ୍ଷ...

u-9
ଋଣ ଶୁଝିବା ପାଇଁ ଟଙ୍କା ଦେଇ ମନ ଜିଣିଲେ ବିଗ୍‌ ବି

ମୁମ୍ବାଇ: ବଲିଉଡ୍‌ର ବିଗ ବି ଅମିତାଭ ବଚ୍ଚନ ପୁଣିଥରେ ସମସ୍ତଙ୍କ ହୃଦୟ ଜିତିଛନ୍ତି। ସେ ଆଜି ବିହାରର ୨୧ ଶହ ଚାଷୀଙ୍କ ପାଇଁ ନିଜ ପକେଟ୍‌ରୁ ଋଣ ଅର୍ଥ ପୈଠ କରିଛନ୍ତି। ବିହାରର ଏହି ଚାଷୀମାନେ ଦୀର୍ଘ ଦିନରୁ ଋଣ କରିଥିଲେ ହେଁ ଏହାକୁ ଶୁଝି ପାରୁ ନଥିଲେ।...

pant
ଧୱନ୍‌ଙ୍କ ବଦଳରେ ଇଂଲଣ୍ଡ ଗସ୍ତ କଲେ ଏହି ଖେଳାଳି

ନୂଆଦିଲ୍ଲୀ: ୱିକେଟକିପର ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତ ଆହତ ଶିଖର ଧୱନଙ୍କ ବିକଳ୍ପ ଭାବେ ଇଂଲଣ୍ଡ ଗସ୍ତ କରିଛନ୍ତି। ଏଥିପାଇଁ ବିସିସିଆଇ ପନ୍ତଙ୍କୁ ସବୁଜ ସଙ୍କେତ ପ୍ରଦାନ କରିଛି। ତେବେ ଧୱନ୍ ଇଂଲଣ୍ଡରେ ହିଁ ରହିବେ ଏବଂ ବିସିସିଆଇର ମେଡିକାଲ ଟିମ୍ ନଜରରେ ରହିବେ। ପନ୍ତ ଟିମ୍ ଇଣ୍ଡିଆ ସହ...

chasi
ନିର୍ବାଚନ ପୂର୍ବରୁ ଦେଇଥିବା ଟଙ୍କା ଭୋଟ ପରେ ନେଇଗଲେ

ବେଙ୍ଗାଲୁରୁ: ରାଜନେତା ଓ ସରକାରମାନେ କେମିତି ଲୋକଙ୍କ ଭାବନା ସହ ଖେଳ ଖେଳନ୍ତି, ତାହା ଏବେ ସାମ୍ନାକୁ ଆସିଛି। କର୍ଣ୍ଣାଟକ ଲୋକସଭା ନିର୍ବାଚନ ପୂର୍ବରୁ କୃଷି ଋଣ ଛାଡ଼ ବାବଦରେ ଚାଷୀଙ୍କ ଆକାଉଣ୍ଟକୁ ରାଜ୍ୟ ସରକାର ଟଙ୍କା ପଠାଇଥିଲେ। ହେଲେ ରାଜ୍ୟରେ କ୍ଷମତାସୀନ କଂଗ୍ରେସ-ଜେଡିଏସ୍‌ ମେଣ୍ଟ ନୈରାଶ୍ୟଜନକ ପ୍ରଦର୍ଶନ...

virat-kohli-ao
ଫୋର୍ବସ୍‌ ତାଲିକାରେ ବିରାଟ କୋହଲି

ନୂଆଦିଲ୍ଲୀ: ଫୋର୍ବସ୍ ପକ୍ଷରୁ ୨୦୧୯ ବର୍ଷ ପାଇଁ ବିଶ୍ୱର ୧୦୦ ଜଣ ସର୍ବାଧିକ ଆୟକାରୀ ଖେଳାଳିଙ୍କ ତାଲିକା ପ୍ରକାଶ ପାଇଛି। ଏଥିରେ ଟିମ୍ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଏକ ମାତ୍ର ଭାରତୀୟ ଖେଳାଳି ଭାବେ ସ୍ଥାନ ପାଇଛନ୍ତି। ଏହା ସହିତ ସେ ଏଥିରେ ବିଶ୍ୱର ଏକମାତ୍ର କ୍ରିକେଟ୍...

modi
ପାକିସ୍ତାନ ଆକାଶ ମାର୍ଗରେ ଯିବେ ନାହିଁ ମୋଦି

ନୂଆଦିଲ୍ଲୀ: ଜୁନ୍‌ ୧୩ ଓ ୧୪ ତାରିଖରେ କିର୍ଗିସ୍ତାନର ବିଶକେକ୍‌ରେ ଏସ୍‌ସିଓ ସମ୍ମିଳନୀ ଅନୁଷ୍ଠିତ ହେବ। ଏସ୍‌ସିଓର ସମସ୍ତ ସଦସ୍ୟ ରାଷ୍ଟ୍ର ଏଥିରେ ଯୋଗଦେବେ। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସେଠାକୁ ଯିବେ। ଏହି ସମୟରେ ମୋଦିଙ୍କ ସ୍ୱତନ୍ତ୍ର ବିମାନ ପାକିସ୍ତାନର ଆକାଶ ମାର୍ଗରେ କିର୍ଗିସ୍ତାନ ଯିବାର...

144
ଖାସ୍‌ ଦୁଇ ସହଯୋଗୀଙ୍କ କାର୍ଯ୍ୟକାଳ ବୃଦ୍ଧି କଲେ ମୋଦି

ନୂଆଦିଲ୍ଲୀ: ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ପରେ ମୋଦି ନିଜର ଦୁଇ ଖାସ୍ ସହଯୋଗୀଙ୍କ କାର୍ଯ୍ୟକାଳ ବୃଦ୍ଧି କରିଛନ୍ତି। ପ୍ରିନ୍ସପାଲ ସେକ୍ରେଟାରି ନୃପେନ୍ଦ୍ର ମିଶ୍ର ଓ ଅତିରିକ୍ତ ପ୍ରିନ୍ସପାଲ ସେକ୍ରେଟାରି ପି.କେ. ମିଶ୍ରଙ୍କୁ ସେ ପୁଣି ଥରେ ନିଜ ନିଜ ପଦରେ ନିଯୁକ୍ତ କରିଛନ୍ତି। ଉଭୟଙ୍କ ନିଯୁକ୍ତି...

a33-2
ଜଙ୍ଗଲରେ ଖୋଲିଛନ୍ତି ଡାକ୍ତରଖାନା, ତିଆରି କରୁଛନ୍ତି ୫୦୦ ପ୍ରକାର ହର୍ବାଲ ଔଷଧ

ଥିରୁଅନନ୍ତପୁରମ୍‌: ସ୍ମାଟଫୋନ୍‌ ଯୁଗରେ ଆମର ମନେ ରଖିବାର ଶକ୍ତି ଧିରେ ଧିରେ କମି କମି ଯାଉଛି। ଏହି କାମ ଏବେ ଫୋନ୍‌ ଏବଂ ଗୁଗଲ୍‌ କରୁଛି। କିଛି କଥା ମନେ ନ ପଡ଼ିଲେ ଆମେ ଫୋନ୍‌ ନ ହେଲେ ଗୁଗଲ୍‌ ଦେଖୁଛୁ। ହେଲେ ଆମ ଆଜି ଏମିତି ଜଣଙ୍କ...

14
DRDOକୁ ଆଉ ଏକ ସଫଳତା, ଏଚ୍‌ଏସ୍‌ଟିଡିଭିର ସଫଳ ପରୀକ୍ଷଣ

ବାଲେଶ୍ୱର: ଭାରତୀୟ ପ୍ରତିରକ୍ଷା ଗବେଷଣା ପ୍ରତିଷ୍ଠାନ DRDOକୁ ଆଉ ଏକ ସଫଳତା ମିଳିଛି। ଆଜି ହାଇପରସୋନିକ୍ ଟେକ୍ନୋଲୋଜି ଡେମନଷ୍ଟ୍ରେସନ ଭେଇକ୍ଲ ବା HSTDVର ସଫଳ ପରୀକ୍ଷଣ କରାଯାଇଛି। ଧାମରା ITR ଅବଦୁଲ କାଲାମ ଦ୍ୱୀପର ୪ ନମ୍ବର ଲଞ୍ଚ୍‌ ପ୍ୟାଡ୍‌ରୁ ଏହି ପରୀକ୍ଷଣ କରାଯାଇଛି। ପ୍ରତିରକ୍ଷା ସଚିବଙ୍କ ଉପସ୍ଥିତିରେ...

11
ସରିଲା ଚକ ଡେରା କାମ, ଆଜି ଆରମ୍ଭ ହେବ ୩ ରଥର ମୁହାଁଟି ବାଡିଆ

ପୁରୀ: ଜୋରଦାର ଆଗେଇ ଚାଲିଛି ମହାପ୍ରଭୁଙ୍କ ତିନିରଥର ନିର୍ମାଣ କାର୍ଯ୍ୟ। ବିଶ୍ୱକର୍ମା ସେବକ ପରମ୍ପରା ଅନୁଯାୟୀ ରଥ ନିର୍ମାଣ କାମ କରୁଛନ୍ତି । ଚକ ଡେରା ପରେ ଆଜି ୩ ରଥର ମୁହାଁଟି ବାଡିଆ କାମ ଆରମ୍ଭ ହେବ। ସ୍ନାନ ପୂର୍ଣ୍ଣମୀରେ ଚାରିନାହାକା ଉଠିବାର ପରମ୍ପରା ରହିଥିବାରୁ ଭୋଇସେବକ...

vigilance
ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢଉ

ବରଗଡ଼ (ଦୀପକ ଶର୍ମା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ ଟଙ୍କଧର ମେହେରଙ୍କ ଘରେ ଆଜି ସକାଳେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ତାଙ୍କ ସରକାରୀ ବାସଭବନ ସମେତ ମୋଟ ୫ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଛି। ବରଗଡ଼ ଭିଜିଲାନ୍ସ...

11
ଘଣ୍ଟା ପ୍ରତି ୧୮ କିଲୋମିଟର ବେଗରେ ମାଡ଼ି ଆସୁଛି ବାତ୍ୟା ‘ବାୟୁ’

ନୂଆଦିଲ୍ଲୀ: ସାମୁଦ୍ରିକ ଝଡ଼ ‘ବାୟୁ’ ଭେରି ସିଭିୟର୍‌ ସାଇକ୍ଲୋନିକ ଷ୍ଟର୍ମ ରୂପ ନେଇ ସାରିଛି। ଏହା ଘଣ୍ଟା ପ୍ରତି ୧୮ କିଲୋମିଟର ବେଗରେ ଗୁଜରାଟ ଉପକୂଳ ଆଡ଼କୁ ମାଡ଼ି ଆସୁଛି। ଶେଷ ଖବର ସୁଦ୍ଧା ଏହା ବର୍ତ୍ତମାନ ଗୋଆଠାରୁ ୪୨୦ କିଲୋମିଟର, ମୁମ୍ବାଇଠାରୁ ୩୨୦ ଏବଂ ଗୁଜରାଟଠାରୁ ୩୪୦କିଲୋମିଟର...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।