• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

match
ପ୍ରଥମେ ବ୍ୟାଟିଂ କରିବ ଶ୍ରୀଲଙ୍କା

ଲିଡ୍ସ: ଶ୍ରୀଲଙ୍କା ବିପକ୍ଷ ଲିଗ୍‌ ପର୍ଯ୍ୟାୟର ଶେଷ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ୍‌ କୋହଲି ଟସ୍‌ ହାରିଛନ୍ତି। ଟସ୍‌ ଜିତି ଶ୍ରୀଲଙ୍କା ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଏହା ଚଳିତ ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଓ ଶ୍ରୀଲଙ୍କାର ଶେଷ ଲିଗ୍‌ ମ୍ୟାଚ୍‌। ଭାରତ ପୂର୍ବରୁ ହିଁ ବିଶ୍ୱକପ୍‌...

jackfruit
ଖୁବ୍ ଶୀଘ୍ର ଓଡ଼ିଶା ମାର୍କେଟକୁ ଆସିବ ପଣସ ଚିପ୍ସ

କୋରାପୁଟ: ଖୁବ୍ ଶୀଘ୍ର ଓଡ଼ିଶା ମାର୍କେଟକୁ ଆସିବ ପଣସ ଚିପ୍ସ। କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ୍‌ର କେଲାରବାସୀ ଏହାକୁ ପ୍ରସ୍ତୁତ କରୁଛନ୍ତି। ଏଥିପାଇଁ ଓରମାସ ଓ ସ୍ୱେଚ୍ଛାସେବୀ ସଂଗଠନ ୱାର୍ଡର ମିଳିତ ପ୍ରୟାସରେ ମହିଳାମାନଙ୍କୁ ତାଲିମ ଦିଆଯାଇଛି। ଦର ପାଚିଲା ପଣସରୁ କିପରି ଚଟ୍‌ପଟା ସ୍ୱାଦିଷ୍ଟ ଚିପ୍ସ ତିଆାରି...

Puri-Jagannath
ଶ୍ରୀମନ୍ଦିର ଗର୍ଭଗୃହର ଯାଞ୍ଚ ଆରମ୍ଭ

ପୁରୀ: ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ଶ୍ରୀମନ୍ଦିରର ଗର୍ଭଗୃହ ଯାଞ୍ଚ ଆରମ୍ଭ ହୋଇଛି। ଗର୍ଭଗୃହର ପ୍ରଥମ ମହଲା, ଦ୍ୱିତୀୟ ମହଲା ସହିତ କାନ୍ଥ, ଛାତ, ଷ୍ଟିଲ୍ କ୍ରସକୁ ଯାଞ୍ଚ କରାଯିବ। ଏଥିପାଇଁ ଜଗମୋହନ ଓ ଗର୍ଭଗୃହରେ ଲୁହା ଭାରା ଲଗାଯାଇଛି। ASI, ଶ୍ରୀମନ୍ଦିର ପ୍ରଶାସନ ଏବଂ ପୂର୍ତ୍ତ ବିଭାଗର...

agra
ସାଂସଦଙ୍କ ବ୍ୟକ୍ତିଗତ ସୁରକ୍ଷାକର୍ମୀଙ୍କ ଦାଦାଗିରି; ଟୋଲ୍‌ ପ୍ଲାଜାର କର୍ମଚାରୀଙ୍କୁ ପିଟିଲେ

ଆଗ୍ରା: ଦବଙ୍ଗ ବିଧାୟକ ଓ ସାଂସଦଙ୍କ ପରେ ଜଣେ ଦବଙ୍ଗ ସୁରକ୍ଷାକର୍ମୀଙ୍କ ଦାଦାଗିରି ଘଟଣା ଏବେ ସାମ୍ନାକୁ ଆସିଛି। ଆଗ୍ରାର ଏକ ଟୋଲ୍ ପ୍ଲାଜାରେ ନିୟୋଜିତ ଜଣେ କର୍ମଚାରୀଙ୍କୁ ବିଜେପି ସାଂସଦ ରାମଶଙ୍କର କଠେରିଆଙ୍କ ବ୍ୟକ୍ତିଗତ ସୁରକ୍ଷାକର୍ମୀ(ପିଏସ୍‌ଓ) ନିର୍ଧୂମ ମାଡ଼ ମାରିଥିବା ଜଣାପଡ଼ିଛି। ସାଂସଦଙ୍କ ଉପସ୍ଥିତିରେ ହିଁ ସେ...

jio
ଜିଓ ପକ୍ଷରୁ ଡିଜିଟାଲ୍‌ ସାକ୍ଷରତା କାର୍ଯ୍ୟକ୍ରମ ଆରମ୍ଭ

ଭୁବନେଶ୍ୱର: ରିଲାଏନ୍ସ ଜିଓ ପକ୍ଷରୁ ଭାରତରେ ଏକ ଡିଜିଟାଲ୍‌ ସାକ୍ଷରତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ନାମ ‘ଡିଜିଟାଲ୍‌ ଉଡାନ୍‌’। ପ୍ରଥମଥର ପାଇଁ ଇଣ୍ଟରନେଟ୍‌ ବ୍ୟବହାର କରୁଥିବା ଲୋକମାନଙ୍କୁ ଇଣ୍ଟରନେଟ୍‌ କ’ଣ ବୁଝାଇବା ଏବଂ ଡିଜିଟାଲ୍ ସାକ୍ଷରତା ଜରିଆରେ ସଶକ୍ତ କରିବା ହେଉଛି ଏହାର ଉଦ୍ଦେଶ୍ୟ। ଫେସବୁକ୍‌ ସହିତ...

allegation against police
ଲୋକଙ୍କୁ ପଚରାଉଚରା ବାହାନାରେ ପୁଲିସ୍‌ର ମାଡ଼ ଓ ଧମକ ଅଭିଯୋଗ

ସୁନ୍ଦରଗଡ଼: ସୁନ୍ଦରଗଡ଼ ପୁଲିସ୍‌ ନାଁରେ ଏକ ସାଂଘାତିକ ଅଭିଯୋଗ ଆସିଛି। ସଡ଼କ ଦୁର୍ଘଟଣାକୁ କେନ୍ଦ୍ର କରି ସୁନ୍ଦରଗଡ଼ କନିକା ଫାଣ୍ଡି ଭଙ୍ଗାରୁଜା ମାମଲାରେ ପୁଲିସ୍‌ ଅଭିଯୁକ୍ତଙ୍କୁ ଧରିବାକୁ ଯାଇ ଦମନଲୀଳା ଚଳାଇଥିବା ଅଭିଯୋଗ ହୋଇଛି। ଗତ ୪ ତାରିଖ ରାତିରେ ପୋଲିସ୍ ସ୍ଥାନୀୟ ଅଞ୍ଚଳରେ ପଚରାଉଚରା କରିବା ବାହାନାରେ...

cyclone fani
‘ଫୋନି’ କ୍ଷତିଗ୍ରସ୍ତ ଓଡ଼ିଶା ପାଇଁ ୯ ଲକ୍ଷ ଡଲାରର ସହାୟତା ଘୋଷଣା କଲେ ହଂକଂ ସରକାର

ବେଜିଂ: ବାତ୍ୟା ‘ଫୋନି’ ପ୍ରଭାବିତ ଓଡ଼ିଶାକୁ ହଂକଂ ସରକାର ୯ ଲକ୍ଷ ଡଲାରର ସହାୟତା ଯୋଗାଇ ଦେବାକୁ ଘୋଷଣା କରିଛନ୍ତି। ବାତ୍ୟା ପୀଡ଼ିତଙ୍କୁ ସହାୟତା ପ୍ରଦାନ କରିବା ସହିତ ସେମାନଙ୍କ ଥଇଥାନ କରିବା ଉଦ୍ଦେଶ୍ୟରେ ହଂକଂ ସରକାର ଏହି ଅର୍ଥ ଅନୁମୋଦନ କରିଛନ୍ତି। ଏହା ଦ୍ୱାରା ୪୫,୧୦୦ ବାତ୍ୟା...

raceller
ଭାରୋତ୍ତଳନ ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ଯୁବକ ଭକ୍ତରାମ

ଚିତ୍ରକୋଣ୍ଡା(ରତ୍ନାକର ପ୍ରଧାନ): କଥାରେ ଅଛି ଇଚ୍ଛାଶକ୍ତି ଓ ଦୃଢ ମନୋବଳ ଥିଲେ ସବୁକିଛି ସମ୍ଭବପର ହୋଇଥାଏ। ଏହାକୁ ସତ କରି ଦେଖାଇଛନ୍ତି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ୍‌ ଅନ୍ତର୍ଗତ ଆର୍‌ଏସ୍‌ସି-୦୪ ଗାଁର ଭକ୍ତରାମ ଦୋସ୍ତି। ଆସନ୍ତା ୯ ରୁ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା ଭାରୋତ୍ତଳନ ପ୍ରତିଯୋଗିତାରେ ଭାଗ ନେବା...

budget
ବଜେଟ୍‌ ୨୦୧୯: ଜାଣନ୍ତୁ କ’ଣ ହେବ ମହଙ୍ଗା, କ’ଣ ହେବ ଶସ୍ତା

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ଆଜି ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିଛନ୍ତି। ବଜେଟ୍‌ରେ ହୋଇଥିବା ଘୋଷଣା ଅନୁସାରେ କିଛି ଜିନିଷ ଶସ୍ତା ହେବ, କିଛି ମହଙ୍ଗା ହେବ। ସେହିପରି ଆୟକର ରିଟର୍ଣ୍ଣ ନିୟମରେ ମଧ୍ୟ ପରିବର୍ତ୍ତନ ହେବ। ଆସନ୍ତୁ ଜାଣିବା କଣ ହେବ ମହଙ୍ଗା, କଣ ହେବ...

adhar pan
ଏଣିକି ଆଧାର ବଦଳରେ ପାନ୍‌, ପାନ୍‌ ବଦଳରେ ଆଧାର ଚଳିବ

ନୂଆଦିଲ୍ଲୀ: ଏଣିକି ଆୟକର ରିଟର୍ଣ୍ଣ ବେଳେ ଆଧାର ଓ ପାନ୍‌ କାର୍ଡ ବାଧ୍ୟତାମୂଳକ ହେବନାହିଁ। ଯଦି ଜଣଙ୍କ ପାଖରେ ଆଧାର କାର୍ଡ ରହିଛି, ତା’ହେଲେ ସେ ଆୟକର ରିଟର୍ଣ୍ଣ କରିପାରିବ। ସେହିପରି ଆଧାର ବଦଳରେ ପାନ୍‌ କାର୍ଡ ଥିଲେ ମଧ୍ୟ ଜଣେ ବ୍ୟକ୍ତି ରିଟର୍ଣ୍ଣ ଦାଖଲ କରିପାରିବ। ଅର୍ଥାତ ଆଧାର...

gold ornaments
ବଢ଼ିବ ପେଟ୍ରାଲ, ଡିଜେଲ ଓ ସୁନା ଦର

ନୂଆଦିଲ୍ଲୀ: ବଢ଼ିବ ପେଟ୍ରାଲ, ଡିଜେଲ  ଓ ସୁନା ଦର। ପେଟ୍ରୋଲ ଓ ଡିଜେଲ ଲିଟର ପ୍ରତି ୧ଟଙ୍କା ସେସ୍‌ ବୃଦ୍ଧି ପାଇଁ ପ୍ରସ୍ତାବ ଦିଆଯାଇଛି। ସେହିପରି ସୁନା ଗହଣା ଉପରେ ମଧ୍ୟ ଉତ୍ପାଦ ଶୁଳ୍କ (କଷ୍ଟମ ଡ୍ୟୁଟି)୧୦ରୁ ୧୨.୫% ବୃଦ୍ଧି ପାଇଁ ମଧ୍ୟ ପ୍ରସ୍ତାବ ଦିଆଯାଇଛି। ଖାଲି ଏତିକି...

aadhar
ଏଣିକି ଆଧାର କାର୍ଡ ପାଇଁ ପ୍ରବାସୀ ଭାରତୀୟଙ୍କୁ ଆଉ ଅଧିକ ଦିନ ଅପେକ୍ଷା କରିବାକୁ ପଡ଼ିବ ନାହିଁ

ନୂଆଦିଲ୍ଲୀ: ଏଣିକି ଆଧାର କାର୍ଡ ପାଇଁ ପ୍ରବାସୀ ଭାରତୀୟଙ୍କୁ ଆଉ ଅଧିକ ଅପେକ୍ଷା କରିବାକୁ ପଡ଼ିବ ନାହିଁ। ଭାରତୀୟ ପାସ୍‌ପୋର୍ଟ ଥିବା ପ୍ରବାସୀ ଭାରତୀୟ(ଏନ୍‌ଆର୍‌ଆଇ)ଙ୍କୁ ଭାରତ ପହଞ୍ଚିବା ପରେ ଆଧାର କାର୍ଡ ଦେବାକୁ ଯୋଜନା କରାଯାଉଛି। ଏନେଇ ବଜେଟ୍‌ ଉପସ୍ଥାପନ ବେଳେ କେନ୍ଦ୍ର ଅର୍ଥମନ୍ତ୍ରୀ ସୀତାରମଣ କହିଛନ୍ତି। ଏଠାରେ...

indian villages
ବଜେଟ୍‌ରେ ଗ୍ରାମାଞ୍ଚଳର ବିକାଶ ଉପରେ ଫୋକସ୍‌

ନୂଆଦିଲ୍ଲୀ: ମୋଦି-୨ ସରକାରଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍‌ରେ ଗ୍ରାମାଞ୍ଚଳ ବିକାଶକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ବଜେଟ୍‌ର ବ୍ୟବସ୍ଥା ଅନୁଯାୟୀ, ୨୦୨୨ ସୁଦ୍ଧା ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାରକୁ ଏଲ୍‌ପିଜି ଓ ବିଦ୍ୟୁତ୍‌ ସଂଯୋଗ ଯୋଗାଇ ଦିଆଯିବ। ସେହିପରି ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ୧.୯୫ କୋଟି ଲୋକଙ୍କ ପାଇଁ ଘର ଯୋଗାଇ...

water
ବଜେଟ୍‌ ୨୦୧୯: ୨୦୨୨ ସୁଦ୍ଧା ଗାଁରେ ଥିବା ସବୁ ଘରକୁ ବିଦ୍ୟୁତ୍‌, ୨୦୨୪ ସୁଦ୍ଧା ପିଇବା ପାଣି ଯୋଗାଣ

ନୂଆଦିଲ୍ଲୀ: ଗାଁରେ ଥିବା ସବୁ ଘରକୁ ୨୦୨୨ ସୁଦ୍ଧା ବିଦ୍ୟୁତ୍‌ ଓ ୨୦୨୪ ସୁଦ୍ଧା ପାନୀୟ ଜଳ ଯୋଗାଣ କରାଯିବ ବୋଲି ସଂସଦରେ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ ବେଳେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି। ‘ହର୍ ଘର୍ ଜଲ୍’ ଯୋଜନାରେ ସବୁ ଗାଁକୁ ପାନୀୟ ଜଳ ଯୋଗାଣ...

money
ବାର୍ଷିକ ୧.୫ କୋଟିରୁ କମ୍‌ କାରବାର କରୁଥିବା ଦୋକାନୀଙ୍କୁ ମିଳିବ ପେନ୍‌ସନ୍‌

ନୂଆଦିଲ୍ଲୀ: ତିନି କୋଟି ଛୋଟ ଏବଂ ଉଠା ଦୋକାନୀଙ୍କୁ ପେନ୍‌ସନ୍‌ ମିଳିବ। ଏଥିସହ ବାର୍ଷିକ ୧.୫ କୋଟିରୁ କମ୍‌ କାରବାର କରୁଥିବା ଦୋକାନୀଙ୍କୁ ମଧ୍ୟ ପେନ୍‌ସନ୍‌ ମିଳିବ। ଏନେଇ ଆଜି ସଂସଦରେ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ ବେଳେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି। ପ୍ରଧାନମନ୍ତ୍ରୀ କର୍ମଯୋଗୀ ମାନଧନ...

budget
ବଜେଟ୍‌ ୨୦୧୯: ବ୍ରିଫ୍‌କେସ୍‌ ବ୍ୟବସ୍ଥା ଛାଡ଼ି ବହି-ଖାତା ଧରି ସଂସଦରେ ପହଞ୍ଚିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ: ସଂସଦରେ ଆଜି ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦୀର୍ଘ ୫୦ ବର୍ଷ ପରେ ଜଣେ ମହିଳା ଅର୍ଥମନ୍ତ୍ରୀ ସଂସଦରେ ବଜେଟ୍ ଉପସ୍ଥାପନ କରୁଛନ୍ତି। ବଜେଟ୍‌ ଉପସ୍ଥାପନ ପୂର୍ବରୁ ଅର୍ଥମନ୍ତ୍ରୀଙ୍କ ହାତରେ ବ୍ରିଫ୍‌କେସ୍‌ ବଦଳରେ ‘ବହି-ଖାତା’ ଧରି ଥିବା ଦେଖିବାକୁ ମିଳିଥିଲା। ବହି-ଖାତା ଭାରତୀୟ...

milk atm
ଖୋଲିଲା ରାଜ୍ୟର ପ୍ରଥମ ଦୁଗ୍ଧ ଏଟିଏମ୍ କାଉଣ୍ଟର

ବ୍ରହ୍ମପୁର: ବ୍ରହ୍ମପୁର ସହରର ଗେଟ୍ ବଜାର ନିକଟରେ ଖୋଲିଲା ରାଜ୍ୟର ପ୍ରଥମ ଦୁଗ୍ଧ ଏଟିଏମ୍ କାଉଣ୍ଟର। ବ୍ରହ୍ମପୁର ବିଧାୟକ ଓ ଗଞ୍ଜାମ ଜିଲ୍ଲାପାଳ ଏହାକୁ ଉଦ୍‌ଘାଟନ କରିଛନ୍ତି।  ଏଠାରେ ୧୦ରୁ ୪୦ ଟଙ୍କାରେ ଲୋକେ କ୍ଷୀର ପାଇପାରିବେ। ପ୍ରଥମେ ପରୀକ୍ଷାମୂଳକ ଭାବେ ଗୋଟିଏ କାଉଣ୍ଟର ଆରମ୍ଭ କରାଯାଇଥିବା ବେଳେ...

mud attack
ଇଞ୍ଜିନିୟରଙ୍କ ଉପରକୁ କାଦୁଅ ଫିଙ୍ଗିବା ଘଟଣାରେ ଗିରଫ ହେଲେ କଂଗ୍ରେସ ବିଧାୟକ

ନୂଆଦିଲ୍ଲୀ: ଜଣେ ଇଞ୍ଜିନିୟରଙ୍କ ଉପରେ କାଦୁଅ ଫିଙ୍ଗିବା ସହ ଖୁଣ୍ଟରେ ବାନ୍ଧିବା ଘଟଣା ମହାରାଷ୍ଟ୍ରର କଂଗ୍ରେସ ବିଧାୟକଙ୍କୁ ମହଙ୍ଗା ପଡ଼ିଛି। ସରକାରୀ ଅଫିସରଙ୍କୁ ଦୁର୍ବ୍ୟବହାର ଏବଂ ଆକ୍ରମଣ ଅଭିଯୋଗରେ କଂଗ୍ରେସ ବିଧାୟକ ନିତେଶ ରାଣେ ଓ ତାଙ୍କ ଦୁଇ ଜଣ ସମର୍ଥକଙ୍କୁ ପୁଲିସ୍‌ ଗିରଫ କରିଛି। ବିଧାୟକ ନିତେଶ...

baripada
ବାରିପଦାରେ ମହିଳାମାନେ ଟାଣିବେ ସୁଭଦ୍ରାଙ୍କ ରଥ

ବାରିପଦା(ମାଣିକ ଲାଲ ପାଣି): ବାରିପଦା ରଥଯାତ୍ରାର ରହିଛି ଅନନ୍ୟ ପରମ୍ପରା। ସବୁଠି ଗତକାଲି ରଥ ଟଣାଯାଇଥିବା ବେଳେ ବାରିପଦାରେ ଆଜି ଟଣାଯିବା ରଥ । ନୀତି ଓ ପରମ୍ପରା ଅନୁଯାୟୀ, ଗତକାଲି ଏଠାରେ ରଥ ପ୍ରତିଷ୍ଠା କରାଯାଇଥିଲା। ମା’ ଅମ୍ବିକାଙ୍କ ମନ୍ଦିରରୁ ଆଜ୍ଞାମାଳ ଆସିବା ପରେ ରଥ ପ୍ରତିଷ୍ଠା...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।