Minati Mishra
ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।