• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

Minati Mishra

Editor

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

ministers
ଆଜି ମୋଦି ମନ୍ତ୍ରିମଣ୍ଡଳର ପ୍ରଥମ ବୈଠକ, ପ୍ରସ୍ତୁତ ହେବ ୧୦୦ ଦିନର ରୋଡମ୍ୟାପ୍

ନୂଆଦିଲ୍ଲୀ: ଆଜି ନରେନ୍ଦ୍ର ମୋଦି ସରକାରଙ୍କ ମନ୍ତ୍ରିମଣ୍ଡଳଙ୍କ ବୈଠକ ବସିବ। ଏହି ବୈଠକରେ ନିର୍ବାଚନ ବେଳେ ଦଳ ଜାରି କରିଥିବା ଘୋଷଣାପତ୍ର କିଭଳି ପୂରଣ ହେବ ସେ ନେଇ ମନ୍ତ୍ରିମଣ୍ଡଳକୁ ଅବଗତ କରାଇବେ ପ୍ରଧାନମନ୍ତ୍ରୀ। ଏଥିସହ ୧୦୦ ଦିନର ସ୍ୱତନ୍ତ୍ର ଖସଡ଼ା ପ୍ରସ୍ତୁତ କରିବା ପାଇଁ ମୋଦି କହିବେ।...

bjp-ysr
ଓ୍ୱାଇଏସଆର କଂଗ୍ରେସକୁ ମିଳିପାରେ ଉପ ବାଚସ୍ପତି ପଦ !

ନୂଆଦିଲ୍ଲୀ: ଲୋକସଭାରେ ଉପ ବାଚସ୍ପତି ପଦବୀ ପାଇଁ କେନ୍ଦ୍ରର ଶାସକ ଦଳ ବିଜେପି ଆନ୍ଧ୍ରପ୍ରଦେଶର ଶାସକ ଦଳ ଓ୍ୱାଇଏସଆର କଂଗ୍ରେସ ଉପରେ ନଜର ପକାଇଛି। ଏ ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ଗତକାଲି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ରେଡ୍ଡୀଙ୍କୁ ବିଜେପି ସାଂସଦ ଜିଭିଏଲ ନରସିମହା ରାଓ ଭେଟିବା...

1_127_0
ଜୁନ୍‌ ୩୦ରେ ମୋଦିଙ୍କ ‘ମନ୍‌ କୀ ବାତ୍‌’

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବହୁ ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ ପୁଣିଥରେ ଆରମ୍ଭ ହେବ। ଚଳିତ ମାସ ଶେଷ ରବିବାର ଅର୍ଥାତ ୩୦ ତାରିଖରୁ ଆରମ୍ଭ ହୋଇ ଏହି କାର୍ଯ୍ୟକ୍ରମ ଯଥାରୀତି ଚାଲୁ ରହିବ। ମୋଦି ପ୍ରଧାନମନ୍ତ୍ରୀ ଭାବରେ ଦ୍ୱିତୀୟ ଥର ଶପଥ ନେବାର...

koraput1
କୋରାପୁଟର ଆମ୍ୱ ଯିବ ଦିଲ୍ଲୀ

କୋରାପୁଟ(ସୂର୍ଯ୍ୟ ପଣ୍ଡା): କୋରାପୁଟର ଆମ୍ବ ଦିଲ୍ଲୀରେ ଜିଲ୍ଲା ପ୍ରଶାସନର ‘ଓରମାସ୍’ ସହାୟତାରେ ସହାୟତାରେ ବିକ୍ରି ହେବ। ଗତକାଲି କୋରାପୁଟ୍‌ର ‘ମଲ୍ଲିକା’ ଓ ‘ଲେଙ୍ଗଡା’ ଆମ୍ବ ଦିଲ୍ଲୀ ବଜାରରେ ବିକ୍ରି ପାଇଁ ଯାଇଛି। ଏହା ନିୟମିତ ଭାବେ କରାଗଲେ ଆମ୍ବ ପାଇଁ ଉଚିତ ମୂଲ୍ୟ ମିଳିବ ବୋଲି ଆମ୍ୱ ଚାଷୀ...

monsoon up
ଆଉ ପାଞ୍ଚ ଦିନ ପରେ ଆସିବ ମୌସୁମୀ !

ଭୁବନେଶ୍ୱର: ଜୁନ୍‌ ୮ରେ କେରଳ ଛୁଇଁଥିବା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେବେ ଓଡ଼ିଶା ଛୁଇଁବ, ତା’କୁ ନେଇ କଳ୍ପନାଜଳ୍ପନା ଲାଗି ରହିଛି। ତେବେ ଏହି ଅପେକ୍ଷାର ଅନ୍ତ ଖୁବ୍‌ଶୀଘ୍ର ଶେଷ ହେବାକୁ ଯାଉଛି। କାରଣ ଜୁନ୍‌ ୧୬ ସୁଦ୍ଧା ମୌସୁମୀ ଓଡ଼ିଶାରେ ପ୍ରବେଶ କରିବ ବୋଲି ଶିକ୍ଷା...

p-11-1-750x430
ସାହିତ୍ୟ ଅକାଦେମିର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ପୁରସ୍କାର ସହିତ ଘୋଷଣା ହେବ ଚୂଡ଼ାନ୍ତ ପର୍ଯ୍ୟାୟର ବହି ତାଲିକା

ଭୁବନେଶ୍ୱର: ସାହିତ୍ୟ ଅକାଦେମି ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତି ଅନୁଯାୟୀ, ଏଣିକି କେନ୍ଦ୍ର ସାହିତ୍ୟ ଅକାଦେମିର ପୁରସ୍କାର ଘୋଷଣା ସହିତ ଚୂଡ଼ାନ୍ତ ପର୍ଯ୍ୟାୟରେ ଥିବା ପୁସ୍ତକଗୁଡ଼ିକର ନାମ ତାଲିକା ଘୋଷଣା କରାଯିବ। ବିଳମ୍ବରେ ହସ୍ତଗତ ହୋଇଥିବା ଅକାଦେମି ସଚିବ କେ. ଶ୍ରୀନିବାସନ୍‌ଙ୍କ ଏକ ଚିଠିରୁ...

1
ସମୁଦ୍ରରେ ଲୀନ ହେବ ପୋଡମପେଟା !

ବ୍ରହ୍ମପୁର:କୂଳ ଲଂଘୁଛି ସମୁଦ୍ର। ଆଉ ତା ଆଁ ଭିତରେ ପଶି ଯାଉଛି ଗଂଜାମର ପୋଡମପେଟା ଗାଁ । ଗାଁର ଅନେକ ଅଞ୍ଚଳ ଧିରେ ଧିରେ ସମୁଦ୍ର ଗର୍ଭରେ ଲୀନ ହୋଇଗଲାଣି। ‌ତଥାପି କିଛି ଲୋକ ଭିଟାମାଟି ଛାଡ଼ି ଯାଇ ପାରୁନାହାନ୍ତି । କୁଆଡେ ବା ଯିବେ ! ବଙ୍ଗୀୟ...

66
ହାତ ଛାଡ଼ିଲେ କେ. ସୁରିୟା ରାଓ

ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ କେ. ସୁରିୟା ରାଓ ଆଜି କଂଗ୍ରେସ ଛାଡ଼ିଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସ ସଭାପତି ରାହୁଲ ଗାନ୍ଧିଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ଗତ ବିଧାନସଭାରେ ନିର୍ବାଚନରେ ସେ ପାରଳାଖେମୁଣ୍ଡିରୁ କଂଗ୍ରେସ ପ୍ରାର୍ଥୀ ହୋଇ ପରାଜିତ...

vigilance-56
ଭିଜିଲାନ୍ସ ଜାଲରେ ପରମେଶ୍ୱର

ବାଲେଶ୍ୱର(ରଶ୍ମିରଞ୍ଜନ ଦାସ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ସହକାରୀ ପରିସଂଖ୍ୟାନ ଅଧିକାରୀ ପରମେଶ୍ୱର ରାଉତଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି।  ଭିଜିଲାନ୍ସର ୪ଟି ଟିମ୍‌ ବିଭିନ୍ନ ସ୍ଥାନରେ ଚଢ଼ଉ କରିଛି। ବାଲେଶ୍ୱରର ଅଙ୍ଗାରଗାଡ଼ିଆ ବାସଭବନ, ଅଫିସ୍‌ ଓ ଭଦ୍ରକର ବାସୁଦେବପୁରରେ ଚଢ଼ଉ ହୋଇଛି। ଭିଜିଲାନ୍ସ...

Capture
ଖୁବ୍‌ ଶିଘ୍ର ନୂଆ କୃଷି ନୀତି

ଭୁବନେଶ୍ୱର: ଲଗାତର ପଞ୍ଚମ ଥର ପାଇଁ କ୍ଷମତାକୁ ଆସିବା ପରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ରାଜ୍ୟ ସରକାର କୃଷି ଓ କୃଷକଙ୍କ କଲ୍ୟାଣକୁ ଗୁରୁତ୍ୱ ଦେଇଛି। ଏଥିପାଇଁ ରାଜ୍ୟ ସରକାର ନୂଆ କୃଷି ନୀତି ଆଣିବାକୁ ଯାଉଛନ୍ତି। ୨୦୧୩ର କୃଷି ନୀତି ବଦଳାଇ ଆବଶ୍ୟକତା ଅନୁସାରେ ନୂଆ ନୀତି...

prashant-kanojia.1.233191
ସାମ୍ୱାଦିକ ପ୍ରଶାନ୍ତ କନୌଜିଆଙ୍କୁ ମିଳିଲା ଜାମିନ୍‌

ଲକ୍ଷ୍ନୌ: ଉତ୍ତର ପ୍ରଦେଶ ପୋଲିସ ଦ୍ୱାରା ଗିରଫ ସାମ୍ବାଦିକ ପ୍ରଶାନ୍ତ କନୌଜିଆଙ୍କୁ ଜାମିନ ପ୍ରଦାନ ସହ ତୁରନ୍ତ ଖଲାସ କରିବାକୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଆଜି ଏହି ମାମଲାର ଶୁଣାଣି ବେଳେ ସାମ୍ବାଦିକଙ୍କ ଗିରଫଦାରୀକୁ ନିନ୍ଦା କରିବା ସହ ତୁରନ୍ତ ତାଙ୍କୁ ମୁକ୍ତ କରାଯାଉ ବୋଲି ସୁପ୍ରିମକୋର୍ଟ...

Antonov-
ଠାବ ହେଲା ନିଖୋଜ ଏନ-୩୨ ବିମାନ

ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର ନିଖୋଜ ଏନ-୩୨ ବିମାନର ଭଗ୍ନାଂଶ ଠାବ ହୋଇଛି। ଅରୁଣାଚଳ ପ୍ରଦେଶ ସିଅଙ୍ଗ ଜିଲ୍ଲାର ପେୟୁମ ସାର୍କିଲରେ ବାୟୁସେନାର ଏମଆଇ-୧୭ ବିମାନ ଆକାଶ ମାର୍ଗରେ ସର୍ଚ୍ଚ ଅପରେସନ କରୁଥିବା ବେଳେ ନିଖୋଜ ବିମାନର ଭଗ୍ନାଂଶକୁ  ଦେଖିବାକୁ ପାଇଛି। ଖୁବଶୀଘ୍ର ଭାରତୀୟ ବାୟୁସେନା ଏ ନେଇ ଏକ...

bear
ମଦ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଏମିତି ଚିଠି ଲେଖିଲେ ଯୁବକ

ହାଇଦ୍ରାବାଦ: ଘର ପାଖ ଦୋକାନରେ ଯଦି ମନ ପସନ୍ଦର ମଦ ନ ମିଳେ ଆପଣ କ’ଣ କରିବେ? ନିଶ୍ଚିତ ଭାବେ ସହରରେ ଥିବା ଅନ୍ୟ ସବୁ ଦୋକାନ୍‌କୁ ଯିବେ। ଆଉ ସହରରେ ଯଦି ନ ମିଳେ ? କ’ଣ କରିବେ? ଆମେ ହଠାତ୍‌ କାହିଁ ମଦ ନ ମିଳିବା...

68987415
ଜୟଲଳିତାଙ୍କ ବାୟୋପିକ୍‌ରୁ ବାଦ୍‌ ପଡ଼ିଲେ ବିଦ୍ୟା ବାଲାନ୍‌

ମୁମ୍ବାଇ: ବଲିଉଡ୍‌ କୁଇନ୍‌ କଙ୍ଗନା ରାଣାୱତ ଖୁବ୍‌ ଶୀଘ୍ର ତାମିଲନାଡ଼ୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳୀତାଙ୍କ ବାୟୋପିକ୍‌ରେ କାମ କରିବେ। ପୂର୍ବରୁ ଚର୍ଚ୍ଚା ହେଉଥିଲା ଯେ ଏହି ଫିଲ୍ମରେ ଅଭିନେତ୍ରୀ ବିଦ୍ୟା ବାଲାନ୍‌ ମୁଖ୍ୟ ଭୂମିକାରେ ଅଭିନୟ କରିବେ। ହେଲେ ଏହି ରୋଲ୍‌ କଙ୍ଗନାଙ୍କ ଝୁଲାରେ କିପରି ଖସିଲା ସେ...

parliament
ଲୋକସଭାର ଅସ୍ଥାୟୀ ବାଚସ୍ପତି ହେବେ ବିଜେପି ସାଂସଦ ବୀରେନ୍ଦ୍ର କୁମାର

ନୂଆଦିଲ୍ଲୀ: ବିଜେପି ସାଂସଦ ଡାକ୍ତର ବୀରେନ୍ଦ୍ର କୁମାର ହେବେ ୧୭ତମ ଲୋକସଭାର କାମଚଳା ବାଚସ୍ପତି। ଖବର ସରବରାହ ସଂସ୍ଥା ଏଏନଆଇ ଏହି ସୂଚନା ଦେଇଛି। ବୀରେନ୍ଦ୍ର କୁମାର ମଧ୍ୟପ୍ରଦେଶ ଟିକମଗଡର ଲୋକସଭା ସାଂସଦ ଅଟନ୍ତି। ପୂର୍ବରୁ ଚାରିଥର ସାଗର ଲୋକସଭା ଆସନରୁ ସଂସଦକୁ ନିର୍ବାଚିତ ହୋଇଥିଲେ। ସୂଚନାଯୋଗ୍ୟ ଯେ...

west-bengal-violence
ପଶ୍ଚିମବଙ୍ଗରେ ଥମୁନି ହିଂସା: ବିସ୍ଫୋରଣରେ ୨ ଟିଏମ୍‌ସି କର୍ମୀ ମୃତ

କୋଲକାତା: ପଶ୍ଚିମବଙ୍ଗରେ ଥମୁନି ହିଂସା। ଉତ୍ତର-୨୪ ପ୍ରଙ୍ଗଣ ଜିଲ୍ଲାର କାଙ୍କୀନାରାରେ ଆଜି ପୁଣି ବିସ୍ଫୋରଣ ହୋଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ତେବେ ଏହି ମୃତକମାନେ ଟିଏମସି କର୍ମୀ ବୋଲି ଜଣାପଡ଼ିଛି। ସେହିପରି ରବିବାର ଓ ସୋମବାର ମଧ୍ୟ ବିଜେପି ଓ...

heatwave
ଆଉ ଦୁଇ ଦିନ ତାତି ଓ ଗୁଳୁଗୁଳି

ଭୁବନେଶ୍ୱର: ସାରା ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଭୟଙ୍କର ତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆହୁରି ଦୁଇ ଦିନ ଏଭଳି ପାଗ ଲାଗି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଖରାର ପ୍ରକୋପ ସକାଳ ୮ଟାରୁ ଆରମ୍ଭ ହେଉଛି। ତେଣୁ ସାଧାରଣ ଲୋକମାନେ ଗରମରେ...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।