Prangyan Parimita

Prangyan Parimita

Editor

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବର ...more

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।

less

Posts by Prangyan Parimita

Mukesh Ambani
ତଥ୍ୟର ଗୋପନୀୟତା, କ୍ରିପ୍ଟୋକରେନ୍ସି ବିଲ୍ ଓ ବ୍ଲକ୍‌ଚେନ୍ ପ୍ରଯୁକ୍ତିକୁ ମୁକେଶ ଅମ୍ବାନିଙ୍କ ସମର୍ଥନ

ଦେଶ ୨ଜିରୁ ୪ଜିକୁ ସମ୍ପୂର୍ଣ୍ଣ ରୂପାନ୍ତରିତ ହୋଇଥିବା ବେଳେ ଆମେ ଅପ୍ଟିକାଲ୍ ଫାଇବର୍‌, କ୍ଲାଉଡ୍ ଏବଂ ଡାଟା ସେଂଟର ଭିତ୍ତିଭୂମି ଜରିଆରେ ଡିଭାଇସ୍ ଲାଗି ଏକ ସମାନ ସୁଲଭ ବ୍ୟବସ୍ଥା ବିକଶିତ କରିବା ପ୍ରକ୍ରିୟାରେ ରହିଛୁ । ପରବର୍ତୀ ପଦକ୍ଷେପ ହେବ ମେସିନ୍‌, ଡିଭାଇସ୍ ଓ ଗାଡ଼ି ମଧ୍ୟରେ...

accident
ମନ୍ଦିରରୁ ଘରକୁ ଫେରିବା ସମୟରେ ବାଇକ୍‌କୁ ଧକ୍କା ଦେଲା ଟ୍ରକ୍ ! ଭାଇ ସମେତ ଦୁଇ ଭଉଣୀ ମୃତ

ମନ୍ଦିରରୁ ଫେରୁଥିବା ସମୟରେ ବାଇକରେ ଥିବା ତିନି ଭାଇଭଉଣୀଙ୍କୁ ଧକ୍କା ଦେଲା ଦ୍ରୁତ ଗତିରେ ଆସୁଥିବା ଟ୍ରକ । ମଧ୍ୟପ୍ରଦେଶର ଖିଲଚିପୁରରେ ଏହି ଦୁର୍ଘଟଣା ଘଟିଛି ।

Amit Shah
ତେରି ମିଟି ମେ ମିଲ ଯାୱାଁ . . ! ବିଏସ୍‌ଏଫ୍‌ ଯବାନଙ୍କ ଗୀତ ଶୁଣି ଭାବବିହ୍ୱଳ ହୋଇଗଲେ ଗୃହମନ୍ତ୍ରୀ

ଯବାନଙ୍କ ସହ ରାତ୍ରି ଭୋଜନ କଲେ ଆଉ ଦେଶଭକ୍ତିର ଗୀତ ଶୁଣି ଭାବବିହ୍ୱଳ ହୋଇଗଲେ ଗୃହମନ୍ତ୍ରୀ ଅମିତ ଶାହ ।

karishma
ପରୀକ୍ଷା ଦେଇ ୫୩%କୁ ୯୧% ମାର୍କ କରିଦେଲେ କରିସ୍ମା, ହେଲେ ଏବେ ପାଠ ପଢ଼ିବାକୁ ସମ୍ବଳ ନାହିଁ

ଗରିବ ଘରର ଝିଅଟିଏ। ଯୁକ୍ତଦୁଇ ପରୀକ୍ଷାରେ ବୋର୍ଡ ତାଙ୍କୁ ଦେଇଥିଲା ୫୩ ପ୍ରତିଶତ ନମ୍ବର। କିନ୍ତୁ ସେଥିରେ ତାଙ୍କ ମନ ମାନିଲାନି। ତେଣୁ ସେ ପରୀକ୍ଷା ଦେବାକୁ ଅଣ୍ଟା ଭିଡ଼ିଲେ, ଆଉ ନିଜର ଦମ୍ ଦେଖାଇଲେ। ୫୩% ନମ୍ବରକୁ ରୂପାନ୍ତରିତ କରି ସେ କରିଦେଲେ ୯୧% ନମ୍ବରରେ।

e cycle
ସାଇକେଲ ବୟ ସିଦ୍ଧାର୍ଥ : ୟୁଟ୍ୟୁବ ଦେଖି ୩ ଦିନରେ ନିଜ ସାଇକେଲକୁ କରିଦେଲେ ଇ-ସାଇକେଲ

୧୬ ବର୍ଷୀୟ ବାଳକଙ୍କ କରିସ୍ମା। ମାତ୍ର ୩ ଦିନ ଭିତରେ ଏକ ସାଧାରଣ ସାଇକେଲକୁ ରୂପାନ୍ତରିତ କରିଦେଲେ ଇ-ସାଇକେଲରେ। ଯାହା ବ୍ୟାଟେରୀ ଚାଳିତ ଦୁଇଚକିଆ ଯାନ ପରି କାମ କରିପାରୁଛି

corona varient
ଓମିକ୍ରନ୍ ପାଇଁ ଜାନୁୟାରୀ-ଫେବୃୟାରୀରେ ତୃତୀୟ ଲହରୀ ! ଆତଙ୍କ ଖେଳାଇଲା ବିଶେଷଜ୍ଞଙ୍କ ଦାବି

ଅଧ୍ୟୟନ ଅନୁସାରେ ତୃତୀୟ ଲହରୀ ଦ୍ୱିତୀୟ ଲହରୀ ଭଳି ମାରାତ୍ମକ ହେବ ନାହିଁ । ମଣିନ୍ଦ୍ର ଅଗ୍ରୱାଲ ଅଗ୍ରୱାଲଙ୍କ ଗାଣିତିକ ମଡେଲ ଆଧାରରେ ସେ ଏହି ସିଦ୍ଧାନ୍ତରେ ଉପନୀତ ହୋଇଛନ୍ତି ।

new rule
ନୂଆବର୍ଷରୁ ଏଟିଏମ ବ୍ୟବହାର ମହଙ୍ଗା, ଦେବାକୁ ହେବ ମୋଟା ଅଙ୍କର ଟଙ୍କା

ଫ୍ରି ଟ୍ରାନଜାକ୍ସନ ମାସିକ ଲିମିଟ ପରେ ଯଦି ଆପଣ ଅଧିକ କାରବାର କରୁଛନ୍ତି, ତେବେ ପୂର୍ବ ଚାର୍ଜ ତୁଳନାରେ ଆପଣଙ୍କୁ ଅଧିକ ଟଙ୍କା ଦେବାକୁ ହେବ । ଏବେ ପ୍ରତିଟି ଅତିରିକ୍ତ କାରବାର ଉପରେ ଗ୍ରାହକଙ୍କୁ ପ୍ରତି କାରବାର ପିଛା ୨୦ ଟଙ୍କା ଦେବାକୁ ପଡୁଥିବା ବେଳେ ଆସନ୍ତା...

twitter
ଭାରତ ଜନ୍ମିତ ଟ୍ୱିଟରର ନୂଆ ସିଇଓ ପରାଗ ଅଗ୍ରୱାଲଙ୍କ ଦରମା କେତେ ?

ପରାଗ ଙ୍କୁ ବର୍ଷକୁ ବଡ ପ୍ୟାକେଜ ଟ୍ୱିଟର କଂପାନୀ ? କୋଟି କୋଟି ଟଙ୍କା ଦରମା ସହ ପାଉଛନ୍ତି ଏସବୁ ସୁବିଧା . . .

cyclone
ବାତ୍ୟା ଜଓ୍ୱାଦ ! ଯେଉଁ ସମୁଦ୍ରରେ ହୋଇଥିଲା ବଳବାନ୍, ସେଇ ସମୁଦ୍ରରେ ହୋଇଗଲା ବଳହୀନ

ସମୁଦ୍ରରେ ଶକ୍ତିହୀନ ହେଉଛି ବାତ୍ୟା ଜଓ୍ୱାଦ । ଆସନ୍ତାକାଲି ପୁରୀ ନିକଟତର ହେବା ସମ୍ଭାବନା ।

Chief Justice of India N V Ramana
’ସମାଧାନର ସମସ୍ତ ରାସ୍ତା ବନ୍ଦ ହେବା ପରେ କୋର୍ଟ ଆସନ୍ତୁ ‘! ମହାଭାରତ ଓ ଶ୍ରୀକୃଷ୍ଣଙ୍କ ଉଦାହରଣ ଦେଇ ପରାମର୍ଶ ଦେଲେ ସିଜେଆଇ

ଶନିବାର ଦିନ ଭାରତର ପ୍ରଧାନ ବିଚାରପତି ଏନ.ଭି ରାମଣା ବିବାଦର ସମାଧାନ ପାଇଁ AD) ବ୍ୟବସ୍ଥା ଗୁରୁତ୍ୱ ଉପରେ ଗୁରୁତ୍ୱାରୋପ କରିଛନ୍ତି ।

Vinod Dua
ବରିଷ୍ଠ ସାମ୍ବାଦିକ ବିନୋଦ ଦୁଆଙ୍କ ପରଲୋକ, ସୂଚନା ଦେଲେ ଝିଅ ମଲ୍ଲିକା

ବରିଷ୍ଠ ସାମ୍ୱାଦିକ ପଦ୍ମଶ୍ରୀ ବିନୋଦ ଦୁଆଙ୍କ ପରଲୋକ ହୋଇଥିବା ଜଣାପଡ଼ିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା

Doctor
ଓମିକ୍ରନ୍ ସମସ୍ତଙ୍କୁ ମାରି ପକାଇବ ! ମାନସିକ ଭାରସାମ୍ୟ ହରାଇ ସ୍ତ୍ରୀ ଓ ଝିଅପୁଅକୁ ହତ୍ୟାକଲେ ଡାକ୍ତର

ଓମିକ୍ରନ୍ ପାଇଁ ପରିବାରକୁ ହତ୍ୟା କଲେ ଡାକ୍ତର । କରୋନା ସହ ଲଢ଼ି ଲଢ଼ି ମାନସିକ ଭାରସାମ୍ୟ ହରାଇ ବସିଲେ ଡାକ୍ତର । ନୂଆ ଭାରିଏଣ୍ଟ୍ ଚିନ୍ତାରେ ନିଜ ସ୍ତ୍ରୀ ଓ ଦୁଇ ପିଲାଙ୍କୁ ହତ୍ୟା କରିଛନ୍ତି ।

omicron
ଭାରତରେ ଓମିକ୍ରନ୍‌ର ଆଉ ଜଣେ ରୋଗୀ, ଗୁଜରାଟରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଦକ୍ଷିଣ ଆଫ୍ରିକା ଫେରନ୍ତା

କର୍ଣ୍ଣାଟକାର ବେଙ୍ଗାଲୁରୁ ପରେ ଏବେ ଗୁଜରାଟର ଜାମନଗରରୁ ଓମିକ୍ରନ ଭ୍ୟାରିଏଣ୍ଟ ଠାବ ହୋଇଛି। ଦକ୍ଷିଣ ଆଫ୍ରିକାରୁ ଏଠାକୁ ଆସିଥିବା ଜଣେ ବ୍ୟକ୍ତିଙ୍କ ଶରୀରରୁ ଓମିକ୍ରନ ଭ୍ୟାରିଏଣ୍ଟ ଠାବ ହୋଇଛି।

Seashore
ସିସୋର କମ୍ପାନୀର ଆଉ ୬ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ସିସୋର’ର ଆଉ ୬ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ । ସିସୋର ଠାରୁ ୬ କୋଟି ନେଇଥିବା ୨ ବ୍ୟବସାୟୀଙ୍କ ଠାରୁ ସମ୍ପତ୍ତି ବାଜ୍ୟାପ୍ତି ହୋଇଛି ।

vechile
ପାଞ୍ଚ ସିଟ୍ ବିଶିଷ୍ଟ ଜିପ୍ ତିଆରି କଲେ ଇଞ୍ଜିନିୟରିଂ ଛାତ୍ର ! ମାତ୍ର ୩୦ ଟଙ୍କାରେ ଚାଲିବ ୧୮୫ କିମି

ପ୍ରତିଦିନ ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧି ଏବଂ ପରିବେଶ ପ୍ରଦୂଷଣ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କୁ କିଛି ନୂଆ ଉଦ୍ଭାବନ କରିବାକୁ ପ୍ରେରଣା ଦେଇଛି । ମଧ୍ୟପ୍ରଦେଶର ସାଗର ନିବାସୀ ହିମାଂଶୁ ଭୋଇ ପଟେଲ ଏକ ଇ-ଜିପ୍ ତିଆରି କରିଛନ୍ତି ।

Ajaz Patel
ରେକର୍ଡ କଲେ ଏଜାଜ୍ ପଟେଲ୍ ! ୧୧୯ ରନ୍ ବିନିମୟରେ ଭାରତର ସମସ୍ତ ୧୦ ୱିକେଟ ନେଲେ

ନ୍ୟୁଜିଲ୍ୟାଣ୍ତର ବାମହାତୀ ସ୍ପିନ ବୋଲର ଏଜାଜ ପଟେଲ ରେକର୍ଡ କରିଛନ୍ତି। ସେ ଗୋଟିଏ ଇନିଂସ୍‌ରେ ସମସ୍ତ ୧୦ ଜଣ ବ୍ୟାଟସମ୍ୟାନଙ୍କୁ ଆଉଟ କରିଛନ୍ତି।

taliban
ତାଲିବାନ୍ ଶାସନରେ ମହିଳାଙ୍କୁ ଅଧିକାର : ବଳପୂର୍ବକ ବିବାହ ଉପରେ ଲାଗିଲା ରୋକ୍

ପୂର୍ବରୁ ମହିଳାଙ୍କୁ ବଳ ପୂର୍ବକ ବିବାହ କରୁଥିବା ଅଭିଯୋଗ ହେଉଥିଲା। ହେଲେ ଆଜି ତାଲିବାନ୍ ଏହି ବଳପୂର୍ବକ ବିବାହ ଉପରେ ରୋଗ ଲଗାଇଛି ।

jio
ଜିଓ ଗ୍ରାହକଙ୍କୁ ଜୋରଦାର ଝଟକା ! ୪ ଶାନଦାର ପ୍ରିପେଡ୍ ପ୍ଲାନ୍ ବନ୍ଦ କଲା କମ୍ପାନୀ

ଜିଓ ୟୁଜରଙ୍କ ଉପରେ ନୂଆ ବୋମା ପକାଇଲା କମ୍ପାନୀ । ବନ୍ଦ ହେଲା ୪ ପ୍ରିପେଡ୍ ପ୍ଲାନ୍ ।

love story
ଯୁଆନ୍ କାଳରେ ଅଲଗା ହୋଇଯାଇଥିଲେ ପ୍ରେମୀଯୁଗଳ : ୩୫ ବର୍ଷ ପରେ ବିବାହ କଲେ, ଖୁବ ବେଦନାଦାୟୀ ଏ ପ୍ରେମ କାହାଣୀ

ଆଜି ଖୁସିରେ ଗଦଗଦ୍ ହୋଇଯାଉଛନ୍ତି ଚିକନ୍ନା । ଏତେ ବର୍ଷ ପରେ ପ୍ରାଣର ପ୍ରିୟାକୁ ଫେରି ପାଇଛନ୍ତି । ଖୁସିରେ ଗୋଡ଼ ତଳେ ଲାଗୁନି ।

cyclone
ଗୋପାଳପୁରରୁ ୪୭୦ କିମି, ପାରାଦୀପରୁ ୫୮୦ କିମି ଦୂରରେ ବାତ୍ୟା 

ପାଖେଇ ଆସୁଛି ବାତ୍ୟା । ବର୍ତ୍ତମାନ ଗୋପାଳପୁରରୁ ୪୭୦ କିମି, ପାରାଦୀପରୁ ୫୮୦ କିମି ଦୂରରେ ବାତ୍ୟା 

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।