• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ନୂଆଦିଲ୍ଲୀ :ବରିଷ୍ଠ କଂଗ୍ରେସ ନେତା ଶଶି ଥରୁରଙ୍କ ମନ୍ତବ୍ୟ ଉପରେ କଡା ଟିପ୍ପଣୀ ରଖିଲେ ବିଜେପି ନେତା ସୁବ୍ରମଣ୍ୟମ ସ୍ୱାମୀ । ଥରୁରଙ୍କ ଚିକିତ୍ସା ଦରକାର, ଏମିତିକି ଦରକାର ପଡିଲେ ତାଙ୍କୁ ମେଣ୍ଟାଲ ହସ୍ପିଟାଲରେ ଭର୍ତ୍ତି କରାଯିବା ଦରକାର ବୋଲି କହିଛନ୍ତି ସୁବ୍ରମଣ୍ୟମ ସ୍ୱାମୀ।

୨୦୧୯ ସାଧାରଣ ନିର୍ବାଚନରେ ଯଦି ବିଜେପି ସରକାର ଗଢେ, ତାହେଲେ ଆମ ଦେଶ ଭାରତ, ହିନ୍ଦୁ ପାକିସ୍ତାନ ହୋଇଯିବ ବୋଲି କହିଥିଲେ ଥରୁର। ଏହାପରେ ଥରୁରଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଆକ୍ଷେପ ପ୍ରତିଆକ୍ଷେପ ଜାରି ରହିଛି।

Other Stories