• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

Rajalaxmi Sahoo

Editor

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by Rajalaxmi Sahoo

kuldiha reserve forest
କୁଲଡିହା ସଂରକ୍ଷିତ ଜଙ୍ଗଲରୁ ୫ ଶିକାରୀ ଗିରଫ

ନୀଳଗିରି: ବାଲେଶ୍ୱର ଜିଲ୍ଲା ନୀଳଗିରିର କୁଲଡିହା ସଂରକ୍ଷିତ ଜଙ୍ଗଲରୁ ୫ଜଣ ଶିକାରୀଙ୍କୁ ଗିରଫ କରାଯାଇଛି।  ସେମାନଙ୍କ ନିକଟରୁ ବନ ବିଭାଗ ୧୦ କେଜିରୁ ଅଧିକ ହରିଣ ମାଂସ ସହ ୨ଟି ଦେଶୀ ବନ୍ଧୁକ ଜବତ କରିଛି। କୁଲଡିହା ଅଭୟାରଣ୍ୟର ସିନ୍ଦୁରଗୌରି ଅଞ୍ଚଳରେ ୨ ଶିକାରୀଙ୍କ ନିକଟରୁ ହରିଣ ମାଂସ...

kalahandi
କଳାହାଣ୍ଡିରେ ମାଓବାଦୀଙ୍କ ଲଙ୍କାକାଣ୍ଡ; ରାସ୍ତା କାମକୁ ବିରୋଧ କରି ପୋଡ଼ି ଦେଲେ ଗାଡ଼ି

ଭବାନୀପାଟଣା: କଳାହାଣ୍ଡିରେ ମାଓବାଦୀଙ୍କ ଲଙ୍କାକାଣ୍ଡ। ରାସ୍ତା କାମକୁ ବିରୋଧ କରି ମାଓବାଦୀମାନେ ଠିକାଦାରଙ୍କ ଗାଡ଼ି ପୋଡ଼ି ଦେଇଛନ୍ତି। କଳାହାଣ୍ଡି-କନ୍ଧମାଳ ଜିଲ୍ଲା ସୀମାବର୍ତ୍ତୀ ମଦନପୁର ରାମପୁର ଥାନା ଅଞ୍ଚଳର ନୂଆମୁଣ୍ଡାରେ ଗତକାଲି ବିଳମ୍ବିତ ରାତିରେ ମାଓବାଦୀମାନେ ଏହି ଲଙ୍କାକାଣ୍ଡ ଘଟାଇଛନ୍ତି। ଉର୍ଲାଦାନୀରୁ ଲହାଡ଼ିକୁ ସଂଯୋଗ କରୁଥିବା ରାସ୍ତାକୁ ମୁଖ୍ୟମନ୍ତ୍ରୀ ସଡ଼କ...

bolangir
ରେଲୱେ ଷ୍ଟେସନ ନିକଟରୁ ମହିଳାଙ୍କ ମୃତଦେହ ଉଦ୍ଧାର ଘଟଣାରେ ନୂଆ ମୋଡ଼; ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ

ବଲାଙ୍ଗିର: ବଲାଙ୍ଗିର ରେଲୱେ ଷ୍ଟେସନ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ଘଟଣାରେ ନୂଆ ମୋଡ଼। ମୃତ ମହିଳା ପୁଷ୍ପାଞ୍ଜଳି ବାରିକଙ୍କୁ ତାଙ୍କ ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ସୋମବାର ଦିନ ପୁଷ୍ପାଞ୍ଜଳିଙ୍କ ମୃତଦେହ ବଲାଙ୍ଗିର ରେଲୱେ ଷ୍ଟେସନ ପଛପଟୁ ଉଦ୍ଧାର ହୋଇଥିଲା। ତାଙ୍କ ସ୍ୱାମୀ ମାଟିଆ...

shah
ଶାହଙ୍କ ରୋଡ୍‌ ଶୋ’ ବେଳେ ଉତ୍ତେଜନା

କୋଲକାତା: କୋଲକାତାରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ରୋଡ୍‌ ଶୋ’ ବେଳେ ଉତ୍ତେଜନା। ଗତକାଲି କୋଲକାତା ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଟିଏମ୍‌ସି ଏବଂ ବିଜେପି କର୍ମୀ ମୁହାଁମୁହିଁ ହୋଇଥିଲେ। ଶାହଙ୍କ ଗସ୍ତକୁ ବିରୋଧ କରି ବିଶ୍ୱବିଦ୍ୟାଳୟ ଆଗରେ ଛାତ୍ରଛାତ୍ରୀ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ସମୟରେ ଦୁଇ ଗୋଷ୍ଠୀ...

central team
କ୍ଷୟକ୍ଷତି ନେଇ ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା କରିବ କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର: ରାଜ୍ୟରେ ବାତ୍ୟା ‘ଫୋନି’ ଜନିତ କ୍ଷୟକ୍ଷତି ନେଇ କେନ୍ଦ୍ରୀୟ ଟିମ୍‌ ଆଜି ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳ ଗସ୍ତ କରିବେ। ଏହା ପରେ ମୁଖ୍ୟ ଶାସନ ସଚିବଙ୍କ ସହ କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରି ଦିଲ୍ଲୀ ଫେରିଯିବେ। ଓଡ଼ିଶା ଗସ୍ତରେ ଆସିଥିବା ଏହି ଟିମ୍ ଗତକାଲି ପୁରୀ ଏବଂ...

deer
ହରିଣଙ୍କୁ ଖୋଜିବ ଡ୍ରୋନ୍ କ୍ୟାମେରା

ପୁରୀ: ‘ଫୋନି’ ମାଡ଼ରେ ଧ୍ୱସ୍ତ ବିଧ୍ୱସ୍ତ ପୁରୀର ବାଲୁଖଣ୍ଡ ଅଭୟାରଣ୍ୟରେ ହରିଣମାନଙ୍କୁ ଖୋଜିବା ଲାଗି ଡ୍ରୋନ୍ କ୍ୟାମେରା ବ୍ୟବହାର କରାଯିବ। ଡ୍ରୋନ୍‌ କ୍ୟାମେରା ମାଧ୍ୟମରେ ଅଭୟାରଣ୍ୟର କୋର୍ ଏରିଆରେ ହରିଣଙ୍କୁ ଖୋଜାଯିବ ବୋଲି ମୁଖ୍ୟ ବନ୍ୟ ପ୍ରାଣୀ ଓ୍ୱାର୍ଡେନ ଅଜୟ ମହାପାତ୍ର କହିଛନ୍ତି। ଗତ ୩ ତାରିଖରେ ଆସିଥିବା...

youth found dead
ପଥରରେ ଛେଚି ଯୁବକଙ୍କୁ ହତ୍ୟା!

ନୟାଗଡ଼: ପଥରରେ ଛେଚି ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ। ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ଅନ୍ତର୍ଗତ ବଡ଼ଧଡ଼ା ଗାଁରେ ଏହି ଘଟଣା ଘଟିଛି। ତାଙ୍କ ନାଁ ଜିତୁ ନାୟକ। ତାଙ୍କ ଘର କୋରଡ଼ା ଗାଁରେ। କେହି ଦୁର୍ବୁତ୍ତ ଜିତୁଙ୍କୁ ଅତି ନୃଶଂସ ଭାବେ ହତ୍ୟା କରିଥିବା ସନ୍ଦେହ କରାଯାଉଛି।...

train
ଟ୍ରେନ୍‌ ଆଗକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ସାବିରା ରେଲୱେ ଷ୍ଟେସନ୍‌ରେ ଟ୍ରେନ୍ ଆଗକୁ ଡେଇଁ ଜଣେ ଯୁବତୀ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ଲୋକେ ଉକ୍ତ ଯୁବତୀଙ୍କୁ ଉଦ୍ଧାର କରି ପ୍ରଥମେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ତେବେ ଅବସ୍ଥା ଗୁରୁତର ହେବାରୁ...

fire
ଜଳିଗଲା ମାଛ ଦୋକାନ

ପାରାଦୀପ: ପାରାଦୀପ ସ୍ଥିତ କୁଜଙ୍ଗ ଥାନା ଅନ୍ତର୍ଗତ ମାଳହୁଙ୍କା ବଜାରରେ ଭୟାବହ ଅଗ୍ନିକାଣ୍ଡ ଘଟି ୪ଟି ମାଛ ଦୋକାନ ପୋଡ଼ି ପାଉଁଶ ହୋଇଯାଇଛି। ଗତରାତିରେ ଏହି ଅଘଟଣ ଘଟିଛି। ସ୍ଥାନୀୟ ଲୋକ ପାଣି ପକାଇ ନିଆଁ ଲିଭାଇବାକୁ ଉଦ୍ୟମ କରିଥିଲେ ମଧ୍ୟ ସଫଳ ହୋଇ ନଥିଲେ। ଏଥିରେ ଲକ୍ଷାଧିକ...

matric exam
ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ

କଟକ: ଚଳିତ ମାସ ତୃତୀୟ ସପ୍ତାହରେ ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦର ସମ୍ପାଦକ ରାମାଶିଷ ହାଜରା ସୂଚନା ଦେଇଛନ୍ତି। ରେଜଲ୍ଟକୁ ନିର୍ଭୁଲ୍‌ ଓ ତ୍ରୁଟିଶୂନ୍ୟ କରିବାକୁ ସମୟ ଲାଗୁଛି ବୋଲି ହାଜରା କହିଛନ୍ତି। ତେବେ କେତେ ତାରିଖରେ ମାଟ୍ରିକ୍‌ ରେଜଲ୍ଟ ବାହାରିବ ସେନେଇ ସେ...

amit agrawal
ଜେଟ୍‌ ଏୟାରୱେଜ୍‌ ଛାଡ଼ିଲେ ଡେପୁଟି ସିଇଓ ଅମିତ୍‌ ଅଗ୍ରୱାଲ

ନୂଆଦିଲ୍ଲୀ: ଆର୍ଥିକ ସଙ୍କଟ ଯୋଗୁ ବିମାନ ଚଳାଚଳ ବନ୍ଦ ରଖିଥିବା ଜେଟ୍‌ ଏୟାରୱେଜ୍‌ କମ୍ପାନୀକୁ ପୁଣିଥରେ ଝଟ୍‌କା ଲାଗିଛି। କମ୍ପାନୀର ଡେପୁଟି ସିଇଓ ତଥା ମୁଖ୍ୟ ଆର୍ଥିକ ଅଧିକାରୀ ଅମିତ୍‌ ଅଗ୍ରୱାଲ ମଙ୍ଗଳବାର ଦିନ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ନିଜ ଇସ୍ତଫାପତ୍ର ପଠାଇଥିଲେ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।